ମୁଖ୍ୟ ଖବର ବଜ୍ରପାତରେ ନାବାଳକ ମୃତ Angul OnlineMay 4, 2021May 4, 2021 ଛେଣ୍ଡିପଦା – ଅନୁଗୁଲ ଜିଲ୍ଲା ଛେଣ୍ଡିପଦା ବ୍ଲକ ଜରପଡା ଅଞ୍ଚଳରେ ଆଜି ଅପରାହ୍ନରେ କାଳବାଇଶାଖୀ ପ୍ରଭାବରେ ବଜ୍ରପାତ ହୋଇଥିବା ବେଳେ ଏଥିରେ ଜଣେ ନାବାଳକର ମୃତ୍ୟୁ ହୋଇଛି । ଏହା ସହ ଆଉ ଜଣେ ମହିଳା ମଧ୍ୟ ଆହତ ହୋଇଥିବା ଜଣା ପଡିଛି । ମୃତ ନାବାଳକ ୧୩ ବର୍ଷୀୟ ବିଶ୍ୱଜିତ(ରିଙ୍କୁ) ସାହୁ । ଗୁରୁତର ମହିଳାଙ୍କୁ ଅନଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି l ଉଭୟ ଗାଈ ଚରାଉଥିବା ବେଳେ ଏପରି ଘଟିଥିବା ଜଣାପଡିଛି । Advertisement
ପ୍ରଶାସନର ଚଢ଼ାଉ – ମଦ ଦୋକାନ ସମେତ ହୋଟେଲ ସିଲ , ଜୋରିମାନା ଆଦାୟ ଅନୁଗୁଳ – ଅନୁଗୁଳ ବହୁମୁଖୀ ଶୃଙ୍ଖଳାଗତ ଟିମ୍ ପକ୍ଷରୁ ଆଜି ଅନୁଗୁଳ ଓ ନାଲକୋର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ବାସି ଖାଦ୍ୟ ବିକୁଥିବା ଓ ଅସ୍ବାସ୍ଥ୍ୟକର…
ଖଣିରେ ବିଦ୍ଯୁତ ଆଘାତରେ ଶ୍ରମିକ ମୃତ ତାଳଚେର – ଅନୁଗୋଳ ଜିଲ୍ଲା ତାଳଚେର ଭୁବନେଶ୍ଵରୀ କୋଇଲା ଖଣିରେ ଆଜି ଏକ ଅଘଟଣ ଘଟି ଯାଇଛି । ଖଣିରେ ବିଦ୍ୟୁତ କାର୍ଯ୍ୟ କରୁଥିବା ବେଳେ ବିଦ୍ୟୁତ…
ବାଜିବନି ଡିଜେ ଫୁଟିବନି ବାଣ ଅନୁଗୁଳ – ଆଜି ଅପରାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଅନୁଗୁଳରେ ଗଣେଶ ପୂଜା ନିମନ୍ତେ ପ୍ରସ୍ତୁତି…