ଆଞ୍ଚଳିକ କର୍ତ୍ତବ୍ୟ ବେଳେ ହୋମଗାର୍ଡଙ୍କ ମୃତ୍ୟୁ Angul OnlineJune 13, 2021June 13, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ସଦର ମହକୁମାର ହୋମଗାର୍ଡ ଅଫିସରେ ରାତି ଡିୟୁଟି କରୁଥିବା ଜଣେ ୫୫ ବର୍ଷୀୟ ହୋମଗାର୍ଡଙ୍କ ମୃତ୍ୟୁ ହୋଇଛି । ମୃତକ ଶରଧା ପୁର ଗାଁର ଶ୍ରୀବତ୍ସ ସାହୁ । ସେ ପ୍ରତ୍ୟେକ ଦିନ ହୋମଗାର୍ଡ ଅଫିସର କ୍ୟାଣ୍ଟିନରେ ଡିୟୁଟି କରୁଥିଲେ । ଗତକାଲି (ଶନିବାର) ରାତି ମଧ୍ୟ ସେ ସେଠାରେ ଡ୍ୟୁଟି କରୁଥିବା ବେଳେ ସକାଳେ ଶୋଇଥିବା ଅବସ୍ଥାରେ ତାଙ୍କୁ ଉଧାର କରାଯାଇଥିଲା । ତାଙ୍କୁ ଉଠାଇବାରୁ ସେ ନ ଉଥିବାରୁ ଅନ୍ୟ କର୍ମଚାରୀଙ୍କ ସନ୍ଦେହ ହୋଇଥିଲା । ଏବଂ ତୁରନ୍ତ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରା ଯାଇଥିଲା । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । Advertisement
ସାତକୋଶିଆ ସାମ୍ବାଦିକ ସଂଘର ନୂତନ କମିଟି ଗଠନ ଅନୁଗୁଳ – ଅନୁଗୁଳ ଜିଲ୍ଲା ସାତକୋଶିଆ ସାମ୍ବାଦିକ ସଂଘର ବାର୍ଷିକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ଦିନେଶ ଦେହୁରୀଙ୍କ ସଭାପତିତ୍ୱରେ ଏହି ସଭାକାର୍ଯ୍ୟ…
ଲୁଟିନେଲେ ୪ ଲକ୍ଷ ୩୬ ହଜାର ତାଳଚେର – ସାଇବର ଠକଙ୍କ ପଞ୍ଝାରେ ପଡିଗଲେ ତାଳଚେର ଧରମପୁର ଗାଁର ସୁଶାନ୍ତ ସାହୁ । ଓଟିପି ପଠାଇ ଲୁଟି ନେଲେ ନଗଦ ୪ ଲକ୍ଷ ୩୬…
ତାଳ ଟାକୁଆ ଓ କୁରୁଟରେ ଚତୁର୍ଦ୍ଧାମୁରତି ଅନୁଗୁଳ – ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ଉପଲକ୍ଷେ ତାଳ ଟାକୁଆ ଓ କୁରୁଟରେ ଚତୁର୍ଦ୍ଧାମୁରତିଙ୍କ ଚିତ୍ର ଆଙ୍କିଲେ ଅନୁଗୁଳର ଚିତ୍ରଶିଳ୍ପୀ ରଜତ । ସୂଚନା ଅନୁସାରେ ଅନୁଗୁଳ…