ଅପରାଧ କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର Angul OnlineJune 17, 2021June 17, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ରେଙ୍ଗାଳି ଥାନା ଅନ୍ତର୍ଗତ ବିଦ୍ୟୁତ ବିଭାଗ କ୍ୱାର୍ଟର ଲାଇନ ଅଞ୍ଚଳରେ ଜଣେ କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି । ମୃତକ ହେଲେ ବିଦ୍ୟୁତ ବିଭାଗର କନିଷ୍ଠ ଯନ୍ତ୍ରୀ ବିରେନ ଦେଉରିଆ । ବିରେନଙ୍କ ମୃତଦେହ ନିଜ କୋଠରୀ ପଙ୍ଖାରେ ଝୁଲୁଥିବା ଦେଖି ସ୍ଥାନୀୟ ଲୋକ ପୁଲିସକୁ ସୂଚନା ଦେଇଥିଲେ । ମୃତ ବିରେନଙ୍କ ନିଜ ଘର ଯାଜପୁର ଜିଲ୍ଲାରେ ହୋଇଥିବା ବେଳେ ସେ କିଛି ମାସ ହେବ ରେଙ୍ଗାଳିରେ ଯୋଗଦେଇଥିଲେ । ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଥିବା ବେଳେ କାହିଁକି ଆତ୍ମହତ୍ୟା କଲେ ତାହା ଜଣା ପଡି ନାହିଁ । ପୁଲିସ ଶବ ବ୍ୟବଚ୍ଛେଦ କରି ତଦନ୍ତ କରୁଛି । Advertisement
ଦିହେଁ ଦୁହିଁଙ୍କ ଜାଲରେ ଫସିଲେ ସ୍ୱାମୀ- ସ୍ତ୍ରୀ ଓ ବାପ-ପୁଅ ଗିରଫ ଅନୁଗୁଳ – ଅନୁଗୁଳ ଥାନା ଅନ୍ତର୍ଗତ ତୁରଙ୍ଗଠାରେ ଥିବା ଏକ ବିଉଟି ପାର୍ଲରର ମାଲିକ ଓ ତାଙ୍କ ସ୍ତ୍ରୀଙ୍କୁ ବ୍ଲାକମେଲିଂ କରିବା ଅଭିଯୋଗରେ ପୁଲିସ ଗିରଫ କରିଛି…
କାନ୍ଥ କଣା କରି ବ୍ୟାଙ୍କ ଭିତରେ ପଶିଲେ ଚୋର ଅନୁଗୁଳ – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଗଡମଣ୍ଡଳ ଗ୍ରାମ୍ୟ ବ୍ୟାଙ୍କରୁ ଚୋରୀ ଉଦ୍ୟମ ହୋଇଥିବା ଜଣା ପଡ଼ିଛି । ବିଲମ୍ବିତ ରାତିରେ ବ୍ୟାଙ୍କ ପଛପାଖ କାନ୍ଥ…
ଚାକିରି ଦେବା ନାଁରେ ଟଙ୍କା ଠକେଇ ଅଭିଯୋଗ – ୨ ଗିରଫ ଅନୁଗୁଳ – ଅନୁଗୁଳ ଜିଲ୍ଲା ବଅଁରପାଳ ପୁଲିସ ଚାକିରି ଦେବାକୁ କହି ୪୩ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗରେ ୨ ଜଣକୁ ଗିରଫ କରି କୋର୍ଟ…