ଆଠମଲ୍ଲିକ ଏନ.ଏ.ସି କୁ ମିଳିଲା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସର୍ବୋତ୍କୃଷ୍ଟ ୨ୟ ସମ୍ମାନ

ଆଠମଲ୍ଲିକ – ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ଏନ.ଏ.ସି କୁ ମିଳିଲା ଭାରତ ସରକାରଙ୍କ ତରଫରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସର୍ବୋତ୍କୃଷ୍ଟ ୨ୟ ସମ୍ମାନ । ଓଡିଶା ଅରବାନ…

ଯୁବତୀଙ୍କୁ ଦୁଷ୍କର୍ମ – ଜଣେ ଅଟକ

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଶିମିଳିପାଳ ଅଞ୍ଚଳରେ ଛେଳି ଚରାଇବାକୁ ଯାଇଥିବା ବେଳେ ଜଣେ ଯୁବତୀଙ୍କୁ ଦୁଷ୍କର୍ମ ହୋଇଥିବା ଥାନାରେ ଅଭିଯୋଗ ହୋଇଛି ।…

ରେଳ ଧାରଣା କଡରୁ ଯୁବକଙ୍କ ମୃତଦେହ ଉଦ୍ଧାର – ଟ୍ରେନରୁ ପଡି ଯାଇଥିବା ସନ୍ଦେହ

ଅନୁଗୁଳ – ଅନୁଗୁଳ ଜିଲ୍ଲା ଜରପଡା ଥାନା ତୁକୁଡ଼ା ଗାଁ ରେଳ ଧାରଣା କଡରେ ଜଣେ ଯୁବକର କ୍ଷତ ବିକ୍ଷତ ମୃତଦେହ ଦେଖିବାକୁ ମିଳିଥିଲା । ଯୁବକ…

ହୋଣ୍ଡା ଆକ୍ଟିଭା ପ୍ରିମିୟମର ବଜାର ପ୍ରବେଶ

ଅନୁଗୁଳ – ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆର ଅଧିକୃତ ବିକ୍ରେତା ଅନୁଗୁଳ ଲକ୍ଷ୍ମୀ ହୋଣ୍ଡାଠାରେ ହୋଣ୍ଡାର ବହୁ ପ୍ରତିକ୍ଷିତସ୍କୁଟର ହୋଣ୍ଡା ଆକ୍ଟିଭା ପ୍ରିମିୟମର ବଜାର ପ୍ରବେଶ…

ଗଣପତି ପୂଜା କମିଟି (ଖ) ର ନିଆରା ପ୍ରୟାସ – କୋଭିଡ ଟୀକା କରଣର ସ୍ବତନ୍ତ୍ର ଶିବିର

ତାଳଚେର – ତାଳଚେର ହାଟତୋଟା ସ୍ଥିତ ଗଣପତି ପୂଜା କମିଟି (ଖ) ପକ୍ଷରୁ ଏକ ସ୍ଵତନ୍ତ୍ର କୋଭିଡ୍  ଟୀକାକରଣ ଶିବିର ଅନୁଷ୍ଠିତ ହୋଇ ଯାଇଛି । ହାଟତୋଟାସ୍ଥିତ…

ମନ୍ଦିର ହୁଣ୍ଡି ବୋହିନେଲେ ଦୁର୍ବୃତ୍ତ

ଅନୁଗୁଳ – ଅନୁଗୁଳ ପୋକତୁଙ୍ଗା ଗାଁ ରଣେଶ୍ୱର ମନ୍ଦିର ଓ ଏହାର ଚତୁଃପାର୍ଶ୍ଵରେ ଥିବା ହନୁମାନ ମନ୍ଦିରର ହୁଣ୍ଡି ଚୋରି ହୋଇଛି । ଦୁର୍ବୃତ୍ତ ମାନେ  ନିକଟସ୍ଥ…

ଭାକସିନ ସୁରକ୍ଷା ନିମନ୍ତେ କୋଶଳା ସିଏଚସିକୁ ଇନଭର୍ଟର ପ୍ରଦାନ

ଅନୁଗୁଳ – ଅନୁଗୁଳ ଜିଲ୍ଲା ସ୍ୱାସ୍ଥ୍ୟ ପ୍ରଶାସନର ଏକ ଦାୟିତ୍ଵ ସଂପନ୍ନ ସହଯୋଗୀ ଭାବରେ ଜେଏସପି ଫାଉଣ୍ଡେସନ ପକ୍ଷରୁ କୋଶଳା ଗୋଷ୍ଠୀଗତ ସ୍ୱାସ୍ଥ୍ୟ କେନ୍ଦ୍ରରେ ନିମ୍ନ ଭୋଲ୍ଟ…

କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀଙ୍କ ତାଳଚେର ଗସ୍ତ

ତାଳଚେର – ଭାରତ ସରକାରଙ୍କର କେନ୍ଦ୍ର ସାର ଓ ରସାୟନ ତଥା ନବୀକରଣୀୟ ଉର୍ଜ୍ଜା ବିଭାଗର ରାଷ୍ଟ୍ରମନ୍ତ୍ରୀ ଭଗୱନ୍ତ ଖୁବା ଆଜି ଦୁଇଦିନିଆ ଅନୁଗୁଳ ଜିଲ୍ଲା ତାଳଚେର…

You cannot copy content of this page