ଅପରାଧ ଗୋରୁ ବୋଝେଇ ଟ୍ରକ ଜବତ – ଦୁଇ ଗିରଫ Angul OnlineMay 9, 2023May 9, 2023 ପାଲଲହଡା – ଟ୍ରକରେ ଗୋରୁ ଚୋରା ଚାଲାଣ ବେଳେ ଖବର ପାଇ ପାଲଲହଡା ପୁଲିସ ଚଢ଼ାଉ କରିଥିବା ବେଳେ ଟ୍ରକ ସହ ୨0 ଗୋରୁ ଜବତ କରିଛି । ଏହା ସହ ଗୋରୁ ଚାଲାଣ କରୁଥିବା ୨ ଜଣକୁ ଗିରଫ କରିଛି । ଗିରଫ ୨ ଅଭିଯୁକ୍ତ ବରଗଡ଼ ଅଞ୍ଚଳର ବୋଲି ଜଣା ପଡିଛି । ସେମାନେ ଟ୍ରକ ଯୋଗେ ବରଗଡ଼ରୁ କଲିକତାକୁ ଗୋରୁ ଚାଲାଣ କରୁଥିବା ବେଳେ କୌଣସି ସୂତ୍ରରୁ ପାଳଲହଡା ପୁଲିସ ଖବର ପାଇ ଚଢ଼ାଉ କରିଥିଲା । ଗିରଫ ୨ ଅଭିଯୁକ୍ତଙ୍କୁ ଆଜି କୋର୍ଟ ଚାଲାଣ କରାଯିଵା ସହ ପାଲଲହଡା ପୁଲିସ ଅଧିକ ତଦନ୍ତ ଚଳାଇଛି । Advertisement
ମଦ ପିଇବାକୁ ବଟି ନ ଦେବାରୁ ଯୁବକଙ୍କୁ ଛୁରୀ ଭୂଷି ହତ୍ୟା ଆଠମଲ୍ଲିକ – କରମା ପୂଜାରେ ଏକ ଅଘଟଣ ଘଟି ଯାଇଛି । ସୂଚନା ଅନୁସାରେ କିଶୋରନଗର ଅଞ୍ଚଳର ବରଷା ମିର୍ଦ୍ଧା (୨୫) ଏବଂ ଅନୁଗୁଳ ଅଞ୍ଚଳର ବାପୁନ…
ଚାକିରି ଦେବା ନାଁରେ ଟଙ୍କା ଠକେଇ ଅଭିଯୋଗ – ୨ ଗିରଫ ଅନୁଗୁଳ – ଅନୁଗୁଳ ଜିଲ୍ଲା ବଅଁରପାଳ ପୁଲିସ ଚାକିରି ଦେବାକୁ କହି ୪୩ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗରେ ୨ ଜଣକୁ ଗିରଫ କରି କୋର୍ଟ…
ନାବାଳିକା ଅପହରଣ ଓ ଦୁଷ୍କର୍ମ ଘଟଣା, ଅଭିଯୁକ୍ତକୁ ସଶ୍ରମ କାରାଦଣ୍ଡ ଅନୁଗୋଳ – ଗତ ଏକ ବର୍ଷ ତଳେ ଜନୈକା ନାବାଳିକାକୁ ଅପହରଣ ଓ ପରେ ଦୁଷ୍କର୍ମ କରିଥିବା ଅଭିଯୋଗରେ ଅଭିଯୁକ୍ତକୁ ମାନ୍ୟବର ଆଡ଼ହକ ଅତିରିକ୍ତ ଜିଲ୍ଲା ଓ…