ଅନୁଗୁଳରେ ପ୍ରତିଷ୍ଠା ହେବ ଆଉ ଏକ କେନ୍ଦ୍ରୀୟ ବିଦ୍ୟାଳୟ

ଭୁବନେଶ୍ୱର – ଅନୁଗୁଳ ଜିଲ୍ଲାରେ ପ୍ରତିଷ୍ଠା ହେବ ଆଉ ଏକ କେନ୍ଦ୍ରୀୟ ବିଦ୍ୟାଳୟ । ଓଡ଼ିଶାର ଆଉ ଦୁଇଟି ଜିଲ୍ଲାରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ହେବ ବୋଲି କେନ୍ଦ୍ରମନ୍ତ୍ରୀ…

ସରକାରୀ ଜମିକୁ ନିଜ ଜମି କହି ବିକ୍ରି – ଠକେଇ ଅଭିଯୋଗରେ ଜଣେ ଗିରଫ

ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଅଞ୍ଚଳରେ ଏକ ସରକାରୀ ଜମିକୁ ନିଜର କହି ବିକ୍ରି କରାଯାଇଥିବା ଅଭିଯୋଗରେ ପୁଲିସ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ…

୧୫ ଘଣ୍ଟା ପଡି ରହିଲା ମୃତଦେହ – ପର ହେଲେ ପରିବାର , ସତ୍କାର କଲା ପ୍ରଶାସନ

ଅନୁଗୁଳ – କରୋନାର ଭୟାବହତା ମଣିଷ ମନରୁ ମାନବିକତା ମାରିବାକୁ ବସିଲାଣି । ଏହି ରୋଗ ପାଇଁ କେଉଁଠି ବାପ ଶବ ପୁଅ ଛୁଇଁନି ତ ଆଉ…

କୋଭିଡ କେୟାରରୁ ନିଖୋଜ – କୋଭିଡ ହସ୍ପିଟାଲରୁ ଉଦ୍ଧାର

ଅନୁଗୁଳ – ଅନୁଗୁଳ ଆଦର୍ଶ ଠାରେ ଥିବା କୋଭିଡ କେୟାର କେନ୍ଦ୍ରରୁ ଜଣେ କରୋନା ସଂକ୍ରମିତ କୁଆଡ଼େ ହଜିଯାଇଥିବା ଅଭିଯୋଗ ହୋଇଥିଲା । ୫ ଦିନ ହେଲା…

ବେଆଇନ କୋଭିଡ ଟେଷ୍ଟ ଅଭିଯୋଗରେ ପାଥୋଲାବ ସିଲ – ମାଲିକ ଗିରଫ

ତାଳଚେର – ବେଆଇନ କୋଭିଡ ଟେଷ୍ଟ୍ କରୁଥିବା ଏକ ଘରୋଇ ପାଥୋଲାବକୁ ସିଲ କରିଛି ସ୍ଥାନୀୟ ତାଳଚେର ପ୍ରଶାସନ । କିଛି ଦିନ ହେଲା କୋଭିଡ୍ ଟେଷ୍ଟି…

ରାତି ଅଧରେ ଦୋକାନ ଆଗରୁ ଏମିତି ଏକ ଚୋରି ଦେଖିଲେ ଆଶ୍ଚର୍ଯ୍ୟ ହୋଇଯିବେ – ଦେଖନ୍ତୁ ଭିଡିଓ

ଅନୁଗୁଳ – ବଲବ ଚୋରି । ଏଭଳି ଏକ ସାମାନ୍ୟ ଘଟଣା କଏଦ ହୋଇଛି ସିସି ଟିଭିରେ । ଜଣେ ଚୋର ଅଟୋ ରିକ୍ସାରେ ଆସି ରାତି…

ବଜ୍ରପାତରେ ନାବାଳକ ମୃତ

ଛେଣ୍ଡିପଦା – ଅନୁଗୁଲ ଜିଲ୍ଲା ଛେଣ୍ଡିପଦା ବ୍ଲକ ଜରପଡା ଅଞ୍ଚଳରେ ଆଜି ଅପରାହ୍ନରେ କାଳବାଇଶାଖୀ ପ୍ରଭାବରେ ବଜ୍ରପାତ ହୋଇଥିବା ବେଳେ ଏଥିରେ ଜଣେ ନାବାଳକର ମୃତ୍ୟୁ ହୋଇଛି…

You cannot copy content of this page