ଅପରାଧ ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହେଲେ ଲାଞ୍ଚୁଆ କିରାଣୀ Angul OnlineMay 12, 2023May 12, 2023 ଅନୁଗୋଳ – ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହେଲେ ଜିଲ୍ଲାପାଳ କାର୍ଯ୍ୟାଳୟର ଜୁନିଅର କ୍ଲର୍କ ପଙ୍କଜିନି ବିଶ୍ୱାଳ । ପଙ୍କଜିନି ୨୦୧୭ ମସିହାରେ ଅନୁଗୋଳ ତହସିଲ ଅଫିସରେ କାର୍ଯ୍ୟରତ ଥିବା ବେଳେ ଜମି ପଟା ମ୍ୟୁଟେସନ କରିବା ପାଇଁ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଥିଲେ । ଆଜି ମାନ୍ୟବର ଭିଜିଲାନ୍ସ ସ୍ପେଶାଲ ଜଜ ଏହି ମାମଲାର ଶୁଣାଣି କରି ପଙ୍କଜିନିଙ୍କୁ ୩ ବର୍ଷ କାରାଦଣ୍ଡାଦେଶ ସହ ୫ ହଜାର ଜୋରିମନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଜୋରିମନା ଅନାଦେୟ ଆଉ ୨ ମାସ ଅଧିକ କାରାଦଣ୍ଡ ଭୋଗିବାକୁ ନିର୍ଦେଶରେ ଉଲ୍ଲେଖ ରହିଛି । Advertisement
ଚୋରା କାଠ ଜବତ – ୩ ଗିରଫ କଣିହାଁ – ଅନୁଗୁଳ ଜିଲ୍ଲା ଏନଟିପିସି-ତାଳଚେର ୫୩ ନମ୍ବର ଜାତୀୟ ରାଜପଥ ବଲାଙ୍ଗି ଗାଁ ସିଙ୍ଗିଡା ପୋଲ ଉପରୁ ଏନଟିପିସି ଆଡକୁ ଆସୁଥିବା ଚୋରା ଶାଳ ଚଉକାଠ…
ବ୍ୟାଙ୍କ ମ୍ଯାନେଜର ହେଲେ ସାଇବର ଠକେଇର ଶିକାର – ୭ ଲକ୍ଷ ଲୁଟିଲେ ସାଇବର ଲୁଟେରା ଅନୁଗୋଳ – ଅନୁଗୋଳ ଜିଲ୍ଲାରେ ଜଣେ ବ୍ୟାଙ୍କ ପରିଚାଳକଙ୍କଠାରୁ ୭ ଲକ୍ଷ ଲୁଟିଲେ ସାଇବର ଲୁଟେରା । ଟଙ୍କା ଦେଣ ନେଣରେ ଦକ୍ଷତା ଥିବା ବ୍ୟାଙ୍କ ପରିଚାଳକ…
ପୁଣି ସକ୍ରିୟ ଗଞ୍ଜେଇ ମଫିଆ – ବଢିଛି ଗଞ୍ଜେଇ ଚାଷ ପୁଣି ସକ୍ରିୟ ଗଞ୍ଜେଇ ମଫିଆ – ବଢିଛି ଗଞ୍ଜେଇ ଚା ଅନୁଗୁଳ – ଏକଦା ଗଞ୍ଜେଇ ହବ୍ କୁହା ଯାଉଥିବା ଅନୁଗୁଳ ଜିଲ୍ଲାରେ ପୁଣି ଚେଇଁଲେଣି ଗଞ୍ଜେଇ…