ବ୍ରାହ୍ମଣଦେଇପଡାରୁ ଶିଶୁପୁତ୍ର ଉଦ୍ଧାର

ଅନୁଗୁଳ – ଅନୁଗୁଳ ସହର ବ୍ରାହ୍ମଣଦେଇପଡାରୁ ଏକ ନବଜାତକ ଶିଶୁପୁତ୍ର ଉଦ୍ଧାର କରାଯାଇଛି । ପଡାର ଏକ ପିଣ୍ଡିରେ କପଡ଼ାରେ ଗୁଡା ହୋଇ ଶିଶୁପୁତ୍ରଟି ପଡିଥିବା ବେଳେ…

ବାହାଘର ପାଇଁ ନାରାଜ ହେବାରୁ ପ୍ରେମିକ ଘର ଆଗରେ ପ୍ରେମିକାର ଧାରଣା

ଅନୁଗୁଳ – ଅନୁଗୁଳ ଜିଲ୍ଲା କଣଲୋଇ ଗାଁରେ ପ୍ରେମିକର ଘର ଆଗରେ ପ୍ରେମିକାର ଧାରଣା । ଗତ କିଛି ବର୍ଷ ହେଲା ପ୍ରେମ ସମ୍ପର୍କ ରଖିବା ପରେ…

ଆବର୍ଜନା ଗଦା କରିବାରୁ ଦୁଇ ଦୋକାନ ସିଲ କଲା ପ୍ରଶାସନ

ଅନୁଗୁଳ – ଦୋକାନ ଆଗରେ ଆବର୍ଜନା କରୁଥିବା ଯୋଗୁଁ ଆଜି ଦୁଇଟି ଦୋକାନକୁ ଅନୁଗୁଳ ପ୍ରଶାସନ ପକ୍ଷରୁ ସିଲ କରାଯାଇଛି । ସୂଚନା ଅନୁସାରେ ବସଷ୍ଟାଣ୍ଡରୁ କାଞ୍ଚନ…

ଆଇରନ ବଟିକା ଖାଇ ଛାତ୍ରଛାତ୍ରୀ ଅସୁସ୍ଥ ଅଭିଯୋଗ

ଅନୁଗୁଳ – ଆଇରନ ବଟିକା ଖାଇ ୯ ରୁ ଅଧିକ ଶିଶୁ ଅସୁସ୍ଥ ହୋଇଥିବା ଅଭିଯୋଗ ଆସିଛି । ସୂଚନା ଅନୁସାରେ ଛେଳିଆପଡା ପଞ୍ଚାୟତ ନୂଆଁଗାଁ ପ୍ରାଥମିକ…

ଟ୍ରକ ସହ ଧକ୍କା ହୋଇ ୨ ମୋଟରସାଇକେଲ ଆରୋହୀ ମୃତ

ଅନୁଗୁଳ – ସଡକ ଦୁର୍ଘଟଣାରେ ୨ ମୃତ । ଅନୁଗୁଳ ଜିଲ୍ଲା ରାଜ୍ୟ ରାଜପଥ ୬୩ ର ମାଳିବ୍ରାହ୍ମଣୀ ନିକଟରେ ଟ୍ରକକୁ ମୋଟରସାଇକେଲ ଧକ୍କା ଦ୍ଵବା ଫଳରେ…

ମେଗା ପାନୀୟ ଜଳ ପ୍ରକଳ୍ପରେ ଅଘଟଣ – ମାଟି ଅତଡା ପଡି ଶ୍ରମିକ ମୃତ

ଛେଣ୍ଡିପଦା – ମାଟି ଅତଡା ଖସିପଡି ଜଣେ ଶ୍ରମିକଙ୍କ ମୃତ୍ୟୁ । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଛେଣ୍ଡିପଦା ଥାନା ଅଂଚଳର ଧଉରାଖମଣ ନିକଟରେ ଏହି ଘଟଣା…

ସରିଲା ତାଳଚେରର ଗଣପର୍ବ ଗଣେଷ ପୂଜା – ୮ଲକ୍ଷ ୭୦ ହଜାରରେ ଲଡୁ ନିଲାମ

ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେରରୁ ଆଜି(ଶନିବାର) ବିଦାୟ ନେଇଛନ୍ତି ପ୍ରଭୁ ଗଜାନନ । ଦୀର୍ଘ ୧୦ ଦିନ ଧରି ବିଭିନ୍ନ ପୂଜା ମଣ୍ଡପରେ ପୂଜା ପାଇବା…

କାର ଭିତରୁ ସୁରକ୍ଷାକର୍ମୀଙ୍କ ମୃତଦେହ ଉଦ୍ଧାର

ବଅଁରପାଳ – ଅନୁଗୁଳ ଜିଲ୍ଲା ନାଲକୋନଗର ଥାନା ଅନ୍ତର୍ଗତ ୫୫ନଂ ଜାତୀୟ ରାଜପଥ କାଣ୍ଡସର ଗ୍ରାମ ନିକଟରେ ଛିଡ଼ା ହୋଇଥିବା (ଓଡ଼ି ୧୯ଟି ୫୮୨୦) ଏକ ମାରୁତି…

ଅମଲାପଡାରୁ ୧୨ ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନସୁଗାର ଜବତ

ଅନୁଗୁଳ – ପୂଜା ବଜାର ସରଗରମ ହେବା ପୂର୍ବରୁ ଅନୁଗୁଳ ଅବକାରୀ ବିଭାଗକୁ ଏକ ବଡ ସଫଳତା ମିଳିଛି । ଅନୁଗୁଳ ବଜାର ଭିତରୁ ୧୨୦ ଗ୍ରାମ…

ଠକେଇ ଅଭିଯୋଗରେ ତହସିଲ କାର୍ଯ୍ୟାଳୟର ଅସ୍ଥାୟୀ କର୍ମଚାରୀ ଗିରଫ

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ତହସିଲରେ ଜମି ପଟା ଫାଡକୁ ନେଇ ପୁଣି ଏକ ମାମଲା ରୁଜୁ ହୋଇଥିବା ବେଳେ ଏହି ଘଟଣାରେ ତହସିଲ କାର୍ଯ୍ୟାଳୟର…

ସ୍ଵାୟତ ଶାସନ ଦିବସକୁ ବର୍ଜନ କଲେ ବିଜେଡ଼ି କାଉନସିଲର ସମେତ ପୌରାଧ୍ୟକ୍ଷ

ତାଳଚେର – ୧୯୫୨ ମସିହାରେ ସ୍ଥାପିତ ତାଳଚେର ପୌରପାଳିକା ତା’ର ୭୧ ତମ ଜନ୍ମ ଦିବସ ତଥା ସ୍ବାୟତ୍ତ ଶାସନ ଦିବସ ପାଳନ କରିଥିବାବେଳେ ଅବ୍ୟବସ୍ଥା ଭିତରେ…

You cannot copy content of this page