ଅପରାଧ ଗଞ୍ଜେଇ ଚାଷ ନଷ୍ଟ କଲା ଅବକାରୀ ବିଭାଗ Angul OnlineJanuary 6, 2022January 6, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ଜରାପଡା ଥାନା ଅଞ୍ଚଳରେ ଏବେ ମଧ୍ୟ ବେଆଇନ ଗଞ୍ଜେଇ ଚାଷ ହେଉଥିବା ଜଣା ପଡିଛି । ଆଜି କୌଣସି ସୂତ୍ରରୁ ଖବର ପାଇ ଅନୁଗୁଳ ଅବକାରୀ ବିଭାଗ ଏହି ବେଆଇନ ଭାବେ ଚାଷ ଉପରେ ଚଢାଉ କରିଥିଲା । ଜରାପଡା ଥାନା ମାଟିଗାଡିଆସାହିର ଏକ କାଜୁ ବଗିଚାରେ ପ୍ରାୟ ୦.୮୫ ଏକରରେ ହୋଇଥିବା ଏହି ଗଞ୍ଜେଇ ଗଛକୁ କାଟି ପୋଡି ଦିଆ ଯାଇଛି । ଅନୁଗୁଳ ଅବକାରୀ ଅଧିକ୍ଷକଙ୍କ ନିରଦେଶରେ ଚଢାଉରେ ଅନୁଗୁଳ ଅବକାରୀ ବିଭାଗ ଓ ମୋବାଇଲ ଟିମ ସାମିଲ ହୋଇଥିଲେ । Advertisement
କୁକୁଡା ଫାର୍ମ ତଳେ ଅଣ୍ଡରଗ୍ରାଉଣ୍ଡ ଡିପୋ – ବିପୁଳ ପରିମାଣର ମଦ ଜବତ ଅନୁଗୁଳ – ଅନୁଗୁଳ ଜିଲ୍ଲା ଜରାସିଂହା ଗ୍ରାମରେ ଆଜି ସନ୍ଧ୍ୟାରେ ଅନୁଗୁଳ ସ୍ପେସିଆଲ ସ୍କ୍ୱାର୍ଡ ପୁଲିସ ଚଢାଉ କରି ବିପୁଳ ପରିମାଣର ଦେଶୀ ଓ ବିଦେଶୀ ମଦ…
ଗୁଣିଗାରେଡି ସନ୍ଦେହରେ ଯୁବକଙ୍କୁ ହତ୍ୟା ଅଭିଯୋଗ କଣିହାଁ – ଅନୁଗୁଳ ଜିଲ୍ଲା କଣିହାଁ ଥାନା ଅନ୍ତର୍ଗତ ତାଳପଦା ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ବିବାହିତ ଯୁବକଙ୍କୁ ହତ୍ୟା କରାଯାଇଥିବା ମୃତକଙ୍କ ପତ୍ନୀ ଥାନାରେ ବୁଧବାର…
ମୁଖ୍ୟ ଚିକିତ୍ସାଳୟ ପରିସରରେ ଯୁବକଙ୍କ ଆତ୍ମହତ୍ୟା ଅନୁଗୁଳ – ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଜଣେ ଯୁବକ ଆତ୍ମହତ୍ୟା କରିଥିବା ଜଣା ପଡ଼ିଛି । ମୃତ ଯୁବକ ଜଣଙ୍କ ଦେବଗଡ଼ ଜିଲ୍ଲାର ସଞ୍ଜୟ…