ଆଞ୍ଚଳିକ ପୌରପାଳିକା କାର୍ଯ୍ୟାଳୟ ଆଗରେ ଧାରଣା Angul OnlineJune 30, 2022June 30, 2022 ଅନୁଗୁଳ – ଅନୁଗୁଳ ପୌରାଞ୍ଚଳର ୧୧ ନମ୍ବର ୱାର୍ଡରେ ବାସ କରୁଥିବା ୨୨ ପରିବାର ଆଜି ପୌରପାଳିକା କାର୍ଯ୍ୟାଳୟ ଆଗରେ ଧାରଣା ଦେଇଥିଲେ । ୧୧ ନମ୍ବର ୱାର୍ଡ ର ବାସିନ୍ଦାଙ୍କ ଅଭିଯୋଗ ହେଲା ଯେ ଗତ କାଲି ୧୧ ନମ୍ବର ୱାର୍ଡ ଜିଲ୍ଲା ପ୍ରଶାସନ ଯାଇ ସେହି ବସ୍ତୀକୁ ଉଛେଦ କରାଯିବ ବୋଲି ସେମାନଙ୍କୁ କହିଥିଲେ । ଗୋଟିଏ ଦିନ ମଧ୍ୟରେ ଏହି ସ୍ଥାନକୁ ଛାଡ଼ି ଚାଲିଯିବାକୁ ସେମାନଙ୍କୁ କହିଥିଲେ । ସେହି ବସ୍ତୀରେ ସେମାନେ ୩୫ ବର୍ଷରୁ ଉର୍ଦ୍ଧ ହେବ ରହୁଥିବା କହି ଏବେ ଉଠିବା ପାଇଁ କହିଲେ ଆମେ କୁଆଡେ ଯିବୁ ପ୍ରଶ୍ନ କରିଛନ୍ତି । ପ୍ରଥମେ ସେମାନଙ୍କୁ ଥାଇଥାନ କରିବାକୁ ସେମାନେ ଦାବି କରିଥିଲେ । ଏହି ଦାବି କରି ସେମାନେ ଅନୁଗୁଳ ନଗରପାଳଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଏକ ସ୍ମାରକ ପତ୍ର ପ୍ରଦାନ କରିଥିଲେ । Advertisement
ଉଦ୍ୟମ ଫାଉଣ୍ଡେସନର ପ୍ରଥମ କାର୍ଯ୍ୟକାରିଣୀ ବୈଠକ ଅନୁଗୁଳ – ଅନୁଗୁଳର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଉଦ୍ୟମ ଫାଉଣ୍ଡେସନର ପ୍ରଥମ କାର୍ଯ୍ୟକାରିଣୀ ବୈଠକ ସ୍ଥାନୀୟ ମନ୍ଦରଗିରି ମଠ ଠାରେ ଅନୁଷ୍ଠିତ ହୋଇ ଯାଇଛି । ଏହି…
ସ୍ଲିପ୍ ଫର୍ ପିସ୍ କାର୍ଯ୍ୟକ୍ରମ ପାଳିତ ଅନୁଗୁଳ – ୟୁଥ୍ ହଷ୍ଟେଲ ଆସୋସିଏସନ ଅଫ ଇଣ୍ଡିଆ ତାର ସାର ବିଶ୍ବରେ ରହିଥିବା ୪୦୦୦ ହଜାରରୁ ଅଧିକ ଶାଖା ତରଫରୁ “ସ୍ଲିପ୍ ଫର୍ ପିସ୍” କାର୍ଯ୍ୟକ୍ରମ…
ଚାନ୍ଦା କରି ରାସ୍ତା ମରାମତି କଲେ ଗାଁ ଲୋକ ଆଠମଲ୍ଲିକ – ଅନୁଗୁଳ ଜିଲା ଆଠମଲ୍ଲିକ ବ୍ଲକ ପାଇକସାହି ପଞ୍ଚାୟତର ବାଘୁଆନାଳି ଗ୍ରାମବାସୀ ରାସ୍ତା ପାଇଁ ବହୁ ଦହଗଞ୍ଜ ହେଉଥିଲେ । ସାମାନ୍ୟ ବର୍ଷାହେଲେ ରାସ୍ତାରେ ଆଣ୍ଠୁଏ…