ଆଞ୍ଚଳିକବାଣିଜ୍ୟ ଜିନ୍ଦଲ ପାୱାରକୁ ଗାରେ ପାଲମା 4/1 ଖଣି ପାଇଁ ସଫଳ ବିଡର ଭାବରେ କୋଇଲା ମନ୍ତ୍ରଣାଳୟର ଘୋଷଣା Angul OnlineJanuary 3, 2021January 3, 2021 ରାୟପୁର/ଭୁବନେଶ୍ୱର – ଶିଳ୍ପପତି ଶ୍ରୀ ନବୀନ ଜିନ୍ଦଲଙ୍କ ନେତୃତ୍ୱାଧୀନ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ (ଜେଏସପିଏଲ)ର ସହାୟକ କମ୍ପାନୀ ଜିନ୍ଦଲ ପାୱାର ଲିମିଟେଡ (ଜେପିଏଲ)କୁ କୋଇଲା ମନ୍ତ୍ରଣାଳୟ ଦ୍ୱାରା ଗାରେ ପାଲମା 4/1 କୋଇଲା ଖଣି ପାଇଁ ସଫଳ ବିଡର ଘୋଷଣା କରାଯାଇଛି । ନିର୍ଧାରିତ ରିପ୍ରେଜେଣ୍ଟେଟିଭ ମୂଲ୍ୟ 25 ପ୍ରତିଶତରେ ଜିନ୍ଦଲ ପାୱାର ଲି ପାଲମା 4/1 କୋଇଲା ଖଣି ନିଲାମ ଜିତିଛି । ସଫଳ ବିଡର ବୋଲି ଘୋଷଣା କରିଥିବାରୁ କୋଇଲା ମନ୍ତ୍ରଣାଳୟକୁ ଏକ ପ୍ରେସ ବିବୃତ୍ତିରେ ଜେଏସପିଏଲ ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଭି ଆର ଶର୍ମା କହିଛନ୍ତି ଧନ୍ୟବାଦ ଦେଇଛନ୍ତି । Advertisement
ଗାଁରେ ମାତିଛି ଭାଲୁ – ଭୟଭୀତ ଅଞ୍ଚଳବାସୀ କିଶୋରନଗର – ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ଏବଂ କିଶୋରନଗର ଅଞ୍ଚଳରେ ଏବେ ଭାଲୁ ଭୟ ଘାରିଛି । ଗତ ଏକ ମାସ ଭିତରେ ଭାଲୁ ଆକ୍ରମଣରେ ପ୍ରାୟ…
ଶିକ୍ଷକଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଅନୁଗୁଳ – ଅନୁଗୁଳ ବ୍ଲକ୍ ଇଙ୍କରବନ୍ଧ ଗାଁର ସଭାପତି ତଥା ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରମୋଦ ଚନ୍ଦ୍ର ପ୍ରଧାନ(୭୧)ଙ୍କର ଶନିବାର ସନ୍ଧ୍ୟାରେ ପରଲୋକ ହୋଇଛି । କିଛିଦିନ…
ବିଜେପି ସାଂସଦଙ୍କ ଇସ୍ତଫା ଦାବି କଲା ବିଜୁ ଯୁବ – ଛାତ୍ର ଜନତା ଦଳ ଅନୁଗୁଳ – ଓଡ଼ିଶାର ବରପୁତ୍ର, ମହାନ ଜନନାୟକ, ସ୍ୱାଧୀନତା ସଂଗ୍ରାମୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ବିରୋଧରେ ବିଜେପି ସାଂସଦ ନିଶିକାନ୍ତ ଦୁବେଙ୍କ ମିଥ୍ୟା ଓ…