ଆଞ୍ଚଳିକମୁଖ୍ୟ ଖବର ଥାନା ଭିତରେ ଜଳିଗଲା ଗାଡି Angul OnlineFebruary 6, 2021February 6, 2021 ଆଠମଲ୍ଲିକ – ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ପରିସରରେ ଅଗ୍ନିକାଣ୍ତ ଆଜି ମଧ୍ୟାହ୍ନରେ ଏକ ଅଗ୍ନିକାଣ୍ଡ ଘଟି ଜବତ ଗାଡି ପୋଡି ଯାଇଥିବା ଜଣା ପଡିଛି । ସୂଚନା ଅନୁସାରେ ମଧ୍ୟାହ୍ନରେ ହଠାତ ଏକ ଗାଡିରେ ନିଆଁ ଲାଗିବା ଦେଖିବାକୁ ମିଳିଥିଲା । ଦେଖୁଦେଖୁ ନିଆଁ ଅନ୍ୟ ଏକ ଗାଡିରେ ମଧ୍ୟ ଲାଗି ଯାଇଥିଲା । ହୁ ହୁ ହୋଇ ଗାଡି ଦୁଇଟି ଜଳିବା ଫଳରେ ନିଆଁକୁ ଆୟତ କରା ଯାଇ ପାରି ନଥିଲା । ଖବର ପାଇ ବାମୁର ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଅଗ୍ନିକାଣ୍ଡରେ ଦୁଇଟି ଥାନା ପରିସରରେ ରକ୍ଷା ଯାଇଥିବା ଦୁଇଟି ଜବତ ଗାଡି ପଡି ନଷ୍ଟ ହୋଇ ଯାଇଛି । ସୌଭାଗ୍ୟକୁ ଅନ୍ୟ ଗାଡି ଗୁଡିକ ବର୍ତ୍ତୀ ଯାଇଛି । Advertisement
ଉପ ନିର୍ବାଚନ ପାଇଁ ବିଜେଡି ସମର୍ଥିତ ପ୍ରାର୍ଥୀନୀ କଲେ ନାମାଙ୍କନ ପତ୍ର ଦାଖଲ ଅନୁଗୁଳ – ଅନୁଗୁଳ ଜିଲ୍ଲା ଛେଳିଆପଡା ଗ୍ରାମ ପଞ୍ଚାୟତରେ ସରପଞ୍ଚ ପଦବୀ ପାଇଁ ଉପ-ନିର୍ବାଚନ ହେବାକୁ ଅଛି । ଏଥିପାଇଁ ଆଜି (ସୋମବାର) ବିଜୁ ଜନତା ଦଳରେ…
ମଦମୁକ୍ତ ଓଡିଶା ଘୋଷଣା ଦାବିରେ ପ୍ରଭାତ ଫେରୀ ଅନୁଗୁଳ – ଓଡ଼ିଶା ମଦମୁକ୍ତ ଯୁବ ବାହିନୀ ତରଫରୁ ଆଜି ଓଡ଼ିଶାର ସମସ୍ତ ଜିଲ୍ଲାରେ ପ୍ରଭାତ ଫେରି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସେହିପରି ଅନୁଗୁଳ ଜିଲ୍ଲାରେ…
ସମ୍ପଦ ଅଛି ହେଲେ ହେଉନି ସମୃଦ୍ଧି ଛେଣ୍ଡିପଦା ସମ୍ପଦ ଅଛି ହେଲେ ହେଉନି ସମୃଦ୍ଧି ଛେଣ୍ଡିପଦା – ପ୍ରାକୃତିକ ସମ୍ପଦର ସଦ୍ବିନିଯୋଗ ସମୃଦ୍ଧିର ଦ୍ୱାର ଉନ୍ମୁକ୍ତ କରେ । ଲୋକଙ୍କ ଆର୍ଥିକ ଅଭିବୃଦ୍ଧିକୁ ଏହା ବଳ…