ମୁଖ୍ୟ ଖବର ବୈତୁରା ହେଲେ ଅନୁଗୁଳ ଉପ-ଜିଲ୍ଲାପାଳ Angul OnlineMay 2, 2022May 6, 2022 ଅନୁଗୁଳ – ଅନୁଗୁଳ ଉପ ଜିଲ୍ଲାପାଳ ଭାବେ ସୋମବାର ବୈତୁରା ଦିପ୍ ଦାୟିତ୍ବ ଗ୍ରହଣ କରିଛନ୍ତି । ଜିଲ୍ଲାରେ ସେ ସବ୍ ରେଷ୍ଟରଠାରୁ ଆରମ୍ଭକରି ସହକାରୀ ଉପଜିଲ୍ଲାପାଳ ଭାବେ ତାଙ୍କ ଦାୟିତ୍ବ ତୁଲାଇ ଆସିଛନ୍ତି । ଅନୁଗୁଳ ଉପଜିଲ୍ଲାପାଳ ବାସୁଦେବ ଶତପଥି ଅବସର ନେବାପରେ ଶ୍ରୀ ଦିପ୍ ଏହି ନୁଆ ଦାୟିତ୍ବ ନେଇଛନ୍ତି । ଶ୍ରୀ ଦିପ୍ ଙ୍କ ଏହି ନୂଆ ନିଯୁକ୍ତି ପରେ ବିଭିନ୍ନ ମହଲରୁ ତାଙ୍କୁ ଶୁଭେଛାର ସୁଅ ଛୁଟିଛି । Advertisement
ଏଚଡ଼ିଏଫସି ବ୍ୟାଙ୍କର ପୂର୍ବତନ ମ୍ୟାନେଜରଙ୍କୁ ଅଟକ ଘଟଣା – ତତ୍କାଳୀନ ଆଇଆଇସି ଓ ଆଇଓଙ୍କୁ ଦାୟୀକଲା ଓଏଚଆରସି ତଦନ୍ତ ଟିମ୍ ଅନୁଗୁଳ – ଅନୁଗୁଳ ଥାନାରେ ଜଣେ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ୨୪ ଘଣ୍ଟାରୁ ଅଧିକ ସମୟ ଥାନାରେ ଅଟକ ରଖିବା ପରେ ତାଙ୍କୁ ଜେଲ୍ କୁ ପଠାଇବା ଏବେ…
ହାତୀ ନେଲା ଆଉ ଜଣେ ବୃଦ୍ଧାଙ୍କ ଜୀବନ ଅନୁଗୋଳ – ଅନୁଗୋଳ ଜିଲ୍ଲା ବନ୍ତଳା ବନାଞ୍ଚଳରେ ଦନ୍ତା ଆକ୍ରମଣରେ ଆଜି ପୁଣି ଜଣେ ବୃଦ୍ଧାଙ୍କ ଜୀବନ ଯାଇଛି । ଆମ୍ବ ଗୋଟାଇବାକୁ ଯାଇଥିଲା ବେଳେ ଆଜି…
ପରିବାରର ସଦସ୍ୟ ଭଳି ରୀତିନୀତିରେ କୁକୁରର ଅନ୍ତିମ ସଂସ୍କାର ଅନୁଗୁଳ – ଅନୁଗୁଳ ଜିଲ୍ଲା ଦୁର୍ଗାପୁର ଗାଁରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ପଶୁ ପ୍ରତି ମଣିଷର ଭଲପାଇବା କେତେ ଗଭୀର ତାହାର ଏକ ଜ୍ୱଳନ୍ତ…