Blog

୧୦ ଲକ୍ଷ ଟଙ୍କା ଚଳୁ – ଜେ.ଇ. ଓ ଆସିଷ୍ଟାଣ୍ଡ ଇଞ୍ଜିନିୟରଙ୍କ ନାମରେ ଥାନାରେ ଏତଲା ଦେଲେ ବିଡିଓ

ଅନୁଗୁଳ – ରାସ୍ତା ନିର୍ମାଣରେ ମହା ଘୋଟଲା । ରାସ୍ତା କାମ ନ କରି ୧୦ ଲକ୍ଷ ଟଙ୍କା ବିଲ କରି ଉଠାଇ ନେଲେ । ଏହି…

କୃଷି ଭିତ୍ତିକ ଯନ୍ତ୍ରପାତି ସୋରୁମ ଉଦଘାଟନ

ଅନୁଗୁଳ-ଅନୁଗୁଳ ଜିଲ୍ଲାର ସମସ୍ତ ଚାଷୀ ମାନଙ୍କୁ ଉର୍ଣ୍ଣତ ମାନର ଚାଷ ,ଚାଷର ମାନ ବୃଦ୍ଧି ପାଇଁ କିଲୋସକାର କମ୍ପାନୀର ଉନ୍ନତ ମାନର କୃଷି ଯନ୍ତ୍ରପାତି ସୋ ରୁମ…

ବାହାଘର ଶୋଭାଯାତ୍ରା ବେଳେ ବାଣ ଫୁଟି ଜଣେ ମୃତ

କଣିହାଁ – ବିବାହ ଶୋଭାଯାତ୍ରାରେ ବାଣ ଫୁଟାଉ ଥିବା ବେଳେ ଚାଲିଗଲା ଜୀବନ । ଏଭଳି ଅଭାବନୀୟ ଘଟଣା ଅନୁଗୁଳ ଜିଲ୍ଲା କଣିଁହା ବ୍ଲକ ଶୁସୁବା ଗ୍ରାମପଞ୍ଚାୟତ…

ଅନୁଗୁଳରେ ବରିଷ୍ଟ ସାମ୍ୱାଦିକ ଅର୍ଧେନ୍ଧୁ ଦାସ ଦେଲେ ଗୁରୁମନ୍ତ୍ର

ଅନୁଗୁଳ – ଅନୁଗୁଳ ପ୍ରେସ ଚାମ୍ବର ପକ୍ଷରୁ ସାମ୍ୱାଦିକ ମାନଙ୍କ ପାଇଁ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ରାଜ୍ୟର ବରିଷ୍ଟ ସାମ୍ୱାଦିକ ଅର୍ଦ୍ଦେନ୍ଧୁ ଦାସ ଅତିଥି…

ତିନି ଆନ୍ତଃଜିଲ୍ଲା ଡକାୟତ ଗିରଫ – ଜିଲ୍ଲାରେ ୧୯ ଲକ୍ଷରୁ ଊର୍ଦ୍ଧ୍ଵ ଟଙ୍କା କରିଥିଲେ ଲୁଟ

ଛେଣ୍ଡିପଦା-ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ଥାନା ପୁଲିସକୁ ମିଳିଛି ବଡ଼ ସଫଳତା l ୭ ଆନ୍ତଃଜିଲ୍ଲା ଡକାୟତ ଗ୍ୟାଙ୍ଗକୁ ଠାବ କରିବା ସହିତ ୩ ଜଣଙ୍କୁ ଗିରଫ କରିବାରେ…

ନାବାଳିକା ଦୁଷ୍କର୍ମକାରୀକୁ କାରାଦଣ୍ଡାଦେଶ

ଅନୁଗୁଳ – ଘରେ କେହି ନଥିବା ବେଳେ ନାବାଳିକାକୁ ଦୁଷ୍କର୍ମ କରିବା ଅପରାଧରେ ଜଣଙ୍କୁ ୬ ବର୍ଷ ସଶ୍ରମ କାରାଦଣ୍ଡରେ ଅନୁଗୁଳ ଅତିରିକ୍ତ ଦୌରା ଜଜ (ଫାଷ୍ଟଟ୍ରାକ)…

ବଦଳିଲେ ଜିଲ୍ଲା ଶିକ୍ଷା ଅଧିକାରୀ

ଅନୁଗୁଳ – ଅନୁଗୁଳ ଜିଲ୍ଲା ଶିକ୍ଷାଧିକାରୀଙ୍କ ବଦଳି ହୋଇଛି । ନିରଞ୍ଜନ ସାହୁଙ୍କର ପୁଣି ଥରେ ଅନୁଗୁଳ ଜିଲ୍ଲା ଶିକ୍ଷାଧିକାରୀ ଭାବେ ଅନୁଗୁଳ ଜିଲ୍ଲାକୁ ବଦଳି ହୋଇଛି…

ଶୈଳଶ୍ରୀକ୍ଷେତ୍ର ଠାକୁରଙ୍କ ମଥାରୁ ଚିତା ଚୋରି କରିନେଲେ ଚୋର

ଅନୁଗୁଳ – ଅନୁଗୁଳ ଶୈଳଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିରରୁ ଚୋରି । ହୁଣ୍ଡି ଭାଙ୍ଗି ଚୋରି ହୋଇଥିବା ବେଳେ ଶ୍ରୀ ଜୀଉଙ୍କ ତିନୋଟି ଚିତା ବା ମଥାମଣି ଦୁର୍ବୃତ୍ତ…

ନିଖୋଜ ଯୁବକଙ୍କ ମୃତଦେହ ଜଙ୍ଗଲରୁ ଉଦ୍ଧାର

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା କୋଶଳା ଜଙ୍ଗଲରୁ ଆଜି ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ଜଣଙ୍କ କୋଶଳା ଗାଁର ପ୍ରଦ୍ୟୁମ୍ନ…

ପ୍ରଦୂଷଣ ସମସ୍ଯା ସମାଧାନ ପାଇଁ ସାଇକେଲରେ ଭୁବନେଶ୍ୱର ଯାଇ ମନ୍ତ୍ରୀଙ୍କୁ ଭେଟିଲେ ସ୍ଵେଚ୍ଛାସେବୀ

ଅନୁଗୁଳ – ଶିଳ୍ପ ଅନୁଗୁଳ ଜିଲ୍ଲାରେ ପ୍ରଦୂଷଣର ମାତ୍ରା ବଢ଼ିବାରେ ଲାଗିଛି । ହେଲେ ଏହାର ପ୍ରତିକାର ପାଇଁ କୌଣସି ପ୍ରକାର ପଦକ୍ଷେପ ନିଆ ଯାଉ ନାହିଁ…

ଚାରି ଡକାୟତ ଗିରଫ – ହାତବୋମା ସହ ମାରଣାସ୍ତ୍ର ଜବତ

ଅନୁଗୁଳ – ଅନୁଗୁଳ ପୁଲିସ କବଜାରେ ଡକାୟତି ଯୋଜନା କରୁଥିବା ଗ୍ୟାଙ୍ଗର ୪ ସଦସ୍ୟ । ସୂଚନା ଅନୁଯାୟୀ ଗତକାଲି ରାତିରେ ଅନୁଗୁଳ ପୋଲିସ ପକ୍ଷରୁ ହୁଲୁରିସିଂହା…

ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଅନୁଗୁଳ – ଅନୁଗୁଳ ବନାଞ୍ଚଳ ପୁରୁଣାଗଡ଼ ସେକ୍ସନ ମଦନ ମହନ ପାଟଣାସାହିର ଶମ୍ଭୁନାଥ ପ୍ରଧାନ (୬୨) ଆଜି ସକାଳୁ ଛେଳି ପାଇଁ ଡାଳ ଆଣିବାକୁ ନିକଟସ୍ଥ ଜଙ୍ଗଲକୁ…