Blog

ତୁରନ୍ତ ଜାତୀୟ ରାଜପଥ ମରାମତି ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦେଶ

ଅନୁଗୁଳ – ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ ୫୫ ର ଅବସ୍ଥା ଶୋଚନୀୟ । ମୁଖ୍ୟତଃ ବଅଁରପାଳ ଠାରେ ଏହି ରାଜପଥରେ ଆଣ୍ଠୁଏ ଲେଖାଏଁ…

ବେଆଇନ୍ ରାସ୍ତାରେ କୋଇଲା ପରିବହନ – ୬୭ହଜାର ଫାଇନ୍ ଆଦାୟ

ତାଳଚେର – ଅନୁଗୁଳ ଜିଲ୍ଲାର ସମଲ ଥାନା ପୋଲିସ ଅଧିକାରୀ ରାତି ପେଟ୍ରୋଲିଂ ସମୟରେ ୮ଟି କୋଇଲା ଟ୍ରକକୁ ବେଆଇନ୍ ରାସ୍ତାରେ କୋଇଲା ପରିବହନ କରୁଥିବାରୁ ଜବତ…

ଜାତୀୟ ରାଜପଥ ୧୪୯ ନମ୍ବରରେ ଗାଡି ଚଳାଚଳ ନେଇ ଲାଗୁ ହେଲା କଟକଣା

ଅନୁଗୁଳ – ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ ୧୪୯ ନମ୍ବରରେ ଗାଡି ଚଳାଚଳ ନେଇ କଟକଣା ଲଗା ଯାଇଛି । ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର…

ଜେଲରୁ ଛୁ ମାରିଲେ ଦୁଇ କଏଦୀ – ପୁଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢାଉ

ପାଲଲହଡା – ଅନୁଗୁଳ ଜିଲ୍ଲା ପାଲଲହଡା ଉପଖଣ୍ଡ କାରାଗାରର ପାଚେରୀ ଡେଇଁ ଦୁଇ ବିଚରାଧୀନ କଏଦୀ ଫେରାର ହୋଇ ଯାଇଛନ୍ତି । ଗତକାଲି ବିଳମ୍ବିତ ରାତିରେ ଏହି…

ଜାଲ ପ୍ରମାଣପତ୍ରରେ ପିଇଟି ଚାକିରି ଘଟଣା – ମହିଳା ପିଇଟି ଗିରଫ

ଅନୁଗୁଳ – ଅନୁଗୁଳ ଜିଲ୍ଲାର ବିଭିନ୍ନ ସ୍କୁଲରେ ଜାଲ ପ୍ରମାଣପତ୍ର ଦେଇ ପିଇଟି ଚାକିରି କରିଥିବା ନେଇ ଅନୁଗୁଳ ଥାନାରେ ଅନୁଗୁଳ ଜିଲ୍ଲା ଶିକ୍ଷାଧିକାରୀ ନିରଞ୍ଜନ ସାହୁ ଅଭିଯୋଗ…

ଜବରଦଖଲ ହୋଇଥିବା ହଜାରେ ଏକର ଜମି ଫେରିବ ସରକାରୀ ଖାତାକୁ

ଅନୁଗୁଳ – ଜିଲ୍ଲାର ଅଧିକାଂଶ ସରକାରୀ ଜମି ଏବେ ଜବରଦଖଲକାରିଙ୍କ କବଜାରେ । ଶିଳ୍ପ ସମୃଦ୍ଧ ଅନୁଗୁଳ ଜିଲ୍ଲାର ମୂଲ୍ୟବାନ ସରକାରୀ ଜମି ମଧ୍ୟରୁ କିଛି ଅଂଶକୁ…

ମାଉସୀ ଶାଶୁକୁ ଦୁଷ୍କର୍ମ ଅଭିଯୋଗରେ ଝିଆରୀ ଜ୍ଵାଇଁ ଗିରଫ

ଅନୁଗୁଳ – ମାଉସୀ ଶାଶୁକୁ ଦୁଷ୍କର୍ମ ଅଭିଯୋଗରେ ଝିଆରୀ ଜ୍ଵାଇଁ ଗିରଫ । ଏଭଳି ଘଟଣା ଘଟିଛି ଅନୁଗୁଳ ଥାନା ଅଞ୍ଚଳରେ । ସୂଚନା ଅନୁସାରେ ଠାକୁରଗଡ…

ଜମିବିକ୍ରି ବେଳେ ଉତ୍ତରାଧିକାରୀ ପ୍ରମାଣପତ୍ର ଜାଲିଆତି – ୫ଜଣଙ୍କ ନାମରେ ମାମଲା

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ତହସିଲରେ ଉତ୍ତରାଧିକାରୀ ପ୍ରମାଣପତ୍ରରେ ଜାଲିଆତି ଅଭିଯୋଗ । ଏ ନେଇ ଆଜି(ଶୁକ୍ରବାର) ଛେଣ୍ଡିପଦା ତହସିଲଦାର ଥାନାରେ ଜଣାଇବା ପରେ ପୁଲିସ…

ବିରଳ ରକ୍ତଦାନ କରି ମହିଳାଙ୍କ ଜୀବନରକ୍ଷକ ସାଜିଲେ ଯୁବକ

ଅନୁଗୁଳ – ନବ କିଶୋର ସାହୁଙ୍କର ସ୍ତ୍ରୀ ସୁନନ୍ଦା ସାହୁଙ୍କର ଗର୍ଭ ଯନ୍ତ୍ରଣା ହେବାରୁ ଅନୁଗୁଳ ଜିଲ୍ଲା ଛେଣ୍ଡିପଦାର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।…

ମାନସିକ ବିକାରଗ୍ରସ୍ତ ଯୁବତୀକୁ ଉଦ୍ଧାର କଲେ ସମାଜସେବୀ

ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଦେଇ ଯାଇଥିବା ୧୪୯ ନମ୍ବର ଜାତୀୟ ରାଜପଥ ବାଇବାସ ଛକ ଠାରେ ଜଣେ ମାନସିକ ଭାରସାମ୍ୟ ହରାଇଥିବା ଜଣେ ଯୁବତୀ…

You cannot copy content of this page