ମୁଖ୍ୟ ଖବର ଟ୍ରକ ପଛରେ ବାଡେଇ ହୋଇ ଜଣେ ମୃତ ୨ ଆହତ Angul OnlineAugust 13, 2022August 13, 2022 ପାଲଲହଡା – ଅନୁଗୁଳ ଜିଲ୍ଲା ପାଲଲହଡା ଥାନା ଅନ୍ତର୍ଗତ ୪୯ ନଂ ଜାତୀୟ ରାଜପଥ କାଉଁଶୀରିପାଲି ଛକ ନିକଟରେ ଆଜି(ଶନିବାର) ସନ୍ଧ୍ୟା ପ୍ରାୟ ୭ ଟା ସମୟରେ ଭାରସାମ୍ୟ ହରାଇ ଟ୍ରକ ପଛରେ ଏକ ମୋଟରସାଇକେଲ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ , ଅନ୍ୟ ଦୁଇଜଣ ଆହତ ହୋଇଛନ୍ତି । ଆହତ ମାନଙ୍କୁ ପାଲଲହଡା ଉପଖଣ୍ଡ ଚିକିତ୍ସାଳୟ ଭର୍ତି କରାଯାଇଅଛି । ମୃତ ଯୁବକ ଜଣଙ୍କ ସ୍ଥାନୀୟ ବଧମୁଣ୍ଡା ଗ୍ରାମର ୧୯ ବର୍ଷୀୟ ହାପି ମହାନ୍ତ ବୋଲି ଜଣା ପଡିଛି I ଘଟଣାସ୍ଥଳରେ ପାଲଲହଡା ପୁଲିସ ପହଞ୍ଚି ତଦନ୍ତ କରିଛି । Advertisement
ସହିଦ ରାଣା ପ୍ରତାପଙ୍କୁ ଝୁରୁଛି ଜନ୍ମମାଟି ତାଳଚେର ଅନୁଗୁଳ -ତାମିଲନାଡୁରେ ସେନା ହେଲିକପ୍ଟର କ୍ରାସ୍ରେ ମୃତ୍ୟୁବରଣ କରିଥିବା ଯବାନଙ୍କ ମଧ୍ୟରେ ରହିଛନ୍ତି ଜଣେ ଓଡ଼ିଆ ଯବାନ। ସହିଦ ଯବାନ ତାଳଚେର କଣ୍ଢାଳ ପଞ୍ଚାୟତ କୃଷ୍ଣଚନ୍ଦ୍ରପୁର ଗାଁର…
ଅମଲାପଡାରୁ ୧୨ ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନସୁଗାର ଜବତ ଅନୁଗୁଳ – ପୂଜା ବଜାର ସରଗରମ ହେବା ପୂର୍ବରୁ ଅନୁଗୁଳ ଅବକାରୀ ବିଭାଗକୁ ଏକ ବଡ ସଫଳତା ମିଳିଛି । ଅନୁଗୁଳ ବଜାର ଭିତରୁ ୧୨୦ ଗ୍ରାମ…
ତାଳଚେର ସାରକାରଖାନା କାର୍ଯ୍ୟକ୍ଷମ ନେଇ ଧର୍ମେନ୍ଦ୍ରଙ୍କୁ ଜବାବ ମାଗିଲା କଂଗ୍ରେସ ଭୂବନେଶ୍ବର – ଅନୁଗୁଳ ଜିଲ୍ଲା ତାଳଚେର ସାର କାରଖାନା ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତ ୨୦୧୮ ମସିହା ସେପ୍ଟେମ୍ବର ୨୨ ତାରିଖରେ ଭିତ୍ତିପ୍ରସ୍ତର ସ୍ଥାପନ…