ପୁଲିସର ଥାର୍ଡଡିଗ୍ରୀରେ ବୃଦ୍ଧ ଗୁରୁତର

ଆଠମଲ୍ଲିକ – ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ପୁଲିସ ବିରୁଦ୍ଧରେ ସାଂଘାତିକ ଅଭିଯୋଗ ଆସିଛି । ଥାର୍ଡ ଡିଗ୍ରୀ ନିର୍ଯାତନା ଦେବା ଫଳରେ ଜଣେ ବୃଦ୍ଧ ଗୁରୁତର ହୋଇ…

ମାତୃ ଦିବସରେ ମା’ର ଅମାନୁଷିକତା – ବୁଦା ମୂଳରୁ ନବଜାତକ ଶିଶୁକନ୍ୟା ଉଦ୍ଧାର

ଅନୁଗୁଳ – ଆଜି ବିଶ୍ଵ ମାତୃ ଦିବସ । ହେଲେ ଏହି ମାତୃ ଦିବସରେ ଜଣେ ମା‘ ତାର ନବଜାତ ଶିଶୁ କନ୍ୟାକୁ ଫୋପାଡି ଦେଇ ଚାଲିଯିବା…

କାର୍ଯ୍ୟରେ ଅବହେଳା ନେଇ ଶିକ୍ଷକ ନିଲମ୍ବିତ

ଛେଣ୍ଡିପଦା  – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଶିମିଳିପାଳ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ପରୀକ୍ଷା ଚାଲିଥିବା ବେଳେ କାର୍ଯ୍ୟରେ ଅବହେଳା ନେଇ ଜଣେ ଶିକ୍ଷକ ନିଲମ୍ବିତ ହୋଇଛନ୍ତି…

ଆଦି ଶଙ୍କରାଚାର୍ଯ୍ୟ ପ୍ରାକଟ୍ୟ ଦିବସ ପାଳିତ

ଅନୁଗୁଳ – ପୀଠ ପରିଷଦ ଅନ୍ତର୍ଗତ ଆଦିତ୍ୟ ବାହିନୀ ଓ ଆନନ୍ଦ ବାହିନୀ ଆନୁକୂଲ୍ୟରେ ଶୈଳ ଶ୍ରୀକ୍ଷେତ୍ର ସଦଭାବାନା ଭବନଠାର ଶିବାବତାର ଭଗବତ୍ପାଦ ଜଗଦଗୁରୁ ଶ୍ରୀମଦ୍ ଆଦି…

ନକଲି ମୃଦୁ ପାନୀୟ (ଲିଚି) କାରଖାନା ସିଲ କଲା ଜିଲ୍ଲା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ

ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ହାଟତୋଟା ଠାରେ ଥିବା ଏକ ନକଲି ମୃଦୁ ପାନୀୟ କାରଖାନାରେ ଜିଲ୍ଲା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଚଢ଼ାଉ…

ବରିଷ୍ଠ ବିଜେଡି ନେତାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା – ଅଭିଯୁକ୍ତ ଗିରଫ

ଅନୁଗୁଳ – ଅନୁଗୁଳ ଜିଲ୍ଲା ନାଲକୋ ଥାନା ବଳରାମ ପ୍ରସାଦ ଗାଁରେ ମଙ୍ଗଳବାର ସକାଳ ପ୍ରାୟ ୭ଟା ବେଳେ ଏକ ହତ୍ୟାକାଣ୍ଡ ଘଟି ଯାଇଚି । ଗାଁର…

ଝିଅ ବାହାଘର ଦିନ ରେଳ ଧାରଣାରୁ ବାପାଙ୍କ ମୃତଦେହ ଉଦ୍ଧାର

ଅନୁଗୁଳ – ଝିଅ ବାହାଘର ପୂର୍ବରୁ ଉଠିଲା ବାପାର କୋକେଇ । ଏଭଳି ଏକ ହୃଦୟ ବିଦାରକ ଘଟଣା ଘଟିଛି ସ୍ଥାନୀୟ ହଣ୍ଡପା ଥାନା ଅନ୍ତର୍ଗତ ପର୍ଶୁମାଳ…

ବିନ୍ଦଲ କାରଖାନାରେ ଅଗ୍ନିକାଣ୍ଡ

ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଥାନା ଅନର୍ଗତ ବିନ୍ଦଲ ସ୍ପଞ୍ଜ ଆଇରନ ଫାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତି ନଷ୍ଟ ହୋଇଥିବା ଜଣା ପଡିଛି…

ବୈତୁରା ହେଲେ ଅନୁଗୁଳ ଉପ-ଜିଲ୍ଲାପାଳ

ଅନୁଗୁଳ – ଅନୁଗୁଳ ଉପ ଜିଲ୍ଲାପାଳ ଭାବେ ସୋମବାର ବୈତୁରା ଦିପ୍ ଦାୟିତ୍ବ ଗ୍ରହଣ କରିଛନ୍ତି । ଜିଲ୍ଲାରେ ସେ ସବ୍ ରେଷ୍ଟରଠାରୁ ଆରମ୍ଭକରି ସହକାରୀ ଉପଜିଲ୍ଲାପାଳ…

ହତ୍ୟାକାରୀ ବାପା ଓ ଦୁଇ ପୁଅଙ୍କୁ ଆଜୀବନ କରାଦଣ୍ଡ

ଅନୁଗୁଳ – ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ଲଙ୍ଗୁଳିଆବେଡ଼ା ଗାଁରେ ଘଟିଥିବା ଏକ ହତ୍ୟା ମାମଲାର ବିଚାରକରି ଶୁକ୍ରବାର ୩ ଜଣ ହତ୍ୟାକାରୀଙ୍କୁ ଜିଲ୍ଲା ଦୌରା…

ଉତ୍କଳ ଗୌରବ ମଧୁସୂଦନଙ୍କ ୧୭୪ତମ ଜୟନ୍ତୀ ଉତ୍ସବ ସହ ଆଇନଜୀବୀ ଦିବସ ପାଳିତ

ଅନୁଗୁଳ –  ଅନୁଗୁଳ ଓକିଲ ସଂଘ ପକ୍ଷରୁ ଉତ୍କଳ ଗୌରବ କୂଳ ଵୃଦ୍ଧ ମଧୁସୂଦନ ଦାସଙ୍କ ୧୭୪ତମ ଜୟନ୍ତୀ ଓ ଆଇନଜୀବୀ ଦିବସର ଶୁଭ ଉଦଘାଟନ ତଥା…

ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର୍ସର ଟିଏମଟି ରିବାର୍‌ ମିଲକୁ ଲୋକାର୍ପଣ କଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ

ଅନୁଗୁଳ – କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଶ୍ରୀ ରାମ ଚନ୍ଦ୍ର ପ୍ରସାଦ ସିଂ ଅନୁଗୁଳ ଠାରେ ଜିନ୍ଦଲ ଷ୍ଟିଲ୍‌ ଏଣ୍ଡ ପାୱାର (ଜେଏସପି)ର ଅତ୍ୟାଧୁନିକ ଟିଏମଟି ରିବାର…

ହିନ୍ଦୁ ଧର୍ମକୁ ଫେରିଲେ ୧୨ ଖ୍ରୀଷ୍ଟ ଧର୍ମାବଲମ୍ବୀ ପରିବାର

ଅନୁଗୁଳ – ଅନୁଗୁଳ ଜିଲ୍ଲାର ପୋକତୁଙ୍ଗା ଗାଁରେ ପ୍ରାୟ ୧୨ ଟି ଖ୍ରୀଷ୍ଟିଆନ ପରିବାର ହିନ୍ଦୁ ଧର୍ମକୁ ଫେରିଛନ୍ତି । ଏଥିପାଇଁ ଗାଁର ରଣେଶ୍ୱର ମନ୍ଦିରରେ ଏକ…

You cannot copy content of this page