ମୁଖ୍ୟ ଖବର ଏସ.ପି. ଅଫିସ ସମ୍ମୁଖରୁ ମୃତଦେହ ଉଦ୍ଧାର Angul OnlineSeptember 24, 2022September 24, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରୁ ଆଜି ସକାଳୁ ଏକ ମୃତଦେହ ଉଦ୍ଧାର ହୋଇଛି । ଜାତୀୟ ରାଜପଥ ୫୫ କଡରେ ଥିବା ଏକ ବ୍ୟାଙ୍କ ନିକଟରେଏହି ମୃତଦେହ ପଡିଥିବା ଦେଖି ସ୍ଥାନୀୟ ଲୋକ ପୁଲିସକୁ ଖବର ଦେଇଥିଲେ । ଅନୁଗୁଳ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି । ତେବେ ମୃତକଙ୍କ ପରିଚୟ ଜଣା ପଡି ନଥିବା ବେଳେ ସ୍ବଭାବିକ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତ ପରେ ପୁଲିସ କହିଛି । ତେବେ ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ଜଣା ପଡିବ । Advertisement
ନିର୍ବାଚନ ପାଇଁ ୬ ଜଣ ଅତିରିକ୍ତ ଏସ୍ପି, ୧୧ ଜଣ ଡି.ଏସ୍.ପି ସହ ବ୍ୟାପକ ପୁଲିସ ବ୍ୟବସ୍ଥା ଅନୁଗୁଳ – ସାଧାରଣ ନିର୍ବାଚନ ପାଇଁ ଅନୁଗୁଳ ଜିଲ୍ଲାରେ ୪ଟି ଷ୍ଟ୍ରଙ୍ଗରୁମ୍ କରାଯାଇଛି । ଏଠାରେ ଇଭିଏମ୍ଗୁଡ଼ିକୁ ସୁରକ୍ଷିତ ଭାବେ ରଖାଯିବ । ଏହାର ସୁରକ୍ଷା ପାଇଁ…
ତାଳଚେର ମେଡିକାଲ କଲେଜର ପରିଚାଳନା ଦାୟିତ୍ୱ ନେଲେ ରାଜ୍ୟ ସରକାର ଅନୁଗୁଳ – ଅନୁଗୁଳ ଜିଲ୍ଲା ତାଳଚେର ମେଡିକାଲ କଲେଜର ପରିଚାଳନା ଦାୟିତ୍ୱ ନେଲେ ରାଜ୍ୟ ସରକାର । ଏହି ମେଡିକାଲ କଲେଜକୁ ମହାନଦୀ ଇନଷ୍ଟିଚ୍ୟୁଟ ଅଫ୍ ମେଡ଼ିକାଲ…
ଓଡିଶାରେ ତିନୋଟି କୋଇଲା ଖଣି ପାଇଁ କେନ୍ଦ୍ର ମନ୍ତ୍ରଣାଳୟର ଚୁକ୍ତିନାମା ସ୍ୱାକ୍ଷର ଭୁବନେଶ୍ବର – କେନ୍ଦ୍ର କୋଇଲା ମନ୍ତ୍ରଣାଳୟ ସୋମବାର ଓଡିଶାରେ ଅବସ୍ଥିତ ତିନୋଟି କୋଇଲା ଖଣି ପାଇଁ କୋଇଲା ଖଣି ବିକାଶ ଏବଂ ଉତ୍ପାଦନ ଚୁକ୍ତିନାମାକୁ ସଫଳତାର ସହ…