୧ ତାରିଖରୁ ଚାଲିବ ମେମୁ ଟ୍ରେନ୍ – ଏସ୍‌.ୟୁ.ସି.ଆଇ ଦାବି ଆଗରେ ନଇଁଲା ରେଳ ବିଭାଗ

ଅନୁଗୁଳ – ୧ ଜାନୁୟାରୀ ୨୦୨୨ ଠାରୁ ଅନୁଗୁଳ-ପୁରୀ ମେମୁ ଟ୍ରେନ ଅନୁଗୁଳରୁ ଚଳାଚଳ କରିବ । ସପ୍ତାହକୁ ତିନି ଦିନ ଦୁଇ ସପ୍ତାହ ଚାଲିବା ପରେ…

ରାଜ୍ୟସ୍ତରୀୟ ଖୋ ଖୋ ପ୍ରତିଯୋଗିତା – ପୁରୁଷରେ ବାଲେଶ୍ବର, ମହିଳାରେ କିଟ୍ ଚମ୍ପିଅନ

ଅନୁଗୁଳ – ଅନୁଗୁଳ ଷ୍ଟାଡିୟମଠାରେ ଚାଲିଥିବା ରାଜ୍ୟ ସ୍ତରୀୟ ଖୋ-ଖୋ (ବରିଷ୍ଠ) ପ୍ରତିଯୋଗିତା ଆଜି ଉଦଯାପିତ ହୋଇ ଯାଇଛି । ତିନିଦିନ ଧରି ଚାଲିଥିବା ଏହି ପ୍ରତିଯୋଗିତାର…

କ୍ରେନ୍‌ ଚାପି ହୋଇ ଶ୍ରମିକ ମୃତ – କ୍ଷତିପୂରଣ ଦାବିରେ ଧାରଣା

ନାଲକୋନଗର ଅନୁଗୁଳ ଜିଲ୍ଲା ନାଲକୋ ସିପିପି ପ୍ଲାଣ୍ଟରେ କ୍ରେନ୍‌ ଚାପି ଦେବାରୁ ଜଣେ କାର୍ଯ୍ୟରତ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ନୂଆହତା ଗ୍ରାମର ୫୮…

ଟ୍ରକ ଦୁର୍ଘଟଣାରେ ମୋଟରସାଇକେଲ ଆରୋହୀ ମୃତ

ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଥାନା ଅନ୍ତର୍ଗତ ଗୋଡ଼ିବନ୍ଧ ଛକ ନିକଟରେ ଥିବା ଢ଼ାବା ସମ୍ମୁଖରେ  ଏକ ମୋଟରସାଇକେଲକୁ ସାମ୍ନାରୁ ଆସୁଥିବା ଏକ ଟ୍ରକ ଧକ୍କା…

ନିଜ ଦେହରେ ପେଟ୍ରୋଲ ଢାଳି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ପୋଡାପଡା ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପାରିବାରିକ କଳହକୁ ନେଇ ପୋଡାପଡା ଗ୍ରାମର ବାପୁଜୀ ସାହୁ…

ଅନୁଗୁଳ ଜିଲ୍ଲାରେ ଖୋଲିବ ସାଇବର୍‌ ଅପରାଧ ଏବଂ ଅର୍ଥନୈତିକ ଅପରାଧ ଥାନା

ଭୁବନେଶ୍ଵର – ଅନୁଗୁଳ ଜିଲ୍ଲାରେ ଖୋଲିବ ସାଇବର୍‌ ଅପରାଧ ଏବଂ ଅର୍ଥନୈତିକ ଅପରାଧ ପୁଲିସ ଥାନା । ମଙ୍ଗଳବାର ଏନେଇ ରାଜ୍ୟ ପୁଲିସ ମହାନିର୍ଦେଶକ ଅଭୟ ସୂଚନା…

ଆରମ୍ଭ ହେଲା ରକ୍ଷକ କାର୍ଯ୍ୟକ୍ରମ – ଦୁର୍ଘଟଣା ଜନିତ ମୃତ୍ୟୁ ହାର କମାଇବା ଲକ୍ଷ୍ୟ

ଅନୁଗୁଳ – ରାଜ୍ୟରେ ବଢ଼ୁଛି ସଡକ ଦୁର୍ଘଟଣା ଜନିତ ମୃତ୍ୟୁ । ଏହି ମୃତ୍ୟୁ ହାର କମାଇବା ପାଇଁ ଆରମ୍ଭ ହୋଇଛି ମିଶନ ରକ୍ଷକ । ଦୁର୍ଘଟଣାରେ…

ଟ୍ରେନରେ ମୁମ୍ବାଇ ଗଞ୍ଜେଇ ଚାଲାଣ ବେଳେ ଧରିଲା ରେଲୱେ ପୁଲିସ

ଅନୁଗୁଳ – ଅନୁଗୁଳ ରେଳ ଷ୍ଟେସନ ନିକଟରେ ଆଜି (ସୋମବାର) ଦିନ ପ୍ରାୟ ଦଶଟା ବେଳେ ଭୁବନେଶ୍ୱରରୁ ଲୋକମାନ୍ୟତିଳକ ଯାଉଥିବା ଟ୍ରେନରୁ ଅନୁଗୁଳ ରେଲୱେ ପୁଲିସ ତିନୋଟି…

ରାଜ୍ୟସ୍ତରୀୟ ଖୋଖୋ ଚାମ୍ପିଅନସିପ ଆରମ୍ଭ

ଅନୁଗୁଳ – ଅନୁଗୁଳ ଜିଲ୍ଲା ଷ୍ଟାଡିୟମଠାରେ ୫୪ତମ ରାଜ୍ୟ ସ୍ତରୀୟ ଖୋଖୋ(ବରିଷ୍ଠ) ଚାମ୍ପିଅନସିପ ସୋମବାର ଅପରାହ୍ନରେ ଉଦ୍‌ଘାଟିତ ହୋଇଯାଇଛି । ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା…

ବିଜୁ ଯୁବ ଜନତା ଦଳ ଦ୍ବାରା ସହୀଦ ଙ୍କୁ ଶ୍ରଦ୍ଧାଞ୍ଜଳି

ଅନୁଗୁଳ – ବିଜୁ ଯୁବ ଜନତା ଦଳର ଜିଲ୍ଲା ସଭାପତି ଶ୍ରୀଯୁକ୍ତ ଦିନେଶ ପ୍ରଧାନଙ୍କ ନେତୃତ୍ତ୍ବରେ ଅନୁଗୁଳ ଜଗନ୍ନାଥ ମନ୍ଦିର ଠାରେ , ବିଜୁ ଯୁବ ଜନତା…

ଅନୁଗୁଳ ବଜାରରେ ହୋଣ୍ଡା ସିବି-୨୦୦ଏକ୍ସର ବାଇକ

ଅନୁଗୁଳ – ଅନୁଗୁଳ ହୋଣ୍ଡା ମୋଟରସାଇକେଲ ଓ ସ୍କୁଟର ଇଣ୍ଡିଆର ଅଧିକୃତ ବିକ୍ରେତା ଲକ୍ଷ୍ମୀହୋଣ୍ଡା ପକ୍ଷରୁ ବହୁ ପ୍ରତୀକ୍ଷିତ ମୋଟରସାଇକେଲ ହୋଣ୍ଡା ସିବି ୨୦୦ ଏକ୍ସର ବଜାର…

ମସଲମାନିଆ ଇଣ୍ଡିଆ ଚାମ୍ପିଆନ ସିପରେ ଚମକିଲେ ବିଦୁର

ଅନୁଗୁଳ – ଦିଲ୍ଲୀରେ ଚମକିଲେ ଅନୁଗୁଳର ପୁଅ ବିଦୁର । ଶହ ଶହ ପ୍ରତିଦ୍ଵନ୍ଦୀଙ୍କୁ ପଛରେ ପକାଇ ଅନୁଗୁଳର ବିଦୁର କୁମାର ମହାପାତ୍ର ମସଲମାନିଆ ଇଣ୍ଡିଆ ୨୦୨୧…

You cannot copy content of this page