ମୁଖ୍ୟ ଖବର ବଦଳିଲେ ଅନୁଗୋଳ ପୌରପାଳିକା ନିର୍ବାହୀ ଅଧିକାରୀ Angul OnlineJuly 21, 2023July 21, 2023 ଅନୁଗୋଳ – ଅନୁଗୋଳ ପୌରପାଳିକା ନିର୍ବାହୀ ଅଧିକାରୀଙ୍କ ବଦଳି ହୋଇଛି । ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଜାରି ହୋଇଥିବା ଚିଠି ନମ୍ବର ୧୪୬୩୨ ଅନୁଯାୟୀ ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକଙ୍କୁ ମୁଖ୍ୟାଳୟକୁ ବଦଳି କରାଯାଇଛି । ତେବେ ବର୍ତ୍ତମାନ ପାଇଁ ଅନୁଗୋଳ ପୌରପାଳିକା ନିର୍ବାହୀ ଅଧିକାରୀ ଭାବେ କାହାକୁ ଦାୟିତ୍ବ ଦିଆ ଯାଇ ନଥିବା ବେଳେ ଅନୁଗୋଳ ଜିଲ୍ଲାପାଳଙ୍କୁ ଜଣେ ସ୍ଥାନୀୟ ଅଫିସରଙ୍କୁ ଡିଡିଓ ପାୱାର୍ ଦେବାକୁ ନିର୍ଦେଶ ଦିଆ ଯାଇଛି । Advertisement
ବର୍ଷକୁ ୬୦ ହଜାର ଲୋକ ସାପ କାମୁଡାରେ ମୃତ୍ଯୁ ମୁଖରେ ପଡୁଛନ୍ତି – ଡା. ପି ଗୌରୀ ଶଙ୍କର ଅନୁଗୁଳ – କଳିଙ୍ଗ ଫାଉଡେସନ ଓ ପିପୁଲ ଫର ଆନିମଲ ପକ୍ଷରୁ ଓଡିଶା ବନ ବିଭାଗ ସହାୟତାରେ ଅନୁଗୁଳ ଫରେଷ୍ଟ ଟ୍ରେନିଂ କଲେଜ ଠାରେ ଏକ ସାପ…
ପ୍ରେମ ପାଇଁ ଆତ୍ମହତ୍ୟା – ଅଧା ରାସ୍ତାରେ ଛାଡିଗଲେ ସାଙ୍ଗସାଥି ଅନୁଗୁଳ – ପ୍ରେମରେ ବିଫଳ ହୋଇ ଅନୁଗୁଳର ଆଉ ଜଣେ ଯୁବକ ପ୍ରାଣ ହରାଇଥିବା ଚର୍ଚ୍ଚା ହେଉଚ୍ଚି । ମୃତ ଯୁବକ ଜଣକ ଯୋରନ୍ଦା ଅଞ୍ଚଳର ଦୁଷ୍ମନ୍ତ…
ବିଦ୍ୟୁତ ସଂସ୍ପର୍ଶରେ ଆସି ବୃଦ୍ଧା ମୃତ୍ୟୁ ଅନୁଗୁଳ – ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଚଉରିଡିହ ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଚାଷ ଜମିକୁ ଯାଉଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ…