ଅପରାଧ ମନ୍ଦିର ହୁଣ୍ଡି ବୋହିନେଲେ ଚୋର Angul OnlineSeptember 25, 2022September 25, 2022 ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ପୁରୁଣାଗଡ଼ର ବହୁ ପ୍ରତିଷ୍ଠିତ ବରାଳ ବାଲୁଙ୍କେଶ୍ୱର ଶିବ ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି । ବିଲମ୍ବିତ ରାତିରେ ଦୁର୍ବୃତ୍ତମାନେ ମନ୍ଦିରର ଗେଟ ତାଲା ଭାଙ୍ଗି ଭିତରକୁ ଯିବା ସହ ଭିତରେ ଥିବା ହୁଣ୍ଡି ବାକ୍ସକୁ ବୋହି ନେଇଥିଲେ । ସେଠାରୁ ମନ୍ଦିର ପଛ ପାଖରେ ଥିବା ଏକ ଆମ୍ଵ ତୋଟାରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ସମସ୍ତ ଟଙ୍କା ନେଇ ପଳାଇ ଯାଇଛନ୍ତି । ହୁଣ୍ଡିରେ ପ୍ରାୟ ୩୦ ହଜାରରୁ ଉର୍ଦ୍ଧ୍ଵ ଟଙ୍କା ଥିବ ବୋଲି ମନ୍ଦିର ପରିଚାଳନା କମିଟି ଅନୁମାନ କରିଛି । ଏ ନେଇ ମନ୍ଦିର ପୂଜକ କମିଟି ପକ୍ଷରୁ ଥାନାରେ ଅଭିଯୋଗ ପରେ ପୁଲିସ ଘଟଣାର ଛାନଭିନ କରୁଛି । Advertisement
ସ୍ମାର୍ଟ ୱାଚ ଏବଂ ମୋବାଇଲ ଚୋରୀ ଅଭିଯୋଗରେ ଜଣେ ଗିରଫ adv ଅନୁଗୁଳ – ଅନୁଗୁଳ ଜିଲ୍ଲା ନାଲକୋ ଥାନା ପୁଲିସ ବୁଧବାର ଚୋରି ଅଭିଯୋଗରେ ଜଣେ ଡେଲିଭରି ବୟଙ୍କୁ ଗିରଫକରି କୋର୍ଟ ଚାଲାଣ କରିଛି । ସୂଚନା…
୬ ହଜାର ଗଞ୍ଜେଇ ଗଛ ନଷ୍ଟ କଲା ପୁଲିସ ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ବେଆଇନ ଗଞ୍ଜେଇ ଚାଷ ଥମିବାର ନାଁ ନେଉନି । ବାରମ୍ବାର ପୁଲିସ ଓ ଅବକାରୀ ବିଭାଗର ଚଢ଼ାଉ ପରେ କିଛି ବର୍ଷ…
ହାଇୱା ଗାଡିକୁ ଏକ ଲକ୍ଷ ଟଙ୍କା ଜୋରିମାନା ଅନୁଗୁଳ – ଅନୁଗୁଳ ଜିଲ୍ଲା ତାଳଚେର ଗୋଡିବନ୍ଧ ଅଞ୍ଚଳରେ ଏକ ହାଇୱା ଗାଡିକୁ ଏକ ଲକ୍ଷ ଟଙ୍କା ଜୋରିମନା କରା ଯାଇଛି । ସୂଚନା ଅନୁସାରେ ଏହି…