ମୁଖ୍ୟ ଖବର କାର ଓଲଟି ଜଣେ ମୃତ – ଦୁଇ ଗୁରୁତର Angul OnlineJuly 7, 2022July 7, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା କୁଇଓଠାରେ ଏକ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇଜଣ ଗୁରୁତର ହୋଇଥିବା ଜଣା ପଡ଼ିଛି । ସୂଚନା ଅନୁସାରେ ତାଳଚେର ଅନନ୍ତବେରଣୀର ସଚିନ ନାୟକ ତାଙ୍କ ଦୁଇ ପୁତୁରାଙ୍କ ସହ କୌଣସି କାମରେ ଏକ ମାରୁତି କାରରେ ଅନୁଗୁଳ ଆସୁଥିଲେ । ତେବେ କୁଇଓ ନିକଟରେ କାରଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହେବା ସହ ରାସ୍ତା ତଳକୁ ଓଲଟି ପଡିଥିଲା । ଫଳରେ ଘଟଣା ସ୍ଥଳରେ ସଚିନଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇ ପୁତୁରା ଗୁରୁତର ହୋଇଥିଲେ । ସ୍ଥାନୀୟ ଲୋକ ସେମାନଙ୍କ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି । Advertisement
ଚାଷ କାମ ବେଳେ ଅଘଟଣ – କୂଅରେ ଟ୍ରାକ୍ଟର ପଡି ଜଣେ ମୃତ ଅନୁଗୋଳ – ଚାଷ କାମ କରୁଥିବା ବେଳେ ଅନୁଗୋଳ ଜିଲ୍ଲା ଜାମୁଣ୍ଡା ଗାଁରେ ଅଘଟଣ ଘଟି ଯାଇଛି । ଟ୍ରାକ୍ଟର ସାହାଯ୍ୟରେ ଚାଷ କରୁଥିବା ବେଳେ ଅସାବଧାନତା…
ସମଲେଶ୍ବରୀ ଦର୍ଶନ ପାଇଁ ଯିବାବେଳେ ଦୁର୍ଘଟଣା – ୧୭ ଆହତ ଅନୁଗୁଳ – ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଏକ ଦୁର୍ଘଟଣା ହୋଇଛି । ଭୋର୍ ସମୟରେ…
କାର ତଳେ ଚାପି ହୋଇଗଲା ଅଟୋ – ତିନି ମୃତ , ତିନି ଗୁରୁତର ଅନୁଗୁଳ – ଅଟୋ କାର ମୁହାମୁହିଁ ଧକ୍କା ହେବା ସହ ଅଟୋକୁ ଘୋଷାଡି ନେଲା କାର । ଯାହା ଫଳରର ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ…