ମୁଖ୍ୟ ଖବର ସୂଚନା ଫଳକ ଭାଙ୍ଗିଲେ ବିଜେପି କର୍ମୀ !! Angul OnlineJuly 16, 2023July 16, 2023 ଛେଣ୍ଡିପଦା – ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ଥାନା କମ୍ପସଲା ଗ୍ରାମ ପଞ୍ଚାୟତର କୁମ୍ଭରିଆ ସେତୁ ଉଦଘାଟନ ଫଳକ ଭଙ୍ଗାକୁ ନେଇ ଶାସକ ଦଳ କର୍ମୀଙ୍କ ମଧ୍ୟରେ ଉତେଜନା ଦେଖାଦେଇଛି । ଘଟଣାରୁ ପ୍ରକାଶ କମ୍ପସଲା ଗ୍ରାମ ପଞ୍ଚାୟତର ଜଣେ ବ୍ୟକ୍ତି ଭାଙ୍ଗି ଦେଇଛନ୍ତି । ସମ୍ପୃକ୍ତ ବ୍ୟକ୍ତି ଜଣଙ୍କ ବିଜେପି କର୍ମୀ ବୋଲି ଅଭିଯୋଗ କରିଛି ବିଜେଡି । ଶାସକ ଦଳ କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରିବା ସହିତ ପଞ୍ଚାୟତରେ କୌଣସି ଠାରେ ବିଜେଡି ଫଳକ ଲାଗିବ ନାହିଁ କହି ଗ୍ରାମର କୁମ୍ଭାରୀଆ ସେତୁର ଉଦଘାଟନରେ ଲାଗିଥିବା ଫଳକକୁ ହାତରେ ମାରଣା ଅସ୍ତ୍ର ଧରି ଫଳକ ଭାଙ୍ଗି ଦେଇଛନ୍ତି । ଯାହାକୁ ନେଇ ପଞ୍ଚାୟତରେ ଥିବା ବିଜୁ ଜନତା ଦଳ କର୍ମୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି । Advertisement
ବିପୁଳ ପରିମାଣର ବେଆଇନ ବାଣ ଜବତ – ଦୁଇ ଅଟକ ବେଆଇନ ବାଣ କାରଖାନା ଉପରେ ପୁଲିସର ଚଢାଉ । କାରଖାନାର ଲାଇସେନ୍ସ ନ ଥିବା ଜଣାପଡିଛି । ଜବତ ସାମଗ୍ରୀର ମୂଲ୍ୟ ଲକ୍ଷାଧିକ ଟଙ୍କା । ଛେଣ୍ଡିପଦା –…
ସରକାରଙ୍କ କୋଭିଡ ନିୟମ ଆଗରେ ମୁଣ୍ଡ ନୁଆଁଇଲେ ବେସରକରୀ ସ୍କୁଲ୍ – ଛାଡ ହେଵ ଫିସ ତାଳଚେର – ମହାମାରୀ କରୋନାରେ ଅଭିଭାବକଙ୍କୁ ମାତ୍ରାଧିକ ଫି ନେଇ ଜୁଲମ କରୁଥିବା ଘରୋଇ ସ୍କୁଲ ଗୁଡ଼ିକୁ ପ୍ରଶାସନର ଛାଟ ପଡିଛି । ଆଜି ଏ ସଂକ୍ରାନ୍ତରେ…
ଯୁବ ଡାକ୍ତରଙ୍କ ଅକାଳ ବିୟୋଗ ଅନୁଗୁଳ – ଅନୁଗୁଳ ଜିଲ୍ଲାରେ କାର୍ଯ୍ୟରତ ଜଣେ ଯୁବ ଡାକ୍ତରଙ୍କ ଅକାଳ ବିୟୋଗ ହୋଇଛି । ମୃତ ଡାକ୍ତର ଜଣଙ୍କ ହେଲେ ଅନୁଗୁଳ ଜିଲ୍ଲା ତଳମୂଳ ସ୍ୱାସ୍ଥ୍ୟକେନ୍ଦ୍ରର…