ଛାତ୍ରଙ୍କ ଝୁଲନ୍ତା ମୃତଦେହ ଠାବ – ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ସାପୋଇସାହି ନିକଟସ୍ଥ ଏକ ମହୁଲ ଗଛରୁ ଜଣେ କଲେଜ ଛାତ୍ରଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି ।…
Angul Online Odia – Latest News, Breaking News, Odisha, Politics, Crime, Sports. Entertainment
Latest Local & National News | Politics and More on Angul
ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ସାପୋଇସାହି ନିକଟସ୍ଥ ଏକ ମହୁଲ ଗଛରୁ ଜଣେ କଲେଜ ଛାତ୍ରଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି ।…
ଅନୁଗୁଳ – ଅନୁଗୁଳ ସଦର ଥାନା ଅନ୍ତର୍ଗତ ଖଲାରି ବିଶ୍ବାଳ ସାହି ନିକଟରେ ଏକ ଭଡ଼ା ଘରେ ରହୁଥିବା ତାଳଚେର ତହସିଲ ଅଫିସର କନିଷ୍ଠ କିରାଣି ପ୍ରଶାନ୍ତ…
ସମ୍ବଲପୁର – ସମ୍ବଲପୁର ପୁଲିସ IOCL ପାଇପଲାଇନ ଡକାୟତି ଗ୍ୟାଙ୍ଗ ଠାବ କରିବା ସମେତ ୬ ଜଣଙ୍କୁ ଗିରଫ କରିଛି । ଏନେଇ ଆଜି ସମ୍ବଲପୁର ଏସପି…
ଅନୁଗୁଳ – ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଚାନକ ପରିଦର୍ଶନ କରିଛନ୍ତି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଓ ଏସ୍ପି ଜଗମୋହନ ମୀନା । ଉଭୟ ଆଜି…
ଅନୁଗୁଳ – ଅନୁଗୁଳ ଜିଲ୍ଲାର ଜଣେ ଓକିଲଙ୍କୁ ଆକ୍ରମଣ କରିଥିବା ଅଭିଯୋଗରେ ପୁଲିସ ୬ ଜଣଙ୍କୁ ଗିରଫ କରିଛି । ପୁଲିସ ସୂଚନା ଅନୁସାରେ, ଅନୁଗୁଳ ସଦର…
ଅନୁଗୁଳ – ସୋମବାର ସକାଳ ସମୟରେ ଅନୁଗୁଳ ସଦର ଥାନା ପୁଲିସ ପେଟ୍ରୋଲିଂ କରୁଥିବା ସମୟରେ ଡକାୟତି ପାଇଁ ଯୋଜନା କରୁଥିବା ଗ୍ୟାଙ୍ଗ ଉପରେ ଅତର୍କିତ ଚଢ଼ାଉ…
କଟକ – ଦୀର୍ଘ ୨୨ବର୍ଷ ଧରି ବଳାତ୍କାର ଓ ହତ୍ୟା ମାମଲାରେ ସଜା କାଟୁଥିବା ଅନୁଗୁଳର ବହୁଚର୍ଚ୍ଚିତ ଲିଜାରାଣୀ ହତ୍ୟାକାଣ୍ଡର ଆସାମୀ ଅମିତାଭ ଦାସର ମୃତ୍ୟୁ ହୋଇଛି…
ଅନୁଗୁଳ – ସୋମବାରରୁ ସବୁ ସରକାରୀ କାର୍ଯ୍ୟାଳୟରେ ହେବ ଅଭିଯୋଗ ଶୁଣାଣି । ଦୁଇ ବର୍ଷ ପରେ ପୁଣି ଥରେ ଅଭିଯୋଗ ପ୍ରକୋଷ୍ଠ ଖୋଲିବ । ପୂର୍ବପରି…
ଛେଣ୍ଡିପଦା – ଚାଷୀଙ୍କୁ ସହାୟକ ହେବ ଡ୍ରୋନ୍ । ଡ୍ରୋନ୍ ସହାୟତାରେ ଚାଷୀ ଫସଲରେ କୀଟନାଶକ ସିଞ୍ଚନ କରି ନିଜର ସମୟ ବଞ୍ଚାଇବା ସହ ଏହା ଚାଷୀର…
ଅନୁଗୁଳ – କଳାହାଣ୍ଡି କପ୍ ପାଇଁ ଅନୁଗୁଳ କ୍ରିକେଟ ଦଳ ଘୋଷଣା ହୋଇଛି । ୧୫ ଜଣିଆ ଅନୁଗୁଳ ଦଳର ଅଧିନାୟକ ଭାବେ ଶୁଭ୍ରଜ୍ୟୋତି ମିଶ୍ରଙ୍କୁ ଚୟନ…
ଅନୁଗୁଳ – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅନ୍ତର୍ଗତ କଇଁଛପଦା ଗାଁ ନିକଟରୁ ବେଆଇନ କୋଇଲା ଚାଲାଣ କରୁଥିବା ଏକ ଟ୍ରକ୍ ଛେଣ୍ଡିପଦା ପୁଲିସ ଜବତ କରିଛି…
ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଜରପଡା ଥାନା ଦୁର୍ଗାପୁର ଛକ ନିକଟରେ ଥିବା ମଣ୍ଡପରୁ ଏକ ରକ୍ତ ଜୁଡୁବୁଡୁ ମୃତ୍ୟୁ ଦେହ ଉଦ୍ଧାର । ମୃତକ ଜଣକ…
ଅନୁଗୁଳ – କେନ୍ଦ୍ର ଶିକ୍ଷା, ଦକ୍ଷତାବିକାଶ ଓ ଉଦ୍ୟମିତା ବିଭାଗ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ଅନୁଗୁଳ ଗସ୍ତରେ ଆସିଛନ୍ତି । ଅପରାହ୍ନରେ ସେ ଅନୁଗୁଳ ପହଞ୍ଚି…
ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ବାଗଡିଆରୁ ଟାଙ୍ଗିରି ରାସ୍ତାରେ ଏକ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ଟାଙ୍ଗିରୀ ଗ୍ରାମ…
ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ତାପମାତ୍ରା ଆଶାତୀତ ଭାବେ ବୃଦ୍ଧି ପାଇଥିବା ବେଳେ ବିଭିନ୍ନ ସ୍ଥାନରେ ଜଳ ସଙ୍କଟ ଦେଖା ଗଲାଣି । ପିଇବା ପାଣି ଟିକିଏ…
You cannot copy content of this page