ମୁଖ୍ୟ ଖବର ବଜ୍ରପାତରେ ଚାଷୀ ମୃତ Angul OnlineAugust 2, 2022August 2, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଗୋତମରା ଗାଁରେ ବଜ୍ରପାତରେ ଜଣେ ଯୁବ ଚାଷୀଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ , ଗାଁର ସୁଧାକର ଭୋଳଙ୍କ ପୁଅ ମନୋଜ ଭୋଳ ବିଲରେ କାମ କରୁଥିବା ବେଳେ ବଜ୍ରପାତ ହୋଇଥିଲା । ଫଳରେ ସେ ଗୁରୁତର ଆହତ ହୋଇଥିଲେ । ତାଙ୍କୁ ତୁରନ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଏଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପୁଲିସ ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁକରି ତଦନ୍ତ ଚଳାଇଛି । Advertisement
ଗଛରେ ପିଟି ହେଲା କାର – R. I. ମୃତ , ଦୁଇଟି ପରିବାରର ୬ ଗୁରୁତର ଅନୁଗୁଳ – ବ୍ରହ୍ମପୁରରୁ ମା ତାରାତାରିଣୀ ଦର୍ଶନ କରି ଫେରୁଥିବା ବେଳେ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇଟି ପରିବାରର ୬ ଜଣ ଗୁରୁତର ହୋଇଛନ୍ତି…
ଜିଲ୍ଲାରେ ପୁଣି ଫେରିଲା ନାଇଟ୍ କର୍ଫ୍ୟୁ ଅନୁଗୁଳ – କୋଭିଡ଼ର ନୂଆ ଭାରିଆଣ୍ଟ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ସ୍ବତନ୍ତ୍ର ରିଲିଫ କମିଶନର ନୂଆ ଗାଇଡଲାଇନ ଜାରି କରିଛନ୍ତି । ଏଣିକି ରାତି ୯ଟାରୁ…
ଷ୍ଟେସନ ଯିବା ବାଟରୁ ଯୁବତୀ ନିଖୋଜ ତାଳଚେର – ଭୁବନେଶ୍ବର ଯିବାକୁ ଆସି ତାଳଚେର ଷ୍ଟେସନ ଯିବା ବାଟରୁ ନିଖୋଜ ହେଲେ ଯୁବତୀ । ଭୁବନେଶ୍ବରରେ ଏକ ଘରୋଇ କମ୍ପାନୀରେ କାମ କରି ଘରକୁ…