ଆଞ୍ଚଳିକ ଟ୍ରାକ୍ଟର ଓଲଟି ଜଣେ ମୃତ Angul OnlineNovember 25, 2022November 25, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଗଡ଼ତରାସ ଗାଁରେ ଟ୍ରାକ୍ଟର ଓଲଟି ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ସେହି ଗାଁର ବତିଷ୍ଠ ପଟନାୟକ ବୋଲି ଜଣା ପଡ଼ିଛି । ସୂଚନା ଅନୁସାରେ ବଶିଷ୍ଠ ଟ୍ରାକ୍ଟର ନେଇ ରାତିରେ ମୋରମ ନେବା ପାଇଁ ଯାଇଥିଲେ । ତେବେ ମୋରମ ନେଇ ଫେରୁଥିବା ବେଳେ ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଫଳରେ ଚାପି ହୋଇ ବତିଷ୍ଠଙ୍କ ମୃତ୍ୟୁ ହୋଇଥିଲା । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡିକୁ ଜବତ କରିବା ସହ ଶବ ବ୍ୟବଚ୍ଛେଦ କରି ତଦନ୍ତ କରୁଛି Advertisement
ଜେଏସପି ଫାଉଣ୍ଡେସନ ଏବଂ କୃଷି ବିଭାଗ ପିପିପି ମୋଡରେ କରିବ କୃଷି ସେବାକେନ୍ଦ୍ର ଅନୁଗୋଳ – ଅନୁଗୋଳ ଜିଲ୍ଲା ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର(ଜେଏସ୍ପି)ର ସାମାଜିକ ଦାୟିତ୍ୱବୋଧ ଶାଖା ଭାବେ କାର୍ଯ୍ୟ କରୁଥିବା ଜେଏସପି ଫାଉଣ୍ଡେସନ, କୃଷି ବିଭାଗ ଓ ରାଜ୍ୟ…
ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀଙ୍କୁ ଭେଟିଲେ ଦିନେଶ ଅନୁଗୋଳ – ଓଡିଶା ସରକାରଙ୍କ ପଞ୍ଚାୟତ ରାଜ ଓ ପାନୀୟ ଜଳ ବିଭାଗ ର ବସୁଧା ( ଗ୍ରାମାଞ୍ଚଳ ) ର ଉପଦେଷ୍ଟା ଭାବେ ଦିନେଶ ପ୍ରଧାନ…
ପାଠଶାଳା ଦେବ ନବମାଳତୀ ମେଧା ସମ୍ମାନ ଅନୁଗୋଳ – ସାମାଜିକ ଅନୁଷ୍ଠାନ ପାଠଶାଳା ୨୦୨୧ ମସିହାରେ ପ୍ରତିଷ୍ଠିତ ହୋଇଥିବା ବେଳେ ଏହି ଅନୁଷ୍ଠାନ ଶିକ୍ଷା ପାଇଁ ସମର୍ପିତ ଭାବ ରଖି ତାର କାର୍ଯ୍ୟ ଜାରି…