ଆଞ୍ଚଳିକ ବସ ଧକ୍କାରେ ଜଣେ ମୃତ Angul OnlineDecember 15, 2022December 15, 2022 ଅନୁଗୁଳ – ଅନୁଗୁଳ ମାଉସୀ ମା ‘ ମନ୍ଦିର ଛକରେ ସଡକ ଦୁର୍ଘଟଣାରେ ଜଣକର ମୃତ୍ୟୁ ଘଟିଛି । କୁଶାସିଙ୍ଗା ଗାଁର କାଠ ମିସ୍ତ୍ରୀ ଭାବେ କାମ କରୁଥିବା ଧନେଶ୍ବର ବେହେରା ମୋଟରସାଇକେଳରେ ରାଜ ହୋଟେଲ ଛକ ଆଡକୁ ଯାଉଥିବା ବେଳେ ମାଉସୀ ମା ମନ୍ଦିର ଛକରେ ଏକ ବସ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ସେ ଛିଟିକି ପଡ଼ିଥିଲେ । ସ୍ଥାନୀୟ ଲୋକ ଅଟୋ ଯୋଗେ ଗୁରୁତର ଧନେଶ୍ବରଙ୍କୁ ଅନୁଗୁଳ ଡାକ୍ତରଖାନା ନେଇଥିଲେ । କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । Advertisement
୬୬୨ ବର୍ଗ ଅଧ୍ୟାପକ ଓ କର୍ମଚାରୀ ସଂଘର ବିଲ ପ୍ରଦର୍ଶନ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟେଶରେ ଦାବୀପତ୍ର ଅନୁଗୋଳ – ଅନୁଗୋଳ ଜିଲ୍ଲା ୬୬୨ ବର୍ଗ (+୨ ଓ +୩) ମହାବିଦ୍ୟାଳୟ ସଂଘ ତରଫରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକ ବିକ୍ଷୋଭ ପ୍ରଦର୍ଶନ କାର୍ଯ୍ୟକ୍ରମ…
କେଦାର ଗୌରୀ ଦୃଷ୍ଟି ହୀନ ଧନ୍ଦା ମୂଳକ ତାଲିମ କେନ୍ଦ୍ରକୁ ସହାୟତା ପ୍ରଦାନ ଅନୁଗୁଳ – ଅନୁଗୁଳ ସହର ଉପକଣ୍ଠ ଗୋପୀନାଥପୁର ଗ୍ରାମରେ ଅବସ୍ଥିତ ଥିବା କେଦାର ଗୌରୀ ଦୃଷ୍ଟି ହୀନ ଧନ୍ଦା ମୂଳକ ତାଲିମ କେନ୍ଦ୍ର ରେ ପ୍ରାୟ ୩୫ଜଣ…
ଟ୍ରକ ଧକ୍କାରେ ଜଣେ ମୃତ ତାଳଚେର – ଅନୁଗୁଳ ଜିଲ୍ଲା ଏନଟିପିସି ଗୋଡ଼ିବନ୍ଧ ରାସ୍ତା ହରିହରପୁର ଛକ ନିକଟରେ ଏକ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର…