ଖବର ପ୍ରକାଶନ ଯୋଗୁଁ ଡ଼ରିଗଲେ ସ୍ୱାସ୍ଥ୍ୟ ପ୍ରଶାସନ !! – ସାମ୍ବାଦିକଙ୍କୁ ସୁରକ୍ଷାକର୍ମୀ କଲେ ଆକ୍ରମଣ

ଅନୁଗୁଳ – ଖବର ସଂଗ୍ରହ କରିବାକୁ ଯାଇ ଆକ୍ରମଣର ଶିକାର ହୋଇଛନ୍ତି ସାମ୍ବାଦିକ । ଆଜି ଅନୁଗୁଳ ମୁଖ୍ୟ ଚିକିତ୍ସାଳୟକୁ କାୟାକଳ୍ପ ଟିମ୍ ପରିଦର୍ଶନରେ ଆସୁଛନ୍ତି ବୋଲି…

ଅଜଣା ଗାଡି ଧକ୍କାରେ ସାଇକେଲ ଆରୋହୀ ମୃତ

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅନ୍ତର୍ଗତ ଜରପଡା-ଛେଣ୍ଡିପଦା ପୁର୍ତ ବିଭାଗ ରାସ୍ତାର ଟେଣ୍ଟୁଲୋଇ ଗ୍ରାମର ଦଣ୍ଡା ବାଙ୍କଠାରେ ବୁଧବାର ସନ୍ଧ୍ୟାରେ ଏକ ଅଜଣା ମୋଟରସାଇକେଲ…

ରନ୍ଧନ ଗ୍ୟାସ ଦରବୃଦ୍ଧି ପ୍ରତିବାଦ – ବ୍ଲକ ଆଗରେ କାଠ ଚୁଲ୍ଲାରେ ରୋଷେଇ କଲେ ମହିଳା

ଅନୁଗୁଳ – କେନ୍ଦ୍ର ସରକାରଙ୍କ ରନ୍ଧନ ଗ୍ୟାସର ଅହେତୁକ ଦର ବୃଦ୍ଧି ପ୍ରତିବାଦରେ ଆଜି ଅନୁଗୁଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରତିବାଦ ଦେଖିବାକୁ ମିଳିଛି । ଅନୁଗୁଳ…

ମହିଳା ଶିଶୁ ବିକାଶ ବିଭାଗର କାର୍ଯ୍ୟର ସମୀକ୍ଷା କଲେ ଗୃହ କମିଟି

ଅନୁଗୁଳ – ଅନୁଗୁଳ ଜିଲ୍ଲାରେ କିଭଳି ଚାଲିଛି ମହିଳା ଶିଶୁ ବିକାଶ ବିଭାଗର କାର୍ଯ୍ୟ ତାର ସମୀକ୍ଷା କରିଛି ଓଡ଼ିଶା ବିଧାନସଭା ଗୃହ କମିଟି । ଓଡିଆ…

ଅଷ୍ଟମୀ ଭାର ଦେଇ ଫେରୁଥିବା ବେଳେ ଦୁର୍ଘଟଣାରେ ବାପା ମୃତ

ତାଳଚେର – ଝିଅ ଘରୁ ଅଷ୍ଟମୀ ଭାର ଦେଇ ଫେରୁଥିବା ବେଳେ ଦୁର୍ଘଟଣାରେ ଚାଲିଗଲା ବାପାଙ୍କର ଜୀବନ । ଏଭଳି ଘଟଣା ଦେଖିବାକୁ ମିଳିଛି ତାଳଚେର କାଳନ୍ଦୀପ୍ରସାଦ…

ଆମିଟି ଇଣ୍ଟର ଇଣ୍ଡଷ୍ଟ୍ରି ଟି-୨୦ କ୍ରିକେଟ ଟୁର୍ନାମେଣ୍ଟ – ଜେଏସପିଏଲ ଚମ୍ପିୟାନ

ଅନୁଗୁଳ – ସ୍ଥାନୀୟ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ (ଜେଏସପିଏଲ)ର ଜିନ୍ଦଲ ନଗର ପରିସରର କ୍ରୀଡାଙ୍ଗନ ଠାରେ ଆମିଟି କପ, ଇଣ୍ଟର ଇଣ୍ଡଷ୍ଟ୍ରି ଟି-୨୦ କ୍ରିକେଟ…

ବାଜି ରାଉତ ଛାତ୍ରାବାସରେ ଗାନ୍ଧୀ ଓ ନବକୃଷ୍ଣ ଚିତ୍ର ପ୍ରଦର୍ଶନୀ

ଅନୁଗୁଳ- ବାଜି ରାଉତ ଛାତ୍ରାବାସର ପଞ୍ଚସ୍ତରୀ ବର୍ଷ ପୂର୍ତ୍ତି ଅବସରରେ ଛାତ୍ରାବାସ ପରିସରରେ ମହାତ୍ମା ଗାନ୍ଧୀ ଓ ନବକୃଷ୍ଣ ଚୌଧୁରୀଙ୍କର ଏକ ବିଶାଳ ଫଟୋ ଚିତ୍ର ପ୍ରଦର୍ଶନୀ…

ମଦମୁକ୍ତ ଓଡିଶା ଘୋଷଣା ଦାବିରେ ପ୍ରଭାତ ଫେରୀ

ଅନୁଗୁଳ – ଓଡ଼ିଶା ମଦମୁକ୍ତ ଯୁବ ବାହିନୀ ତରଫରୁ ଆଜି ଓଡ଼ିଶାର ସମସ୍ତ ଜିଲ୍ଲାରେ ପ୍ରଭାତ ଫେରି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସେହିପରି ଅନୁଗୁଳ ଜିଲ୍ଲାରେ…

ଜିଲ୍ଲା ସ୍ତରୀୟ ମାନବାଧିକାର ତାଲିମ ଶିବିର ଅନୁଷ୍ଠିତ

ଅନୁଗୁଳ – ରବିବାର ହ୍ୟୁମାନ୍ ରାଇଟ୍ସ୍ ଫ୍ରଣ୍ଟ ଇଣ୍ଡିଆ ଆନୁକୂଲ୍ୟରେ ଏକ ଦିନିକିଆ ଜିଲ୍ଲା ସ୍ତରୀୟ ମାନବାଧିକାର ତାଲିମ ଶିବିର ଅନୁଗୁଳ ମାରଓ୍ବାଡି ଧର୍ମଶାଳାଠାରେ ଅନୁଷ୍ଠିତ ହୋଇଯାଇଛି…

ଦୁର୍ଘଟଣାରେ ଏମ.ପି.ଙ୍କ ଅଫିସ ଆସିଷ୍ଟାଣ୍ଡ ମୃତ

ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ବାଇପାସ ସ୍ଥିତ ସୂର୍ୟା ଗାର୍ଡେନ ହୋଟେଲ ସମ୍ମୁଖରେ ଏକ ସ୍କୁଟିକୁ ପଛପଟୁ ଏକ ଟ୍ରକ ଧକ୍କା ଦେବା ଫଳରେ ଜଣଙ୍କର…

ମୁଖ୍ୟମନ୍ତ୍ରୀଙ୍କ ଅନୁଗୁଳ ଗସ୍ତ ବେଳେ କଳା ପତାକା ପ୍ରଦର୍ଶନ – ଶତାଧିକ କଂଗ୍ରେସ ଓ ବିଜେପି କର୍ମୀ ଅଟକ

ଅନୁଗୁଳ – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁଗୁଳ ଜିଲ୍ଲା ଗସ୍ତରେ ଆସିଥିବା ବେଳେ ଅନୁଗୁଳରେ ବିଏସକେୱାଇ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ।…

ବିଏସକେୱାଇ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ , ଶୁଭାରମ୍ଭ କଲେ ୧୧୭୬ କୋଟ ଟଙ୍କାର ପ୍ରକଳ୍ପ

ଅନୁଗୁଳ – ଅନୁଗୁଳରେ ବିକାଶର ସ୍ୱର୍ଣ୍ଣିମ ଅଧ୍ୟାୟ ଆରମ୍ଭ ହୋଇଛି । ସ୍ମାର୍ଟ ହେଲଥ କାର୍ଡ ଯୋଜନାରେ ଆଜି ଠାରୁ ଅନୁଗୁଳ ଜିଲ୍ଲା ଯୋଡିହୋଇଛି । ଆଜି…

ହଜାର ହଜାର ସମର୍ଥକଙ୍କ ସହ ପଦ୍ମ ଧରିଲେ ସଞ୍ଜୀବ

ଭୁବନେଶ୍ୱର – ବିଜେପିରେ ମିଶିଲେ ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ । ନିଜର ହଜାର ହଜାର ସମର୍ଥକଙ୍କ ସହ ସେ ବିଜେପିରେ ସାମିଲ ହୋଇଛନ୍ତି । ବିଜେପି…

୫.୭୮ କୋଟିରେ ହେବ ସହର ଭିତର ରାଜପଥ ଉନ୍ନତିକରଣ

ଅନୁଗୁଳ – ଅନୁଗୁଳ ସହର ଦେଇ ଯାଇଥିବା ଜାତୀୟ ରାଜପଥର ଉନ୍ନତିକରଣ ଦିଗରେ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନିଆଯାଇଛି । ବିବରଣୀରୁ ପ୍ରକାଶ ଯେ, ଅନୁଗୁଳ ସହର…

You cannot copy content of this page