ଅଗ୍ନିସ୍ୱରୂପା ମା’ ହିଙ୍ଗୁଳାଙ୍କ ଯାତ୍ରାରେ ସାମିଲ ହୋଇ ନିଜକୁ ସୌଭାଗ୍ୟଶାଳୀ ମନେ କରୁଛି – ଧର୍ମେନ୍ଦ୍ର ପ୍ରଧାନ

ତାଳଚେର – କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ଠାକୁରାଣୀଙ୍କୁ ଦର୍ଶନ କରିଛନ୍ତି…

ପଡ଼ୋଶୀକୁ ଟାଙ୍ଗିରେ ହାଣି ହତ୍ୟା ମାମଲା – ଶଳା-ଭିଣୋଇକୁ ଆଜୀବନ ଜେଲ

ଅନୁଗୋଳ – ଅନୁଗୋଳ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ କୋର୍ଟରେ ଏକ ହତ୍ୟା ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଥିବା ବେଳେ ବିଚାରପତି ରଞ୍ଜିତା ଜ୍ୟୋତିଶି…

ଜଳିଗଲା ଲୁଗା ଶୋ ରୁମ – ନଥିଲା ଫାୟାର ସେଫ୍ଟି ଅନୁମତି

ଅନୁଗୋଳ – ଅନୁଗୋଳ ବଜାର ଭିତରେ ଥିବା ଏକ ଲୁଗା ଶୋ ରୁମରେ ଭୟାବହ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ଶୋ ରୁମଟି ସମ୍ପୂର୍ଣ୍ଣ ଭସ୍ମୀଭୂତ ହୋଇ ଯାଇଥିବା…

ବନ୍ଧା ହେଲେ ନର୍ସିଂ କଲେଜ ମାଲିକ

ଅନୁଗୋଳ – ଅନୁଗୋଳ ସାଇଶ୍ରଦ୍ଧା କଲେଜ ଅଫ ନର୍ସିଂର ମାଲିକଙ୍କୁ ଛେଣ୍ଡିପଦା ପୋଲିସ ଗିରଫ କରିଛି ।ସୂଚନା ଅନୁସାରେ ଉକ୍ତ କଲେଜରେ ପାଠ ପଢ଼ୁଥିବା ତିନି ଜଣ…

ବାଜିରାଉତ ଛାତ୍ରାବାସରେ ଭବ୍ୟ ନିର୍ମାଣ କରି ହେବ ପର୍ଯ୍ୟଟନ ସ୍ଥଳ

ଅନୁଗୋଳ – ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ବିକୃତ ପ୍ରତିମୂର୍ତ୍ତିକୁ ନେଇ ତୁମ୍ବିତୋଫାନ ହେଲାପରେ ହଠାତ୍‌ ଚେଇଁ ଉଠିଛି ରାଜ୍ୟ ସଂସ୍କୃତି ବିଭାଗ । ଖୋଦ୍‌ ଓଡ଼ିଆ…

ବିକୃତ ଧୋତି ପିନ୍ଧାକୁ ବିରୋଧ ପରେ ହଟିଲା ନବକୃଷ୍ଣଙ୍କ ପ୍ରତିମୂର୍ତ୍ତି

ଅନୁଗୋଳ – ନବକୃ‌ଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ବିକୃତ ପୋଷାକ ପିନ୍ଧାଇ ଦିଆଗଲା । ସବୁଆଡ଼ୁ ବି‌ରୋଧ ହେଲା ପରେ ନଗରପାଳ ଭୁଲ ମାଗିଲେ । ରାତାରାତି ପ୍ୟାଣ୍ଟକୁ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଅସମ୍ମାନ ଘଟଣା – ଥାନାରେ ଅଭିଯୋଗ , ସେପଟେ ମୂର୍ତ୍ତିରେ ସୁଧାର ଆଣିଲା ପ୍ରଶାସନ

ଅନୁଗୋଳ – ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ , ଉପମୁଖ୍ୟମନ୍ତ୍ରୀ ପବିତ୍ର ମୋହନ ପ୍ରଧାନ, ମାଆ ମାଳତୀ ଚୌଧୁରୀଙ୍କୁ ଅସମ୍ମାନ ପ୍ରତିବାଦରେ ଅନୁଗୋଳର ଆଇନଜୀବୀ ରଞ୍ଜନ ପାତ୍ର…

ମା ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ

ତାଳଚେର – ଅଗ୍ନିରୁପା ମା ହିଙ୍ଗୁଳାର ବାର୍ଷିକ ଯାତ୍ରା ଆଜିଠାରୁ ଆରମ୍ଭ ହୋଇଛି । ବିଷ୍ଣୁ ଦମନକ ଚତୁର୍ଦର୍ଷି ଠାରୁ ଏହି ଯାତ୍ରା ଆରମ୍ଭ ହୋଇ ୯…

ବିଦ୍ୟାଳୟରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ

ଛେଣ୍ଡିପଦା – ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବ୍ଲକ୍ ଦୁର୍ଗାପୁରୁ ଗ୍ରାମର ବନଦୁର୍ଗାପଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ତାଲା ପକାଇ ଛାତ୍ରଛାତ୍ରୀ ଓ ଅଭିଭାବକ ଧାରଣା ଦେଇଛନ୍ତି ।…

You cannot copy content of this page