ମୁଖ୍ୟ ଖବର ଆସନ୍ତାକାଲି ୧୨ ଘଣ୍ଟିଆ ତାଳଚେର ବନ୍ଦ Angul OnlineJune 6, 2023June 6, 2023 ତାଳଚେର – ଆସନ୍ତାକାଲି(ବୁଧବାର) ତାଳଚେର ବନ୍ଦ ଡାକରା ଦେଇଛି ତାଳଚେର ଜିଲ୍ଲା କ୍ରିୟାନୁଷ୍ଠାନ କମିଟି । ତାଳଚେରକୁ ସ୍ୱତନ୍ତ୍ର ଜିଲ୍ଲାର ମାନ୍ୟତା ଦେବା ଦାବିରେ ସକାଳ ୬ ଟାରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆ ଯାଇଛି ।ଏଠାରେ ସୂଚନାଯୋଗ୍ୟ ଯେ ତାଳଚେରକୁ ସ୍ୱତନ୍ତ୍ର ଜିଲ୍ଲା କରିବା ଦାବୀରେ ଶାନ୍ତିପୂର୍ଣ୍ଣ ଗଣଧାରଣା ୧୮୩ ଦିନରେ ପହଞ୍ଚିଛି । ହେଲେ ମଧ୍ୟ ସରକାର ଜିଲ୍ଲା ଘୋଷଣା ନ କରିବା ପ୍ରତିବାଦରେ ବୁଧବାର ଦିନ ୧୨ ଘଣ୍ଟିଆ ତାଳଚେର ବନ୍ଦ ନିଷ୍ପତ୍ତି ନିଆ ଯାଇଛି । Advertisement
ଦୂର୍ଘଟଣା ପରେ ନାଳରେ ପଡିଲା ଗାଡି – ଚାଳକ ମୃତ ଅନୁଗୁଳ – ଅନୁଗୁଳ ଜିଲ୍ଲା ତାଳଚେର ସମଲ ବ୍ୟାରେଜ୍ ଦକ୍ଷିଣ ଶାଖା କେନାଲ ରୋଡର ଗୁରୁଜାଙ୍ଗ- ଜନ୍ଦାବାହାଳ ବଙ୍ଗାରୁ ଜୁର ନିକଟରେ ୩୦ ଫୁଟ କେନାଲ ତଳକୁ…
ଗେଷ୍ଟ୍ ହାଉସ ଭିତରୁ କର୍ମଚାରୀଙ୍କ ମୃତ ଦେହ ଉଦ୍ଧାର ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ସମଲ ଥାନା ଅର୍ନ୍ତଗତ ସମଲ ବ୍ୟାରେଜ ଓପିସିଏଲ ଗେଷ୍ଟ୍ ହାଉସରୁ ଜଣେ କର୍ମଚାରୀଙ୍କ ମୃତ ଦେହ ଉଦ୍ଧାର କରାଯାଇଛି ।…
କାଙ୍ଗୁଲା ଦୁଷ୍କର୍ମ ଓ ହତ୍ୟା ମାମଲା – ଦୋଷୀ ସାବସ୍ତ୍ୟ ହେଲା ଅନାମ ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ବହୁ ଚର୍ଚିତ କାଙ୍ଗୁଲା ସ୍କୁଲ ଛାତ୍ରୀଙ୍କୁ ଦୁଷ୍କର୍ମ ପରେ ପଥରରେ ଛେଚି ହତ୍ୟା ଘଟଣାର ଅଭିଯୁକ୍ତ ଅନାମ ଦୋଷୀ ସାବସ୍ତ୍ୟ ହୋଇଛି…