ରାସ୍ତାରେ ଜଳିଗଲା ଅଟୋ – ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

ଅନୁଗୁଳ – ଅନୁଗୁଳ ଡାକ୍ତରଖାନା ଛକରେ ଚଳନ୍ତା ଅବସ୍ଥାରେ ଆଜି ଏକ ଅଟୋରେ ଅଗ୍ନିକାଣ୍ଡ ହୋଇଥିଲା । ହଠାତ ଅଟୋରେ ନିଆଁ ଲାଗିଯାଇଥିବା ବେଳେ ସୌଭାଗ୍ୟ ବଶତଃ…

ଟ୍ରକ ମୋଟରସାଇକେଲ ଧକ୍କା – ମୋଟରସାଇକେଲ ଚାଳକଙ୍କର ମୃତ୍ୟୁ

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅନୁଗୁଳ-ଛେଣ୍ଡିପଦା ୬୩ ନମ୍ବର ରାଜ୍ୟ ରାଜପଥର  ଗୋପୀନାଥପୁର ଠାରେ ଥିବା ସରଲିୟା ପେଟ୍ରୋଲ ପମ୍ପ ନିକଟରେ ଗତ ରବିବାର…

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଔଷଧ ଫୋପାଡିବା ଘଟଣା – ଉଚ୍ଚସ୍ତରୀୟ ତଦନ୍ତ ଦାବି କଲା ବିଜେପି , ୩ ଦିନ ମହଲତ ଦେଲା କଂଗ୍ରେସ

ଅନୁଗୁଳ – ଅନୁଗୁଳ ମୁଖ୍ୟ ଡାକ୍ତରଖାନାର ଏକ ଷ୍ଟାଫ କ୍ବାଟର ଭାଙ୍ଗିବା ବେଳେ ଲକ୍ଷାଧିକ ଟଙ୍କାର ଏକ୍ସପାରି ଔଷଧ ମିଳିଥିବା ଘଟଣାକୁ ନେଇ ଅନୁଗୁଳ ବିଜେପି ମହିଳା…

ଅସଭ୍ୟ ଗାଳି ଗୁଲଜ ଯୋଗୁଁ ହତ୍ୟା – ୩ ମହିଳା ସମେତ ୮ ଗିରଫ

ଅନୁଗୁଳ -(AO) ଅନୁଗୁଳ ସଦର ଥାନା ଡେରେଜାଙ୍ଗ ପ୍ରୋଜେକ୍ଟ ହୁଡାରୁ ଗତକାଲି ବିଳମ୍ବିତ ରାତିରେ ରନ୍ତଳେଇ ଗାଁର ଜଗନ୍ନାଥ ସେନାପତି ନାମକ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହ…

ସାମାନ୍ୟ ବଚସାରୁ ଖୁରରେ ତଣ୍ଟି କାଟି ହତ୍ୟା ଉଦ୍ୟମ

ଅନୁଗୁଳ – ଅନୁଗୁଳ ସହର ଉପକଣ୍ଠ କୁମଣ୍ଠ ଚଣ୍ଡିବଜାର ଛକ ନିକଟରେ ଏକ ସେଲୁନ କର୍ମଚାରୀଙ୍କ ବେକକୁ ଖୁରରେ କାଟି ହତ୍ୟା ଉଦ୍ୟମ କରିଥିବା ଅନୁଗୁଳ ସଦର…

ସରକାରୀକା ମାଲ , ଦରିଆ ମେ ଡାଲ !! ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ମିଳିଲା ପେଟି ପେଟି ଏକ୍କ୍ସପାରି ଔଷଧ

ଅନୁଗୁଳ – ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ପୁରୁଣା କ୍ୱାର୍ଟର ଭଙ୍ଗା ବେଳେ ଏକ କ୍ଵାଟରରୁ ଲକ୍ଷାଧିକ ଟଙ୍କା ମୂଲ୍ୟର ସରକାରୀ ଏକ୍ସପାରି ଔଷଧ…

ବାଲ୍ୟବିବାହ ରୋକିଲା ପ୍ରଶାସନ – ବର ଓ କନ୍ୟା ସହ ପରିବାର ଥାନାରେ ଅଟକ

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଜରପଡା ଥାନା ନିକଟସ୍ଥ ଜରପଡା ଧବଳେଶ୍ବର ଶୈବ ପିଠରେ ଜୈନେକ ନାବାଳିକା ବିବାହ ଚଲିଥିବା ବେଳେ ଚାଇଡ୍ ହେଲପ୍ ଲାଇନ୍ ,…

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର

ଅନୁଗୁଳ – ଅନୁଗୁଳ ଜିଲ୍ଲା ଡେରେଜାଙ୍ଗ ଡ୍ୟାମ ନିକଟରୁ ଆଜି ବିଲମ୍ବିତ ରାତିରେ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ଜଣଙ୍କ…

ଗ୍ରାହକଙ୍କୁ ହୋଟେଲ କର୍ମଚାରୀଙ୍କ ନିସ୍ତୁକ ମାଡ – ଥାନାରେ ଅଭିଯୋଗ

ଅନୁଗୁଳ – ଅନୁଗୁଳ ସହରର ଏକ ପ୍ରତିଷ୍ଠିତ ହୋଟେଲରେ ଖାଇବାକୁ ଯାଇଥିବା ଗ୍ରାହକଙ୍କୁ ନିସ୍ତୁକ ମାଡ ହୋଇଥିବା ଅଭିଯୋଗ ହୋଇଛି । ଏ ନେଇ ଅନୁଗୁଳ ଥାନାରେ…

ଜାତୀୟ ପ୍ରେସ ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ – ବିଭିନ୍ନ କ୍ଷେତ୍ରର ବ୍ୟକ୍ତିତ୍ୱ ହେବେ ସମ୍ବର୍ଦ୍ଧିତ

ତାଳଚେର – ଚଳିତ ବର୍ଷ ଜାତୀୟ ପ୍ରେସ ଦିବସ ପାଳନ ପାଇଁ ତାଳଚେର ୱାର୍କିଙ୍ଗ ଜର୍ଣାଲିଷ୍ଟସ୍ ଆସୋସିଏସନ୍ ତରଫରୁ ଶୁକ୍ରବାର ଦେଉଳବେଡାସ୍ଥିତ ମଙ୍ଗଳମ ଅଫିସର୍ସ କ୍ଳବରେ ଏକ…

You cannot copy content of this page