୨୦୨୩ ରୁ ମେଡିକାଲ କଲେଜରେ ହେବ ନାମ ଲେଖା

ଅନୁଗୁଳ – ଆଗାମୀ ଏକାଡେମିକ ବର୍ଷରୁ ତାଳଚେର ମେଡିକାଲ କଲେଜ ପାଇଁ ନାମଲେଖା ଆରମ୍ଭ କରାଯିବ । ଆଜି ଓଡ଼ିଶା ସରକାରଙ୍କ ମୂଖ୍ୟ ଶାସନ ସଚିବ ଶ୍ରୀଯୁକ୍ତ…

ଜାତୀୟ ରାଜପଥ ସମସ୍ୟା ନେଇ ୨୪ ତାରିଖ ଓକିଲ ସଂଘ କରିବ ରାଜପଥ ଅବରୋଧ

ଅନୁଗୁଳ – ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥର ଅବସ୍ଥା ଅତି ଶୋଚନୀୟ ହୋଇପଡ଼ିଛି ।  ଏହି ରାସ୍ତାରେ ଯାତାୟତ କରିବା ପାଇଁ…

୫୫ ବର୍ଷୀୟ ପୁଅକୁ ଟାଙ୍ଗିଆରେ ହାଣି ହତ୍ୟା କଲା ୮୫ ବର୍ଷୀୟ ବାପ

ପାଲଲହଡା – ଅନୁଗୁଳ ଜିଲ୍ଲା ଖମାର ଥାନା ମୁଣ୍ଡୁରିବେଡା ଗାଁରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟି ଯାଇଛି । ସାମନ୍ୟ କଥାକୁ ନେଇ ୮୫ ବର୍ଷୀୟ ବାପ…

ଡାକ୍ତରଙ୍କ ପୁଅକୁ ଡାକ୍ତରୀ ପଢାଇବା କହି କୋଟିଏ ଟଙ୍କାର ଠକେଇ

ଅନୁଗୁଳ – ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ବରିଷ୍ଠ ସ୍ତ୍ରୀ ରୋଗ ଓ ପ୍ରସୂତି ବିଶେଷଜ୍ଞ ଡାକ୍ତର ଗୌରୀଶଙ୍କର ବଳ ପୁଅକୁ ମେଡିକାଲ କଲେଜରେ ପାଠ ପଢ଼ାଇ…

ଚକାଡୋଳା ବର୍ତ୍ତନ ଭଣ୍ଡାରରେ ଜିଏସଟି ଚଢାଉ – ଦୋକାନ ଛାଡି ପଳାଇଲେ ମାଲିକ

ଅନୁଗୁଳ – ଅନୁଗୁଳ ବଜାରରେ ଥିବା ଚକାଡୋଳା ବର୍ତ୍ତନ ଭଣ୍ଡାରରେ ଆଜି ଷ୍ଟେଟ ଜିଏସଟି ଏନଫୋର୍ସମେଣ୍ଟ ୟୁନିଟ ଅନୁଗୁଳ ପକ୍ଷରୁ ଚଢାଉ କରା ଯାଇଥିଲା । ଡେପୁଟି…

ତୁରନ୍ତ ଜାତୀୟ ରାଜପଥ ମରାମତି ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦେଶ

ଅନୁଗୁଳ – ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ ୫୫ ର ଅବସ୍ଥା ଶୋଚନୀୟ । ମୁଖ୍ୟତଃ ବଅଁରପାଳ ଠାରେ ଏହି ରାଜପଥରେ ଆଣ୍ଠୁଏ ଲେଖାଏଁ…

ଜାତୀୟ ରାଜପଥ ୧୪୯ ନମ୍ବରରେ ଗାଡି ଚଳାଚଳ ନେଇ ଲାଗୁ ହେଲା କଟକଣା

ଅନୁଗୁଳ – ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ ୧୪୯ ନମ୍ବରରେ ଗାଡି ଚଳାଚଳ ନେଇ କଟକଣା ଲଗା ଯାଇଛି । ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର…

ଜେଲରୁ ଛୁ ମାରିଲେ ଦୁଇ କଏଦୀ – ପୁଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢାଉ

ପାଲଲହଡା – ଅନୁଗୁଳ ଜିଲ୍ଲା ପାଲଲହଡା ଉପଖଣ୍ଡ କାରାଗାରର ପାଚେରୀ ଡେଇଁ ଦୁଇ ବିଚରାଧୀନ କଏଦୀ ଫେରାର ହୋଇ ଯାଇଛନ୍ତି । ଗତକାଲି ବିଳମ୍ବିତ ରାତିରେ ଏହି…

ଜାଲ ପ୍ରମାଣପତ୍ରରେ ପିଇଟି ଚାକିରି ଘଟଣା – ମହିଳା ପିଇଟି ଗିରଫ

ଅନୁଗୁଳ – ଅନୁଗୁଳ ଜିଲ୍ଲାର ବିଭିନ୍ନ ସ୍କୁଲରେ ଜାଲ ପ୍ରମାଣପତ୍ର ଦେଇ ପିଇଟି ଚାକିରି କରିଥିବା ନେଇ ଅନୁଗୁଳ ଥାନାରେ ଅନୁଗୁଳ ଜିଲ୍ଲା ଶିକ୍ଷାଧିକାରୀ ନିରଞ୍ଜନ ସାହୁ ଅଭିଯୋଗ…

ଜବରଦଖଲ ହୋଇଥିବା ହଜାରେ ଏକର ଜମି ଫେରିବ ସରକାରୀ ଖାତାକୁ

ଅନୁଗୁଳ – ଜିଲ୍ଲାର ଅଧିକାଂଶ ସରକାରୀ ଜମି ଏବେ ଜବରଦଖଲକାରିଙ୍କ କବଜାରେ । ଶିଳ୍ପ ସମୃଦ୍ଧ ଅନୁଗୁଳ ଜିଲ୍ଲାର ମୂଲ୍ୟବାନ ସରକାରୀ ଜମି ମଧ୍ୟରୁ କିଛି ଅଂଶକୁ…

ଜମିବିକ୍ରି ବେଳେ ଉତ୍ତରାଧିକାରୀ ପ୍ରମାଣପତ୍ର ଜାଲିଆତି – ୫ଜଣଙ୍କ ନାମରେ ମାମଲା

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ତହସିଲରେ ଉତ୍ତରାଧିକାରୀ ପ୍ରମାଣପତ୍ରରେ ଜାଲିଆତି ଅଭିଯୋଗ । ଏ ନେଇ ଆଜି(ଶୁକ୍ରବାର) ଛେଣ୍ଡିପଦା ତହସିଲଦାର ଥାନାରେ ଜଣାଇବା ପରେ ପୁଲିସ…

କଞ୍ଚାମାଲ ପାଇଁ ଟଙ୍କା ନେଇ ଠକାମୀ-ଥାନାରେ ଅଭିଯୋଗ

ଅନୁଗୁଳ – ରାଜ୍ୟ ବାହାରୁ କଞ୍ଚା ମାଲ ମଗାଇବାକୁ ଯାଇ ଠକାମୀର ଶିକାର ହୋଇଛନ୍ତି ଜଣେ ବ୍ୟବସାୟୀ । ନୂଆଦିଲ୍ଲୀର ଏକ କମ୍ପାନୀ ୨୨ ହଜାର ତାଙ୍କ…

ରାସ୍ତାରେ ଜଳିଗଲା ସ୍କୁଟି

ଅନୁଗୁଳ – ରାସ୍ତାରେ ସ୍କୁଟି ଚଲାଇ ଯାଉଥିବା ବେଳେ ଜଳିଗଲା ସ୍କୁଟି । ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ମହୀଧରପୁର-ସାତମାଇଲ ରାସ୍ତାର ମାଧିଆମୁଣ୍ଡା ଗ୍ରାମ ନିକଟରେ ଏଭଳି…

You cannot copy content of this page