ମୁଖ୍ୟ ଖବର ରେଳ ଧାରଣା କଡରୁ ଯୁବକଙ୍କ ମୃତଦେହ ଉଦ୍ଧାର – ଟ୍ରେନରୁ ପଡି ଯାଇଥିବା ସନ୍ଦେହ Angul OnlineAugust 28, 2022August 28, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ଜରପଡା ଥାନା ତୁକୁଡ଼ା ଗାଁ ରେଳ ଧାରଣା କଡରେ ଜଣେ ଯୁବକର କ୍ଷତ ବିକ୍ଷତ ମୃତଦେହ ଦେଖିବାକୁ ମିଳିଥିଲା । ଯୁବକ ଜଣକର ବୟସ ପଚିଶରୁ ତିରିଶ ଭିତରେ ହେବ । ତାଙ୍କ ଆଖିରେ ଗଭୀର କ୍ଷତ ହୋଇଛି । ଯୁବକ ଜଣକ ସ୍ଥାନୀୟ ଅଞ୍ଚଳର ହୋଇନଥିବା ଜଣାପଡିଛି । ଯୁବକ ଜଣଙ୍କ ଗଞ୍ଜାମ ଅଞ୍ଚଳର ହୋଇଥିବା ବେଳେ ସେ ସୁରଟରୁ ଫେରୁଥିବା ଜିଆରପି ପୁଲିସ କହିଛି । ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ଟ୍ରେନରୁ ଯୁବକ ଜଣଙ୍କ ଖସି ପଡି ଏଭଳି ମୃତ୍ୟୁ ମୁଖରେ ପଡିଥିବା ପୁଲିସ ସନ୍ଦେହ କରୁଛି । Advertisement
ଘର ଭିତରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର – ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ ଅନୁଗୁଳ – ଅନୁଗୁଳ କୁମଣ୍ଡ ଗାଁର ଗାଣ୍ଡୁ ପଡ଼ିଆର ଏକ ଘର ଭିତରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ମହିଳା ହେଲେ ମାମି…
ସୁନାଗହଣା ଦୋକାନରେ ଅନିୟମିତତା – ୭ ଦୋକାନକୁ ୨୭ ହଜାର ଜୋରିମାନା ଅନୁଗୁଳ – ଅନୁଗୁଳ ସହରର ବିଭିନ୍ନ ସୁନାଗହଣା ଦୋକାନ ଗୁଡିକରେ ଏନଫୋର୍ସମେଣ୍ଟ ସ୍କ୍ବାଡ ଚଢାଉ କରି ଲାଇସେନ୍ସ , ଓଜନମାପ ଓ ଦରଦାମରେ ଅନିୟମିତତା ଅଭିଯୋଗ ନେଇ…
ଟ୍ରକ ପଛରେ ପିଟିହେଲା ଯାତ୍ରୀବାହି ବସ – ୧୫ ରୁ ଅଧିକ ଆହତ ଅନୁଗୁଳ – ଅନୁଗୁଳ ଜିଲ୍ଲା ଦେବଗଡ-ଅନୁଗୁଳ ରାସ୍ତା ନିଶା ନିକଟରେ ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ୧୫ ଜଣରୁ ଅଧିକ ଆହତ ହୋଇଥିବା ଜଣା…