Blog

ତାଳଚେର ଯୁବକଙ୍କ ମୃତଦେହ ବ୍ରହ୍ମପୁରରୁ ଉଦ୍ଧାର

ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଅଞ୍ଚଳର ଜଣେ ଯୁବକଙ୍କ ମୃତଦେହ ଗଞ୍ଜାମର ଏକ ଆପାର୍ଟମେଣ୍ଟରୁ ଉଦ୍ଧାର ହୋଇଛି । ମୃତ ଯୁବକ ସମ୍ବିତ ସାହୁ ଏକ…

ମୃଦୁଳା ଠାକୁରଙ୍କ ମା’ବାୟାଣୀ ଦର୍ଶନ

ଛେଣ୍ଡିପଦା, ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବ୍ଳକ ପାତ୍ରପdaaର ଅଧିଷ୍ଠାତ୍ରୀ ଦେବୀ ମା’ବାୟାଣୀଙ୍କର ବାର୍ଷିକ ପୂଜାରେ ସମ୍ବଲପୁର ସାଂସଦ praarthii ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହଧର୍ମିଣୀ ,…

ଅନୁଗୁଳରେ ବବିଙ୍କ ପ୍ରଚାର ଆରମ୍ଭ – ମା’ଙ୍କ ନେଲେ ଆଶିଷ

ଅନୁଗୁଳ – ଅନୁଗୁଳ ଜିଲ୍ଲା ଆଠମଲ୍ଲିକର ଅଧ‌ିଷ୍ଠାତ୍ରୀ ଦେବୀ ମାହେଶ୍ବରୀଙ୍କ ଦର୍ଶନ ସହ ଅନୁଗୁଳ ଜିଲ୍ଲାରେ ପ୍ରଚାର ଆରମ୍ଭ କରିଛନ୍ତି ବିଜେଡିର ସମ୍ବଲପୁର ସାଂସଦ ପ୍ରାର୍ଥୀ ପ୍ରଣବ…

ଦୁଷ୍କର୍ମକାରୀକୁ ୧୦ ବର୍ଷ କାରାଦଣ୍ଡ

ଅନୁଗୁଳ – ୨୦୧୭ ମସିହା ଅକ୍ଟୋବର ୮ ତାରିଖରେ ନିଶା ଶିଳ୍ପାଞ୍ଚଳ ଥାନା ଅଞ୍ଚଳରେ ଏକ ନାବାଳିକା ବଳାତ୍କାର ମାମଲାର ରାୟ ମଙ୍ଗଳବାର ଫାଷ୍ଟଟ୍ରାକ୍ ପୋକ୍ସୋ କୋର୍ଟରେ…

କଂଗ୍ରେସରେ କଉଠି କିଏ ହେବ ପ୍ରାର୍ଥୀ ତାକୁ ନେଇ ସରୁନି ଦ୍ଵନ୍ଦ

ଅନୁଗୁଳ – ବିଜେଡି ଲୋକସଭା ସହ କିଛି ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରି ସାରିଲାଣି । ବିଜେପି ମଧ୍ୟ ଏହି ଦୌଡରେ ଆଗରେ ରହି…

କଂଗ୍ରେସ ଜିଲ୍ଲା ସଭାପତି ଦେଲେ ଇସ୍ତଫା – ଅମ୍ବିକାଙ୍କୁ ଦାୟୀତ୍ୱ

ଅନୁଗୁଳ – ନୀର୍ବାଚନ ମୁଣ୍ଡ ଉପରେ ଥିବା ବେଳେ ହାଠାତ ଜିଲ୍ଲା କଂଗ୍ରେସ ସଭାପତି ପଦରୁ ସଂଗ୍ରାମ ମିଶ୍ର ଇସ୍ତଫା ଦେଇଛନ୍ତି । ତାଙ୍କ ଇସ୍ତଫା ପରେ…

କଣ୍ଟ ପୁରିଲା , ରହିଲା ନାହିଁ ରାଜପଥ ନେଇ ପ୍ରଶାସନ ପ୍ରତିଶୃତି

ଅନୁଗୁଳ – ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ ୫୫ ର ଦୁରବସ୍ଥା ନେଇ ଅନୁଗୁଳ ସଚେତନ ନାଗରିକ ଧାରଣାରେ ବସିଥିଲେ । ଏହି ଜାତୀୟ…

ବିଜେଡି ଓ ବିଜେପି ଉପରେ ବର୍ଷିଲେ କଂଗ୍ରେସ ମୁଖପାତ୍ର ଜଗଦାନନ୍ଦ

ଅନୁଗୁଳ – ଅନୁଗୁଳ ଜିଲ୍ଲାର ବରିଷ୍ଠ ସମ୍ବାଦିକ ଜଗଦାନନ୍ଦ ପ୍ରଧାନ ସାମ୍ବାଦିକତା କ୍ଷେତ୍ରରେ ପ୍ରାୟ ୪୦ ବର୍ଷ ହେଲା କାମ କରି ଆସୁଥିବା ବେଳେ ଗତ କିଛିଦିନ…

ଓକିଲ ସଂଘ କର୍ମକର୍ତ୍ତା ନୀର୍ବାଚିତ

ଅନୁଗୁଳ – ଓଡିଶା ରାଜ୍ୟ ଆଇନଜୀବୀ ପରିଷଦର ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ରେ ପରିଚାଳିତ ହୋଇଥିବା ଓକିଲ ସଂଘ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି l ଅନୁଗୁଳ ଓକିଲ…

You cannot copy content of this page