ରାଜପଥ ଦୂରାବସ୍ଥା ପାଇଁ ପ୍ରତିବାଦ – ଚାରି ଘଣ୍ଟା ଧରି ଜାତୀୟ ରାଜପଥ ବନ୍ଦ

ଅନୁଗୁଳ – କଟକରୁ ସମ୍ବଲପୁର ସଂଯୋଗ କରିଛି ଜାତୀୟ ରାଜପଥ ୫୫ । ଏହି ରାଜପଥ ଉପରେ ଦୈନଦିନ ଲକ୍ଷାଧିକ ଲୋକ ନିର୍ଭର କରନ୍ତି । ହେଲେ…

ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଧାୟକଙ୍କ ନୋମିନୀ ନିଲମ୍ବିତ

ଭୁବନେଶ୍ଵର – ବିଜୁ ଜନତା ଦଳରୁ ନିଲମ୍ବିତ ହେଲେ ଆଠମଲ୍ଲିକ ବିଧାୟକ ରମେଶ ସାଏଙ୍କ ନୋମିନୀ ତଥା ବରିଷ୍ଠ ନେତା କ୍ଷୀରୋଦ ବାଘାର । ଦଳ ବିରୋଧୀ…

ଦଳ ବିରୋଧୀ କାର୍ଯ୍ୟ ପାଇଁ ଦଳରୁ ବ୍ଲକ ଅଧ୍ୟକ୍ଷ ନିଲମ୍ବନ

ଭୁବନେଶ୍ଵର – ବିଜୁ ଜନତା ଦଳରୁ ନିଲମ୍ବିତ ହେଲେ ଛେଣ୍ଡିପଦା ବ୍ଲକ ଅଧ୍ୟକ୍ଷ ତଥା ବରିଷ୍ଠ ନେତା ଅଶୋକ କୁମାର ପ୍ରଧାନ । ଦଳ ବିରୋଧୀ କାର୍ଯ୍ୟ…

ସିବିଆଇ ପଞ୍ଝାରେ ଖଣି ସୁରକ୍ଷା ଅଧିକାରୀ ଇଂନଚାର୍ଜ

ତାଳଚେର – ସିବିଆଇ ପଞ୍ଝାରେ ତାଳଚେର ଏମସିଏଲର ଖଣି ସୁରକ୍ଷା ଅଧିକାରୀ ଇଂନଚାର୍ଜ ଜୟନ୍ତ ବାରିକ । ତାଳଚେର ଏମସିଏଲର ବଳରାମ କୋଇଲା ଖଣି ସୁରକ୍ଷା ଅଧିକାରୀ…

ପୂର୍ବତନ ପୌରାଧ୍ୟକ୍ଷଙ୍କ ସମେତ ଅନେକ ବିରୋଧୀଙ୍କ ବିଜେଡ଼ିରେ ଯୋଗଦାନ

ଅନୁଗୁଳ – ପୌରପାଳିକା ନିର୍ବାଚନ ପୂର୍ବରୁ କଂଗ୍ରେସ ଛାଡି ବିଜୁ ଯୁବ ଜନତା ଦଳରେ ଅନୁଗୁଳ ମ୍ୟୁନିସିପାଲିଟିର ପୂର୍ବତନ ଅଧ୍ୟକ୍ଷ ତଥା କଂଗ୍ରେସ ନେତା ଅକ୍ଷୟ ସାମନ୍ତ…

(ଭିଡିଓ)ୟୁକ୍ରେନରେ ଫସି ରହିଛନ୍ତି ଅନୁଗୁଳର ଛାତ୍ର – ଭିଡିଓ କଲରେ ଆମକୁ ଦେଲେ ସ୍ଥିତି ସମ୍ପର୍କରେ ସୂଚନା

ଅନୁଗୁଳ – ଋଷିଆ ୟୁକ୍ରେନ ମଧ୍ୟରେ ଜାରି ରହିଛି ଯୁଦ୍ଧ । ଧିରେ ଧିରେ ପରିସ୍ଥିତି ସାଙ୍ଘାତିକ ରୂପ ନେଉଛି । ୟୁକ୍ରେନରେ ଫସିଛନ୍ତି ଓଡ଼ିଆ ଯୁବକ…

ପିକଅପ ଭ୍ୟାନ ଦୁର୍ଘଟଣାଗ୍ରସ୍ତ – ୨ ମୃତ , ୫ ରୁ ଅଧିକ ଆହତ

ଅନୁଗୁଳ – ଅନୁଗୁଳ ଜିଲ୍ଲା ଠାକୁରଗଡ ଥାନା ସାନହୁଲା ନିକଟରେ ସଡକ ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଛି ।  ବଇଣ୍ଡାରୁ ଆଠମଲ୍ଲିକ ଆଡକୁ ଆସୁଥିବା ଏକ…

ଭାଇରାଲ ଅଡିଓ – ବିଡ଼ିଓ ସ୍ୱରୂପାନନ୍ଦଙ୍କୁ ନିର୍ବାଚନ ପ୍ରକ୍ରିୟାରୁ ବାଦ

ଭୁବନେଶ୍ଵର – ଆପଣମାନେ ଯୁଦ୍ଧ ଲଢ଼ିବାର ଅଛି । ଅସ୍ତ୍ର ଆମେ ଯୋଗାଉଛୁ । ଆହୁରି ଯୋଗାଇବୁ । ଯାହାର ଜିତି ପାରୁଥିବା ପରି ଇମେଜ୍‌ ଅଛି,…

ପ୍ରେମ ପାଇଁ ଆତ୍ମହତ୍ୟା – ଅଧା ରାସ୍ତାରେ ଛାଡିଗଲେ ସାଙ୍ଗସାଥି

ଅନୁଗୁଳ – ପ୍ରେମରେ ବିଫଳ ହୋଇ ଅନୁଗୁଳର ଆଉ ଜଣେ ଯୁବକ ପ୍ରାଣ ହରାଇଥିବା ଚର୍ଚ୍ଚା ହେଉଚ୍ଚି । ମୃତ ଯୁବକ ଜଣକ ଯୋରନ୍ଦା ଅଞ୍ଚଳର ଦୁଷ୍ମନ୍ତ…

ଜାତୀୟ ରାଜପଥର ଅବସ୍ଥା ପାଇଁ ଏଜେନ୍ସି ଦାୟୀ – ମହେଶ ସାହୁ

ଅନୁଗୁଳ – ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ ୫୫ ହେଉ କିମ୍ବା ତାଳଚେର , ପାଲଲହଡା ଦେଇ ଯାଇଥିବା ଅନ୍ୟ ରାଜପଥ ଗୁଡିକର ଅବସ୍ଥା…

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଖୋଲିଲା କିନ୍ନର ୱାର୍ଡ

ଅନୁଗୁଳ – ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଆଇପିଡି କୋଠାରେ କିନ୍ନରଙ୍କ ପାଇଁ ଗୁରୁବାର ଏକ ସ୍ବତନ୍ତ୍ର ୱାର୍ଡ ଉଦ୍‌ଘାଟିତ ହୋଇଯାଇଛି । କିନ୍ନରଙ୍କ ପାଇଁ ଏଭଳି…

You cannot copy content of this page