ମୁଖ୍ୟ ଖବର ବଦଳିଲେ ଅନୁଗୋଳ ପୌରପାଳିକା ନିର୍ବାହୀ ଅଧିକାରୀ Angul OnlineJuly 21, 2023July 21, 2023 ଅନୁଗୋଳ – ଅନୁଗୋଳ ପୌରପାଳିକା ନିର୍ବାହୀ ଅଧିକାରୀଙ୍କ ବଦଳି ହୋଇଛି । ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଜାରି ହୋଇଥିବା ଚିଠି ନମ୍ବର ୧୪୬୩୨ ଅନୁଯାୟୀ ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକଙ୍କୁ ମୁଖ୍ୟାଳୟକୁ ବଦଳି କରାଯାଇଛି । ତେବେ ବର୍ତ୍ତମାନ ପାଇଁ ଅନୁଗୋଳ ପୌରପାଳିକା ନିର୍ବାହୀ ଅଧିକାରୀ ଭାବେ କାହାକୁ ଦାୟିତ୍ବ ଦିଆ ଯାଇ ନଥିବା ବେଳେ ଅନୁଗୋଳ ଜିଲ୍ଲାପାଳଙ୍କୁ ଜଣେ ସ୍ଥାନୀୟ ଅଫିସରଙ୍କୁ ଡିଡିଓ ପାୱାର୍ ଦେବାକୁ ନିର୍ଦେଶ ଦିଆ ଯାଇଛି । Advertisement
କୋଭିଡ କଟକଣା ଭିତରେ ମା ହିଙ୍ଗୁଳାଙ୍କ ଯାତ୍ରା ଅନୁଷ୍ଠିତ ତାଳଚେର – ତାଳଚେର ଗୋପାଳପ୍ରସାଦ ସ୍ଥିତ ଅଧିଷ୍ଠାତ୍ରୀ ଦେବୀ ମା ହିଙ୍ଗୁଳାଙ୍କ ଆଜି ହେଉଛି ବାର୍ଷିକ ଯାତ୍ରା । ନଅ ଦିନ ବ୍ୟାପୀ ମା‘ଙ୍କ ଏହି ପୂଜା…
ମଣିଷପଣିଆ ଦେଖାଇଲେ ଆରଟିଓ ଜରପଡା – ରାସ୍ତାକଡ଼ରେ ଦୁର୍ଘଟଣାଗ୍ରସ୍ତ ହୋଇ ପଡ଼ିଥିବା ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ମେଡ଼ିକାଲରେ ଭର୍ତ୍ତି କରି ମାନବିକତାର ପରିଚୟ ଦେଇଛନ୍ତି ଦେବଗଡ଼…
ବନବିଭାଗ ମାରିଦେଲା କଲରାପତରିଆ ବାଘ ! ଅନୁଗୁଳ – ବାରହା ଫାଶରେ ପଡ଼ିଲା କଲରାପତରିଆ ବାଘ । ଉଦ୍ଧାର କଲା ବନ ବିଭାଗ । ହେଲେ ବନ ବିଭାଗର ଅବହେଳା ଆଉ ଅପାରଗତା ଯୋଗୁଁ…