ମୁଖ୍ୟ ଖବର ଆବର୍ଜନା ଗଦା କରିବାରୁ ଦୁଇ ଦୋକାନ ସିଲ କଲା ପ୍ରଶାସନ Angul OnlineSeptember 13, 2022September 13, 2022 ଅନୁଗୁଳ – ଦୋକାନ ଆଗରେ ଆବର୍ଜନା କରୁଥିବା ଯୋଗୁଁ ଆଜି ଦୁଇଟି ଦୋକାନକୁ ଅନୁଗୁଳ ପ୍ରଶାସନ ପକ୍ଷରୁ ସିଲ କରାଯାଇଛି । ସୂଚନା ଅନୁସାରେ ବସଷ୍ଟାଣ୍ଡରୁ କାଞ୍ଚନ ଟକିଜ ଛକ ଆଡକୁ ଯାଇଥିବା ରାସ୍ତାରେ ତାରା ଅଟୋ ପଏଣ୍ଟ ଏବଂ ଓମ ଆର୍ଟସ ନାମକ ଏକ ଷ୍ଟିକର ଦୋକାନ ଦୋକାନ ଆଗରେ ଯାଇଥିବା ରାସ୍ତା କଡରେ ଆବର୍ଜନା ପକାଉଥିଲେ । ପୂର୍ବରୁ ତାଗିଦ କରିବା ସତ୍ୱେ ଦୋକାନ ଆଗରେ ଆବର୍ଜନା ପକାଉଥିବା ଯୋଗୁଁ ଆଜି ଜିଲ୍ଲା ମଲଟି ଡିସିପ୍ଲିନାରୀ ଟିମ ପକ୍ଷରୁ ଉଭୟ ଦୋକାନକୁ ସିଲ କରି ଦିଆଯାଇଛି । ଆଗାମୀ ନିର୍ଦେଶ ପର୍ଯ୍ୟନ୍ତ ଏହି ଦୁଇ ଦୋକାନ ସିଲ ରହିବ ବୋଲି ପୌର ପ୍ରଶାସନ ପକ୍ଷରୁ କୁହାଯାଇଛି । Advertisement
ଭିଜିଲାନ୍ସ ଜାଲରେ ମହିଳା ସରପଞ୍ଚ ଓ ତାଙ୍କ ସ୍ଵାମୀ – ଲାଞ୍ଚ ନେଉଥିବା ବେଳେ ଧରା ପଡିଲେ ଅନୁଗୁଳ – ଭିଜିଲାନ୍ସ ଜାଲରେ ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ସୁଶୁବା ପଞ୍ଚାୟତ ସରପଞ୍ଚ ଓ ତାଙ୍କ ସ୍ୱାମୀ ଶିଶିର ସାମଲ । ଜଣେ ହିତାଧିକାରୀଙ୍କ “ମୋ…
ବଜ୍ରପାତରେ ୨ ମୃତ ଜଣେ ଆହତ ପାଲଲହଡ଼ା – ଅନୁଗୋଳ ପାଲଲହଡ଼ା ବ୍ଲକ୍ କରଡ଼ାପାଳ ପଂଚାୟତ ସହର ଗୁରୁଜାଙ୍ଗ ଗ୍ରାମରେ ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛି ।…
ଜିଅନ୍ତା ଜାଳିଥିଲା , ନିଜେ ଜିଅନ୍ତା ଜଳି ମଲା – ଜନ୍ମ କଲା ମା ଓ ରକ୍ତ ସମ୍ପର୍କ ଭାଇ ଓ ଭଉଣୀ ଜାଳି ମାରିଦେଲେ ଅନୁଗୁଳ – ଅନୁଗୁଳ ଜିଲ୍ଲା ହଣ୍ଡପା ଥାନା କଦଳୀମୁଣ୍ଡା ଗାଁରେ ବିଚ ରାସ୍ତାରେ ଯୁବକକୁ ବାନ୍ଧିଦେଲେ ଆଉ ତାପରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ । ତା…