ଆବର୍ଜନା ଗଦା କରିବାରୁ ଦୁଇ ଦୋକାନ ସିଲ କଲା ପ୍ରଶାସନ

ଅନୁଗୁଳ – ଦୋକାନ ଆଗରେ ଆବର୍ଜନା କରୁଥିବା ଯୋଗୁଁ ଆଜି ଦୁଇଟି ଦୋକାନକୁ ଅନୁଗୁଳ ପ୍ରଶାସନ ପକ୍ଷରୁ ସିଲ କରାଯାଇଛି । ସୂଚନା ଅନୁସାରେ ବସଷ୍ଟାଣ୍ଡରୁ କାଞ୍ଚନ…

ଆଇରନ ବଟିକା ଖାଇ ଛାତ୍ରଛାତ୍ରୀ ଅସୁସ୍ଥ ଅଭିଯୋଗ

ଅନୁଗୁଳ – ଆଇରନ ବଟିକା ଖାଇ ୯ ରୁ ଅଧିକ ଶିଶୁ ଅସୁସ୍ଥ ହୋଇଥିବା ଅଭିଯୋଗ ଆସିଛି । ସୂଚନା ଅନୁସାରେ ଛେଳିଆପଡା ପଞ୍ଚାୟତ ନୂଆଁଗାଁ ପ୍ରାଥମିକ…

ଟ୍ରକ ସହ ଧକ୍କା ହୋଇ ୨ ମୋଟରସାଇକେଲ ଆରୋହୀ ମୃତ

ଅନୁଗୁଳ – ସଡକ ଦୁର୍ଘଟଣାରେ ୨ ମୃତ । ଅନୁଗୁଳ ଜିଲ୍ଲା ରାଜ୍ୟ ରାଜପଥ ୬୩ ର ମାଳିବ୍ରାହ୍ମଣୀ ନିକଟରେ ଟ୍ରକକୁ ମୋଟରସାଇକେଲ ଧକ୍କା ଦ୍ଵବା ଫଳରେ…

ମେଗା ପାନୀୟ ଜଳ ପ୍ରକଳ୍ପରେ ଅଘଟଣ – ମାଟି ଅତଡା ପଡି ଶ୍ରମିକ ମୃତ

ଛେଣ୍ଡିପଦା – ମାଟି ଅତଡା ଖସିପଡି ଜଣେ ଶ୍ରମିକଙ୍କ ମୃତ୍ୟୁ । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଛେଣ୍ଡିପଦା ଥାନା ଅଂଚଳର ଧଉରାଖମଣ ନିକଟରେ ଏହି ଘଟଣା…

ସରିଲା ତାଳଚେରର ଗଣପର୍ବ ଗଣେଷ ପୂଜା – ୮ଲକ୍ଷ ୭୦ ହଜାରରେ ଲଡୁ ନିଲାମ

ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେରରୁ ଆଜି(ଶନିବାର) ବିଦାୟ ନେଇଛନ୍ତି ପ୍ରଭୁ ଗଜାନନ । ଦୀର୍ଘ ୧୦ ଦିନ ଧରି ବିଭିନ୍ନ ପୂଜା ମଣ୍ଡପରେ ପୂଜା ପାଇବା…

ଲକ୍ଷ୍ମୀ ହୋଣ୍ଡାର ପୂଜା ବମ୍ଫର ଅଫର – ହୋଣ୍ଡା ଗାଡି ମାତ୍ର ୧୧୦୦ ଟଙ୍କା ଡାଉନପେମେଣ୍ଟରେ

ଅନୁଗୁଳ –  ହୋଣ୍ଡା ମୋଟର ସାଇକେଲ ଏବଂ ସ୍କୁଟର ଅଧିକୃତ ବିକ୍ରେତା ଲକ୍ଷ୍ମୀ ହୋଣ୍ଡାର ପବିତ୍ର ପୂଜା ଅବସରରେ ବମ୍ଫର ଅଫର ଶୁଭାରମ୍ଭ ହୋଇଯାଇଛି । ଯେଉଁ…

ଶ୍ରେଷ୍ଠ ସିଏସଆର ଇମ୍ପାକ୍ଟ ଇନିସିଏଟିଭ୍ ପାଇଁ ଜିନ୍ଦଲ ଷ୍ଟିଲ୍ ଏବଂ ପାୱାର୍ ସମ୍ମାନିତ

ଭୁବନେଶ୍ୱର – କର୍ପୋରେଟ୍ ସାମାଜିକ ଦାୟିତ୍ଵ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟକ୍ରମ ପାଇଁ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)କୁ ସମ୍ମାନିତ କରାଯାଇଛି । କୋଲକାତାରେ ୦୮ ସେପ୍ଟେମ୍ବରରେ ଆୟୋଜିତ…

ଟ୍ରକ ମାଲିକ ସଂଘ ପକ୍ଷରୁ ଆଇଏଫଟି ମେସିନ ପ୍ରଦାନ

ଅନୁଗୁଳ – ବିଶ୍ବ ଫିଜିଓଥେରାପି ଦିବସ ଅବସରରେ ଅନୁଗୁଳ ଟ୍ରକ ମାଲିକ ସଂଘ ପକ୍ଷରୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଫିଜିଓଥେରାପି ବିଭାଗକୁ ଯନ୍ତ୍ରଣା ଉପଶମ କରୁଥିବା…

ଲିଙ୍ଗରାଜ କୋଇଲା ଖଣିରେ ଓଆଇଏସଏଫ ର ଚଢ଼ାଉ

ତାଳଚେର – ଗତକାଲି ବିଳମ୍ବିତ ରାତିରେ ଅନୁଗୁଳ ଜିଲ୍ଲା ତାଳଚେରରେ ଥିବା କୋଇଲାଖଣି ସୁରକ୍ଷା ଦାଇତ୍ୱ ରେ ଥିବା OISF କର୍ମଚାରୀଙ୍କ ଦ୍ୱାରା ଲିଙ୍ଗରାଜ କୋଇଲା ଖଣିରେ…

କାର ଭିତରୁ ସୁରକ୍ଷାକର୍ମୀଙ୍କ ମୃତଦେହ ଉଦ୍ଧାର

ବଅଁରପାଳ – ଅନୁଗୁଳ ଜିଲ୍ଲା ନାଲକୋନଗର ଥାନା ଅନ୍ତର୍ଗତ ୫୫ନଂ ଜାତୀୟ ରାଜପଥ କାଣ୍ଡସର ଗ୍ରାମ ନିକଟରେ ଛିଡ଼ା ହୋଇଥିବା (ଓଡ଼ି ୧୯ଟି ୫୮୨୦) ଏକ ମାରୁତି…

କ୍ରୀଡାବିଦଙ୍କୁ ଉପଖଣ୍ଡ କ୍ରୀଡା ସଂଘର ଉପେକ୍ଷା ଅଭିଯୋଗ

ଅନୁଗୁଳ – ଅନୁଗୁଳ ଉପଖଣ୍ଡ କ୍ରୀଡା ସଂଘରେ ଛେଣ୍ଡିପଦା ବ୍ଲକ ଅଞ୍ଚଳକୁ ଉପେକ୍ଷା କରାଯାଉଛି । ଯାହା ଫଳରେ ଛେଣ୍ଡିପଦା ଅଞ୍ଚଳର ଖେଳାଳି ମାନେ ଅଣଦେଖା ହେଉଛନ୍ତି…

You cannot copy content of this page