ଅପରାଧ ଯୁବକଙ୍କ ମୃତଦେହ ଉଦ୍ଧାର – ପଥର ଛେଚି ହତ୍ଯା ନା ଦୁର୍ଘଟଣା !! Angul OnlineAugust 24, 2023August 24, 2023 ତାଳଚେର – ଅନୁଗୁଳ ଜିଲ୍ଲା କଣିହାଁ ଥାନା ଜରଡ଼ା ଗାଁ ରାସ୍ତାର ଏକ ପରିତ୍ୟକ୍ତ ସ୍ଥାନରୁ ଆଜି ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କ ଉପରେ ୩-୪ ଟି ପଥର ଚାପି ହୋଇ ରହିଥିବା ବେଳେ ବ୍ୟକ୍ତି ଜଣଙ୍କୁ କେହି ହତ୍ୟା କରି ପଥର ଚପାଇ ଦେଇଥିବା ସନ୍ଦେହ କରା ଯାଉଛି । ଆଜି ସକାଳୁ ପଥର ଚାପି ହୋଇ ପଡ଼ିଥିବା ମୃତଦେହ ଦେଖି ସ୍ଥାନୀୟ ଲୋକ ପୁଲିସକୁ ସୂଚନା ଦେଇଥିଲେ । ଖବର ପାଇ କଣିହାଁ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ଏହା ହତ୍ୟା ନା ଦୁର୍ଘଟଣା ତାହା ସ୍ପଷ୍ଟ ହୋଇ ନାହିଁ। Advertisement
୪ ଲୁଟେରା ଗିରଫ – ବନ୍ଧୁକ , ଗୁଳି ଓ ସୁନା ଜବତ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ପୁଲିସକୁ ମିଳିଛି ଏକ ବଡ ସଫଳତା । ଅନେକ ଦିନ ହେଲା ପୁଲିସର ନିଦ ହଜାଇ ଦେଇଥିବା ଏକ ଲୁଟେରା…
ନକଲି ଓକିଲ ଥାନାରେ ଅଟକ ଅନୁଗୁଳ – ଅନୁଗୁଳ ସବ ରେଜଷ୍ଟ୍ରି ଅଫିସରୁ ନକଲି ଓକିଲ ଠାବ କରି ପୁଲିସର ଜିମା ଦେଲେ ଓକିଲ ସଂଘ ସଭାପତି ଦିଲ୍ଲୀପ ସାହୁ । ସୂଚନା…
୧୦୨ କେଜି ଗଞ୍ଜେଇ ଜବତ – ଉତ୍ତରପ୍ରଦେଶର ତିନି ଯୁବକ ଗିରଫ ଅନୁଗୋଳ – ଅନୁଗୋଳ ଜିଲା ଅବକାରୀ ବିଭାଗ ଏକ ଆନ୍ତରାଜ୍ୟ ଗଞ୍ଜେଇ ମାଫିଆ ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି । ସେମାନଙ୍କ ନିକଟରୁ ବିପୁଳ ପରିମାଣର…