ଅପରାଧ ୮୨ ଗ୍ରାମ ହେରୋଇନ ଜବତ , ଜଣେ ଗିରଫ Angul OnlineJanuary 29, 2023January 29, 2023 ଅନୁଗୋଳ – ଅନୁଗୋଳ ସଦର ଅବକାରୀ ବିଭାଗ ନାଲକୋନଗର ଥାନା ଅଞ୍ଚଳରୁ ୮୨ ଗ୍ରାମ ହେରୋଇନ ଜବତ କରିବା ସହ ଏହି ଚୋରା କାରବାରରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତ ଜଣଙ୍କ କନିଆବେଡା ଗାଁର ୨୬ ବର୍ଷୀୟ ଯୁବକ ବିବେକ କୁମାର ଦାସ ବୋଲି ଜଣାପଡିଛି । ସୂଚନା ଅନୁସାରେ ବିବେକ ଅନେକଦିନ ହେଲା ଏହି ଚୋରା କାରବାରରେ ସମ୍ପୃକ୍ତ ଥିବା ଅବକାରୀ ବିଭାଗ ସୂଚନା ପାଇବା ପରେ ତା ଉପରେ ନଜର ରଖିଥିଲା । ଆଉ ଗତକାଲି ସେ ବିକ୍ରି ପାଇଁ ହେରୋଇନ ରଖିଥିବା ଜାଣିବାକୁ ପାଇ ତାକୁ ଅଟକ ରଖି ପଚରାଉଚରା କରିଥିଲା । ଜାଞ୍ଚ ବେଳେ ତା ନିକଟରୁ ୮୨ ଗ୍ରାମ ଜବତ କରାଯାଇଥିଲା । Advertisement
ନିଜ ଦେହରେ କିରୋସିନ ଢାଳି ଅନ୍ତଃସତ୍ଵା ମହିଳାଙ୍କ ଆତ୍ମହତ୍ୟା ପାଲଲହଡା – ଅନୁଗୁଳ ଜିଲ୍ଲା ପାଲଲହଡ଼ା ଥାନା ଅନ୍ତର୍ଗତ ଜମରଡିହ ଗାଁ ରେ ବୁଧବାର ନିଜ ଦେହ ରେ କିରୋସିନ ଢାଳି ଅନ୍ତଃସତ୍ଵା ମହିଳା ଆତ୍ମହତ୍ୟା କରିଥିବା…
୨ ଲକ୍ଷ ୫୦ ହଜାର ଟଙ୍କା ମୂଲ୍ଯର ବ୍ରାଉନସୁଗାର ଜବତ – ଜଣେ ଗିରଫ ଅନୁଗୋଳ – ଅନୁଗୋଳ ଅବକାରୀ ବିଭାଗକୁ ବ୍ରାଉନସୁଗାର ବେପାରୀଙ୍କୁ ଧରିବାରେ ଆଉ ଏକ ସଫଳତା ମିଳିଛି । ତାଳଚେର ସମଲ ଅଞ୍ଚଳରେ ବ୍ୟାପକ ଭାବେ ଏହି…
ଛାତ୍ରଙ୍କୁ ଛାତ୍ରୀଙ୍କ ଚାପୁଡ଼ା ମାଡ଼ – ଭିଡ଼ିଓ ଭାଇରାଲ ଅନୁଗୋଳ – ଜଣେ ଛାତ୍ରୀଙ୍କ ଛାତ୍ରଙ୍କୁ ମାଡ଼ । ବିଚ ରାସ୍ତାରେ ଏଭଳି ମାଡ ମାରିବାର ଭିଡ଼ିଓ ଏବେ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବାରେ ଲାଗିଛି ।…