ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଅନୁଗୁଳ – ଅନୁଗୁଳ ବନାଞ୍ଚଳ ପୁରୁଣାଗଡ଼ ସେକ୍ସନ ମଦନ ମହନ ପାଟଣାସାହିର ଶମ୍ଭୁନାଥ ପ୍ରଧାନ (୬୨) ଆଜି ସକାଳୁ ଛେଳି ପାଇଁ ଡାଳ ଆଣିବାକୁ ନିକଟସ୍ଥ ଜଙ୍ଗଲକୁ…

୨୦୨୭ ମସିହା ସେପ୍ଟେମ୍ବର ମାସ ସୁଦ୍ଧା କାର୍ଯ୍ୟକ୍ଷମ ହେବ NTPC TTPS

ଅନୁଗୁଳ – ୨୦୨୭ ମସିହା ସେପ୍ଟେମ୍ବର ମାସ ସୁଦ୍ଧା କାର୍ଯ୍ୟକ୍ଷମ ହେବ ବନ୍ଦ ହୋଇ ଯାଇଥିବା NTPC TTPS ର ପ୍ରଥମ ୟୁନିଟ । ଏଥିପାଇଁ ପ୍ଲାଣ୍ଟର…

ବଦଳିଲେ ଉପ-ଜିଲ୍ଲାପାଳ ଓ ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ

ଅନୁଗୁଳ – ଅନୁଗୁଳ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀଙ୍କ ସମେତ ଅନୁଗୁଳ ଓ ପାଲଲହଡା ଉପ-ଜିଲ୍ଲାପାଳଙ୍କ ବଦଳି ହୋଇଛି । ସାଧାରଣ…

ସିଙ୍ଗରାଣୀ କମ୍ପାନୀର ଗଛକଟାକୁ ତୀବ୍ର ବିରୋଧ

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଳକର ଛେଣ୍ଡିପଦା ସରଂକ୍ଷିତ ଜଙ୍ଗଲରେ ଗଛ କଟାକୁ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ଦେଖାଦେଇଛି । ସରକାର ଓ ପ୍ରଶାସନର…

ଅଭିଯୋଗ ଶୁଣାଣି ପାଲଟିଛି ପ୍ରହସନ – ଆସୁ ନାହାନ୍ତି ଅଧିକାରୀ

ଛେଣ୍ଡିପଦା – ଲୋକମାନଙ୍କ ସୁବିଧା ଅସୁବିଧା ଦୂର କରିବା ଏବଂ ସରକାରୀ କଳର ସ୍ବଚ୍ଛତା ପାଇଁ ରାଜ୍ୟସରକାର ପ୍ରତ୍ୟେକ ପଞ୍ଚାୟତରେ ଲୋକ ମାନଙ୍କ ଅଭିଯୋଗ ଗ୍ରହଣ କରିବା…

ଗଛ କଟା ପାଇଁ କାନ୍ଦିଲେ ରେଞ୍ଜର – ଲଣ୍ଡା ହୋଇ ଶୁଦ୍ଧିକ୍ରିୟା କଲେ ପରିବେଶପ୍ରେମୀ

ଛେଣ୍ଡିପଦା – ସରକାର ମା ପାଇଁ ଗଛଟିଏ ନାରା ଦେଉଥିବା ବେଳେ ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକରେ କୋଇଲା ଖଣି ନିମନ୍ତେ ଗଛ କଟା ଯିବାକୁ ପ୍ରସ୍ତୁତି…

ଜୋର ଜବରଦସ୍ତ ଚାନ୍ଦା ଅଭିଯୋଗ – ଡ୍ରାଇଭରମାନେ ଏକାଠି ହୋଇ ଛିଡା କରିଦେଲେ ଟ୍ରକ

ଅନୁଗୁଳ – ଅନୁଗୁଳ ଜିଲ୍ଲା ନାଲକୋନଗର ସିପିପି ପ୍ଳାଣ୍ଟ ସମ୍ମୁଖରେ କିଛି ଲୋକ ଜୋର ଜବରଦସ୍ତ ଚାନ୍ଦା ଆଦାୟ କରୁଥିବା ଅଭିଯୋଗ କରିଛନ୍ତି ଡ୍ରାଇଭର । ଚାନ୍ଦା…

ଫାଷ୍ଟ ଫୁଡ୍ ଦୋକାନରୁ ବିପୁଳ ପରିମାଣର ବିଦେଶୀ ମଦ ଜବତ

ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ବଲ୍ହର ଛକ ନିକଟସ୍ଥ ଏକ ଫାଷ୍ଟ ଫୁଡ୍ ଦୋକାନରୁ ବିପୁଳ ପରିମାଣର ବିଦେଶୀ ମଦ ଜବତ କରିବା ସହ ବେପାରରେ…

ଝୁଲନ୍ତା ମୃତଦେହ ତଳେ ଜଗି ରହିଛି ପୋଷା କୁକୁର – ପାଖ ମଡାଇ ଦେଉନି କାହାକୁ

ଅନୁଗୁଳ – ଝୁଲି ରହିଛି ବୃଦ୍ଧଙ୍କ ମୃତଦେହ । ମୃତଦେହ ତଳେ ଜଗି ରହିଛି ମୃତକଙ୍କ ପୋଷା କୁକୁର । ମୃତ ଦେହ ପାଖ ଭର୍ତ୍ତି କରି…

ଦୀର୍ଘ ୧୦ ବର୍ଷ ହେଲା ଚାଲିଥିଲା ସେକ୍ସ ରାକେଟ – ଚଢାଉ କଲା ସ୍ପେସିଆଲ ସ୍କ୍ବାର୍ଡ

ଅନୁଗୁଳ – ଅନୁଗୁଳ ଜିଲ୍ଲା ନାଲକୋନଗର ଥାନା ସିପିପି ସ୍ଥିତ ଅସ୍ଥାୟୀ ବସଲା ହଟିଂ ନିକଟରୁ ସେକ୍ସ ରାକେଟ ଠାବ କରିଛି ଅନୁଗୁଳ ସ୍ପେସିଆଲ ସ୍କ୍ବାର୍ଡ ।…

You cannot copy content of this page