ଅପରାଧ ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହେଲେ ଲାଞ୍ଚୁଆ କିରାଣୀ Angul OnlineMay 12, 2023May 12, 2023 ଅନୁଗୋଳ – ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହେଲେ ଜିଲ୍ଲାପାଳ କାର୍ଯ୍ୟାଳୟର ଜୁନିଅର କ୍ଲର୍କ ପଙ୍କଜିନି ବିଶ୍ୱାଳ । ପଙ୍କଜିନି ୨୦୧୭ ମସିହାରେ ଅନୁଗୋଳ ତହସିଲ ଅଫିସରେ କାର୍ଯ୍ୟରତ ଥିବା ବେଳେ ଜମି ପଟା ମ୍ୟୁଟେସନ କରିବା ପାଇଁ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଥିଲେ । ଆଜି ମାନ୍ୟବର ଭିଜିଲାନ୍ସ ସ୍ପେଶାଲ ଜଜ ଏହି ମାମଲାର ଶୁଣାଣି କରି ପଙ୍କଜିନିଙ୍କୁ ୩ ବର୍ଷ କାରାଦଣ୍ଡାଦେଶ ସହ ୫ ହଜାର ଜୋରିମନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଜୋରିମନା ଅନାଦେୟ ଆଉ ୨ ମାସ ଅଧିକ କାରାଦଣ୍ଡ ଭୋଗିବାକୁ ନିର୍ଦେଶରେ ଉଲ୍ଲେଖ ରହିଛି । Advertisement
ବଡ଼ହିଂସର ହତ୍ୟା ଘଟଣା – ତିନି ଜଣ ଗିରଫ ଅନୁଗୋଳ – ଅନୁଗୋଳ ଜିଲ୍ଲା ବଡ଼ ହିଂସର ଗାଁରେ ଜମିବାଡ଼ି ବିବାଦକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି ।…
ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ଵାମି ଅନୁଗୁଳ – ସାବିତ୍ରୀ ଅମାବାସ୍ୟା ଭଳି ଦିନରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ । ଏଭଳି ଅଭାବନୀୟ ଘଟଣା ବନ୍ତଳା ଥାନା ବଡକେରା ଗାଁରେ…
ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ଓ ପ୍ରତିଷ୍ଠାନ ପରିସରରୁ ମହିଳାଙ୍କ ମୃତଦେହ ଉଦ୍ଧାର ଛେଣ୍ଡିପଦା – ଅନୁଗୋଳ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ପାରିବାରିକ କଳହକୁ ନେଇ ଜଣେ ମହିଳା ଆତ୍ମହତ୍ଯା କରିଥିବା ଜଣାପଡିଛି । ମୃତ ମହିଳା ଜଣକ…