ମୁଖ୍ୟ ଖବର ଫାଶ ପକାଇ ମାରିଦେଲେ ଦନ୍ତା ହାତୀ Angul OnlineOctober 15, 2022October 15, 2022 ଆଠମଲ୍ଲିକ – ଅନୁଗୁଳ ଜିଲ୍ଲାର ପୁଣି ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛି । ଆଠମଲ୍ଲିକ କିଆକଟାର ମୁଣ୍ଡାପଡା ଗାଁ ନିକଟରେ ହାତୀ ମରିଥିବା ଆଜି ସକାଳେ ଗାଁ ଲୋକ ଦେଖି ବନ ବିଭାଗକୁ ସୂଚନା ଦେଇଥିଲେ । ସୂଚନା ପାଇ ବନ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ହାତୀର ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣା ପଡ଼ିଛି । ତେବେ ଜନ୍ତୁ ଶିକାର ପାଇଁ କିଏ ଏହି ତାର ବିଛାଇ ଥିଲା ସେ ନେଇ ବନ ବିଭାଗ ଓ ବିଦ୍ୟୁତ ବିଭାଗ ତଦନ୍ତ କରୁଛନ୍ତି । Advertisement
ବିପୁଳ ପରିମାଣର ଚୋରା ବନ୍ଧୁକ ଓ ଗୁଳି ଜବତ – ଜଣେ ଗିରଫ ଅନୁଗୁଳ – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା କେରଜାଙ୍ଗ ଗାଁରୁ ବିଳମ୍ବିତ ରାତିରେ ବିପୁଳ ପରିମାଣର ଚୋରା ବନ୍ଧୁକ ଓ ଗୁଳି ଜବତ କରିବା ସହ ଜଣଙ୍କୁ…
ପ୍ରେମରେ ବିଫଳ ହେଲା ଯୁବକ , ଆଉ ତାପରେ ….. ପାଲଲହଡ଼ା- ପ୍ରେମ ବ୍ୟାପାରକୁ ନେଇ ପାଲଲହଡ଼ା ଥାନା ସମୁଖରେ ଜଣେ ଯୁବକ ଆତ୍ମାହୁତି ଉଦ୍ୟମ କରିଥିବାବେଳେ ତାଙ୍କୁ , ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସାଳୟରେ ଭର୍ତ୍ତି…
ଟ୍ରେନର ଦ୍ରୁତ ଗତି ପାଇଁ ହାତୀର ମୃତ୍ୟୁ – ବନ ବିଭାଗ ଅନୁଗୋଳ – ଅନୁଗୋଳ ଜିଲ୍ଲା ଜେରେଙ୍ଗ ନିକଟରେ ଟ୍ରେନ ଧକ୍କାରେ ହାତୀ ମୃତ୍ୟୁ ଘଟଣା । ହାତୀ ମୃତ୍ୟୁ ପାଇଁ ରେଳ ବିଭାଗକୁ ଦାୟୀ କଲା ବନ…