Blog

କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା – ବୁଦା ମୂଳରୁ ମୃତଦେହ ଉଦ୍ଧାର

ଗାଧେଇବାକୁ ଯାଇ ଫେରିଲେ ନାହିଁ ।  ଗଣ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ ।  ସନ୍ଦେହରେ ୩ ଅଟକ ।  ସ୍ଵପ୍ନ ଅଧାରେ ରହିଗଲା – ଲକ୍ଷ୍ୟ…

ନିଆରା ଢଙ୍ଗରେ ଅଲମ୍ପିକ୍ସ ଶୁଭେଚ୍ଛା

ଅନୁଗୁଳ – ଜାପାନର ଟୋକିଓରେ ଆଜି(ଶୁକ୍ରବାର) ଠାରୁ ଅଲମ୍ପିକ ମ୍ୟାଚ୍ ଆରମ୍ଭ ହେବ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଭାରତରୁ ମଧ୍ୟ ବିଭିନ୍ନ…

ସଡକ ପରିବହନ ମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ମହେଶ ସାହୁ

ଅନୁଗୁଳ – ଢେଙ୍କାନାଳ ସାଂସଦ ଶ୍ରୀଯୁକ୍ତ ମହେଶ ସାହୁ , କେନ୍ଦ୍ର ସରକାରଙ୍କ ସଡକ ପରିବହନ ମନ୍ତ୍ରୀ ଶ୍ରୀଯୁକ୍ତ ନିତିନ ଜୟରାମ ଗଡ଼କରୀଙ୍କୁ ପାର୍ଲ୍ୟାମେଣ୍ଟ କାର୍ଯ୍ୟାଳୟରେ ସ୍ୱଜନ୍ୟ…

ବିଦ୍ୟାଳୟରୁ ତାଲା ଭାଙ୍ଗି ଚୋରି

ବନ୍ତଳା – ଅନୁଗୁକ୍ଳ ଜିଲ୍ଲା ପୁରୁଣାଗଡ଼ ମାଟିଆ ସାହି ପ୍ରାଥମିକ ବିଦ୍ୟାଳୟରୁ ଚୋରି ହୋଇଥିବା ବନ୍ତଳା ଥାନାରେ ଅଭିଯୋଗ ହୋଇଛି । ସୂଚନା ଅନୁସାରେ ସ୍କୁଲର ଶିକ୍ଷକ…

ଜାତୀୟ ରାଜପଥରେ ଓଲଟିଲା କାର – ଗୋଟିଏ ପରିବାରର ୪ ଗୁରୁତର

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥରେ ଜରପଡା ଥାନା ଭାଗିରଥୀପୁର ନିକଟରେ ଏକ କାର ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେବା…

ବଜ୍ରପାତରେ ନାବାଳକ ମୃତ

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଶିଙ୍କୁଳାପାଟ ଗ୍ରାମରେ ଗୁରୁବାର ବଜ୍ରପାତରେ ଜଣେ ନାବାଳକର ମୃତ୍ୟୁ ହୋଇଛି । ମୃତ ନାବାଳକ ହେଲେ ଶିଙ୍କୁଳାପାଟ ଗ୍ରାମର…

ନକଲି ବନ୍ଧୁକ ଦେଖାଇ ଆତଙ୍କ ରଚିଲା ପ୍ରେମିକ – ଥାନାରେ ଅଟକ

ଅନୁଗୁଳ – ପ୍ରେମିକାର ବାହାଘର ଖବର ପାଇ ରହି ପାରିଲା ନାହିଁ ପ୍ରେମିକ । ଆଉ ପ୍ରେମିକାର ବାହାଘରରେ ପହଞ୍ଚି ଯାଇ ଆରମ୍ଭ କରି ଦେଇଥିଲା ଗଣ୍ଡଗୋଳ…

ସଡକ ଦୁର୍ଘଟଣାରେ ପରିବାର ସମେତ କନିଷ୍ଠଯନ୍ତ୍ରୀ ଆହତ

ଆଠମଲ୍ଲିକ – ଅନୁଗୁଳ ଜିଲ୍ଲା ଠାକୁରଗଡଠାରେ ଭାରସାମୟ ହରାଇ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଥିବା ବେଳେ ଆଠମଲ୍ଲିକ ବ୍ଲକର ଜଣେ କନିଷ୍ଠଯନ୍ତ୍ରୀଙ୍କ ସମେତ ସପରିବାର ଆହତ ହୋଇଥିବା…

ପେନସିଲ ମୁନରେ ଜଗନ୍ନାଥ

ଆଠମଲ୍ଲିକ – ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ଅଞ୍ଚଳର ବାଲୁକା ଚିତ୍ର ଶିଳ୍ପୀ ବାହୁଡା ଯାତ୍ରା ଅବସରରେ ପେନସିଲ ମୁନରେ ଜଗନ୍ନାଥଙ୍କ ଆକୃତି ତିଆରି କରି ସମସ୍ତଙ୍କ ମନ…

ଅଜଣା ଗାଡି ଧକ୍କାରେ ମୋଟରସାଇକେଲ ଆରୋହୀ ମୃତ

କଣିହାଁ- ଅନୁଗୁଳ ଜିଲ୍ଲା ସମଲ ଥାନା ପୁରୁଣାବଲାଙ୍ଗି ଗାଁ ନିକଟସ୍ଥ ବଲାଙ୍ଗି- ସମଲ ରାସ୍ତାରେ ଭୋର ସମୟରେ ମୋଟରସାଇକେଲରେ ଯାଉଥିବା ଦୁଇଜଣକୁ କୌଣସି ଅଜଣା ଗାଡି ଧକ୍କା…

କାନ୍ଥ ଭୁଶୁଡି ସ୍ଵାମୀ-ସ୍ତ୍ରୀ ଓ ଝିଅ ଆହତ

ନାଲକୋନଗର – ଅନୁଗୁଳ ଜିଲ୍ଲା ନାଲକୋନଗର ଥାନା ଅନ୍ତର୍ଗତ କୁରୁଡୁଲୁ ଗ୍ରାମରେ  ଗତକାଲି ରାତିରେ କାନ୍ଥ ଭୁଶୁଡି ସ୍ଵାମୀ-ସ୍ତ୍ରୀ ଓ ଝିଅ ଆହତ ହୋଇଥିବା ଜଣା ପଡିଛି…

ସରକାରୀ ଡାକବଙ୍ଗଳାରୁ ଗଛ କଟା ଘଟଣା – ପୌରପାଳିକା କର୍ମଚାରୀ ଗିରଫ

ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେରରେ ଥିବା ସରକାରୀ ଡାକ ବଙ୍ଗଳାରୁ ୧୪ ତାରିଖ ବିଳମ୍ବିତ ରାତିରେ ମୂଲ୍ୟବାନ ଶାଗୁଆନ ଗଛ କାଟି ନେଇ ଯାଇଥିବା ଘଟଣାରେ…

You cannot copy content of this page