ହାଇୱେ ଡକାୟତି ଯୋଜନାକୁ ଭଣ୍ଡୁର କରିଲା ପୁଲିସ – ଡକାୟତ ଗ୍ୟାଙ୍ଗ ଗିରଫ , ୪ଟି ଦେଶୀ ପିସ୍ତଲ ଜବତ

ଅନୁଗୁଳ – ଜିଲ୍ଲାରେ ଅପରାଧ ନିୟନ୍ତ୍ରଣ କରିବାକୁ ପୁଲିସ ଜିରୋ ଟୋଲେରାନ୍ସ ମୁଡ ଆଭିମୁଖ୍ୟ ରେ ଅଗଷ୍ଟ ୧ ତାରିଖରୁ ସ୍ୱତନ୍ତ୍ର ଅଭିଯାନ ଜାରି ରଖିଛି ।…

ସ୍କୁଟିରେ ଗଞ୍ଜେଇ ନେଇ ଯାଉଥିଲା –  ଗିରଫ କଲା ଅବକାରୀ ବିଭାଗ

ଅନୁଗୁଳ – ଅନୁଗୁଳ ଜିଲ୍ଲା ଜରପଡ଼ା ଥାନା ଦୁର୍ଗାପୁର ଅଞ୍ଚଳ ଦେଇ ଗଞ୍ଜେଇ ନେଇ ଯାଉଥିବା ଜଣେ ଗଞ୍ଜେଇ ବେପାରିଙ୍କୁ ଅବକାରୀ ବିଭାଗ ଗିରଫ କରିଛି। ସୂଚନା…

ଓ.ପି ଜିନ୍ଦଲ ଫୁଟବଲ କପ୍ ଉଦଘାଟିତ – ଆଠମଲ୍ଲିକକୁ ହରାଇ ଝାରସୁଗୁଡ଼ା ବିଜୟୀ

ଅନୁଗୁଳ –  ଓ.ପି ଜିନ୍ଦଲ ଫୁଟବଲ ଟୁର୍ଣ୍ଣାମେଂଟର ଉଦଘାଟନୀ ମ୍ୟାଚରେ ଆଠମଲ୍ଲିକ ଦଳକୁ ପରାସ୍ତ କରି ଝାରସୁଗୁଡ଼ା ଦଳ ବିଜୟୀ ହୋଇଛି । ନିର୍ଦ୍ଧାରିତ ସମୟ ମଧ୍ୟରେ…

ଅନୁଗୁଳରେ ଲଜ୍ୟା – ମହିଳାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦାରେ ଲଜ୍ୟା । ପାଲଲହଡା ଥାନା ଅଞ୍ଚଳର ଜଣେ ଆଦିବାସୀ ମହିଳାଙ୍କୁ ଗଣ ଦୁଷ୍କର୍ମ ହୋଇଥିବା ବାଗଡ଼ିଆ ଥାନାରେ ଅଭିଯୋଗ ହୋଇଛି…

ଶିକ୍ଷକ ପଦବୀ ପୂରଣ ଦାବିରେ ଅଭିଭାବକ ଓ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ

ଅନୁଗୁଳ – ଅନୁଗୁଳ ବ୍ଲକ ଅନ୍ତର୍ଗତ ପୋକତୁଙ୍ଗା ନୋଡ଼ାଲ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ପଦବୀ ପୂରଣ ଦାବିରେ ଆଜି ଶତାଧିକ ଛାତ୍ରଛାତ୍ରୀ ଏବଂ ଅଭିଭାବକ ବିଦ୍ୟାଳୟ ସମ୍ମୁଖରେ…

ଗୁରୁ-ଶିଷ୍ୟ ପରମ୍ପରାରେ କଳଙ୍କ – ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ

ତାଳଚେର – ଅନୁଗୁଳ ତାଳଚେର ବିଜୁ ପଟ୍ଟନାୟକ ପ୍ରଶିକ୍ଷକ ତାଲିମ ଅନୁଷ୍ଠାନରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ ଆସିଛି । ପ୍ରଶିକ୍ଷକ ତାଲିମ ଅନୁଷ୍ଠାନର କେନ୍ଦ୍ର ପରିଚାଳକ ଫାଲଗୁନି…

ଟ୍ରକ ପଛରେ ପିଟିହେଲା ଟ୍ରାଭେଲର – ୭ ଜବାନ ଗୁରୁତର

ଅନୁଗୁଳ – ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ ୫୫ ର ମୁଣ୍ଡାସାହିଠାରେ ଦୁର୍ଘଟଣାରେ ପ୍ରାୟ ୧୦ ଜଣ ଜବାନ ଆହତ ହୋଇଛନ୍ତି । ସେମାନଙ୍କ…

ବିଶୃଙ୍ଖଳିତ ଆଚରଣ ଦର୍ଶାଇ ଓକିଲଙ୍କୁ ସଂଘରୁ ନିଲମ୍ବନ

ଅନୁଗୁଳ – ଅନୁଗୁଳ ଓକିଲ ସଂଘର ସଦସ୍ୟ ଅନିରୁଦ୍ଧ ଦାସଙ୍କୁ ଓକିଲ ସଂଘରୁ ନିଲମ୍ବନ କରା ଯାଇଛି । ଓକିଲ ସଂଘ ବିରୋଧୀ ଓ ବିଶୃଙ୍ଖଳିତ କାର୍ଯ୍ୟ…

ଭାରତୀୟ ସୈନିକଙ୍କୁ ରାକ୍ଷୀ ପଠାଇଲେ ମହାବିଦ୍ୟାଳୟର ସମସ୍ତ ଛାତ୍ରୀ

ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ସ୍ୱୟଂ ଶାସିତ ମହାବିଦ୍ୟାଳୟର ଛାତ୍ରୀମାନଙ୍କ ଅଭିନବ ପ୍ରୟାସ । ଆଗକୁ ରାକ୍ଷୀ ପୂର୍ଣ୍ଣିମା ଆସୁଥିବା ବେଳେ ଭାରତୀୟ ସୈନିକଙ୍କୁ ପଠାଇଲେ…

ମାଇକ୍ରୋବାୟୋଲୋଜିଷ୍ଟଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ଅନୁଗୁଳ –  ଅନୁଗୁଳ ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ମାଇକ୍ରୋବାୟୋଲୋଜିଷ୍ଟ ପଦରେ ଥ‌ିବା ଡାକ୍ତର ସୁଶ୍ରୀ ଶାନ୍ତି ତ୍ରିପାଠୀଙ୍କ ଅନ୍ୟତ୍ର ବଦଳି ହୋଇଛି । ସେ ଏନ୍.ସି.ଡି.ସି. (NCDC), ନୂଆଦିଲ୍ଲୀରେ…

ଅବସରପ୍ରାପ୍ତ ଆର୍.ଆଇ.ଙ୍କୁ କାରାଦଣ୍ଡ

ଅନୁଗୁଳ – ୨୦୧୦ ମସିହାରେ ଅନୁଗୁଳ ଜିଲ୍ଲା ପାଲଲହଡା ବ୍ଲକ ପାଲଲହଡା ଆର୍.ଆଇ. ଭାବେ କାର୍ଯ୍ୟରତ ଥିବା କୁମର ଜେନାଙ୍କୁ ଲାଞ୍ଚ ନେବା ଅଭିଯୋଗରେ କାରାଦଣ୍ଡାଦେଶ ।…

You cannot copy content of this page