ମୁଖ୍ୟ ଖବର ବଦଳିଲେ ଅନୁଗୋଳ ପୌରପାଳିକା ନିର୍ବାହୀ ଅଧିକାରୀ Angul OnlineJuly 21, 2023July 21, 2023 ଅନୁଗୋଳ – ଅନୁଗୋଳ ପୌରପାଳିକା ନିର୍ବାହୀ ଅଧିକାରୀଙ୍କ ବଦଳି ହୋଇଛି । ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଜାରି ହୋଇଥିବା ଚିଠି ନମ୍ବର ୧୪୬୩୨ ଅନୁଯାୟୀ ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକଙ୍କୁ ମୁଖ୍ୟାଳୟକୁ ବଦଳି କରାଯାଇଛି । ତେବେ ବର୍ତ୍ତମାନ ପାଇଁ ଅନୁଗୋଳ ପୌରପାଳିକା ନିର୍ବାହୀ ଅଧିକାରୀ ଭାବେ କାହାକୁ ଦାୟିତ୍ବ ଦିଆ ଯାଇ ନଥିବା ବେଳେ ଅନୁଗୋଳ ଜିଲ୍ଲାପାଳଙ୍କୁ ଜଣେ ସ୍ଥାନୀୟ ଅଫିସରଙ୍କୁ ଡିଡିଓ ପାୱାର୍ ଦେବାକୁ ନିର୍ଦେଶ ଦିଆ ଯାଇଛି । Advertisement
ବଡ ଧରଣର ନକଲି କାଗଜପତ୍ର ରାକେଟ ପର୍ଦାଫାସ – ଡି.ଏଲ. , ପ୍ୟାନ କାର୍ଡ , ଆଧାର କାର୍ଡ ଜବତ ତାଳଚେର – ଅନୁଗୁଳ ଜିଲ୍ଲାରେ ସକ୍ରିୟ ହୋଇ ଉଠିଥିବା ଏକ ନକଲି ଜରୁରୀ କାଗଜପତ୍ର ରାକେଟର ପର୍ଦାଫାସ କରିଛି ପୁଲିସ । ନକଲି ଡ୍ରାଇଭିଙ୍ଗ ଲାଇସେନସ ,…
କାର ଭିତରୁ ସୁରକ୍ଷାକର୍ମୀଙ୍କ ମୃତଦେହ ଉଦ୍ଧାର ବଅଁରପାଳ – ଅନୁଗୁଳ ଜିଲ୍ଲା ନାଲକୋନଗର ଥାନା ଅନ୍ତର୍ଗତ ୫୫ନଂ ଜାତୀୟ ରାଜପଥ କାଣ୍ଡସର ଗ୍ରାମ ନିକଟରେ ଛିଡ଼ା ହୋଇଥିବା (ଓଡ଼ି ୧୯ଟି ୫୮୨୦) ଏକ ମାରୁତି…
ପାଗଳା କୁକୁର ଆତଙ୍କ – ୨୭ ରୁ ଉର୍ଦ୍ଧ ଗ୍ରାମବାସୀକୁ ଗୁରୁତର ଅନୁଗୁଳ – ଅନୁଗୁଳ ଜିଲ୍ଲା ତଳଗଡ଼ ଗାଁରେ ପାଗଳା କୁକୁର ଆତଙ୍କ । ଏହି ପାଗଳା କୁକୁର ଗାଁର ୨୭ ରୁ ଉର୍ଦ୍ଧ ଲୋକଙ୍କୁ କାମୁଡି ଆହତ…