ଗ୍ୟାସ ଷ୍ଟୋଭ ମରାମତି ଦୋକାନରେ ଅଗ୍ନିକାଣ୍ଡ – ଲକ୍ଷାଧିକ ଟଙ୍କା ମୂଲ୍ୟର ସମ୍ପତ୍ତି ନଷ୍ଟ

ଅନୁଗୁଳ – ଅନୁଗୁଳ ସହର ଶିକ୍ଷକପଡ଼ା ଇକୋ ପାର୍କ ସମ୍ମୁଖରେ ଥିବା ଏକ ଗ୍ୟାସ ଷ୍ଟୋଭ ମରାମତି ଦୋକାନରେ ଆଜି (ବୁଧବାର) ସନ୍ଧ୍ୟା ବେଳେ ଅଗ୍ନିକାଣ୍ଡ ଘଟି …

ନିଖୋଜ ସରପଞ୍ଚଙ୍କୁ ଠାବ କଲା ପୁଲିସ – ଅପହରଣ ହୋଇଥିଲେ ନା ନିଜେ ରଚିଥିଲେ ନାଟକ !!

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ମାଛକୁଟା ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀଙ୍କୁ ଅପହରଣ  କରା ଯାଇଥିବା ଗତକାଲି ରାତିରେ ଥାନାରେ ଅଭିଯୋଗ ହୋଇଥିଲା । ତେବେ…

ପୁଲିସ ଇନ୍ସପେକ୍ଟରଙ୍କୁ ବାଧ୍ୟତାମୂଳକ ଅବସର – ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି

ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକ ମୂଲ୍ୟ ବୋଧ ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ…

ବାରହା ଆକ୍ରମଣରେ ଛେଳି ଚରାଳି ମୃତ

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଜରପଡା ବନାଞ୍ଚଳ ଅନ୍ତର୍ଗତ ବୁଢୀପାହଡ ଜଙ୍ଗଲ ନିକଟ ଏକ ଆମ୍ବଟୋତାରେ ବାରାହା ଆକ୍ରମଣରେ ଜଣେ ଛେଳି ଚରାଳିଙ୍କ ମୃତ୍ୟୁ ହୋଇଛି ।…

ବିପୁଳ ପରିମାଣର ନକଲି ବିଦେଶୀ ମଦ ଠିପି ଓ ଲେବଲ ଜବତ

ଅନୁଗୁଳ – ଅନୁଗୁଳ ସହର ଉପକଣ୍ଠ ରାଣୀଗୁଡା ରେ ଅବକାରୀ ବିଭାଗ ଓ କଟକ ଫ୍ଲାଇଙ୍ଗ ସ୍କ୍ବାର୍ଡର ମିଳିତ ଚଢ଼ାଉ ବେଳେ ବିପୁଳ ପରିମାଣର ବିଦେଶୀ ମଦ…

ସିଂଘାରେଣୀ କୋଲ ଲିଃର ନୟନି କୋଲ ବ୍ଲକ୍ ପାଇଁ ତ୍ରିପାକ୍ଷିକ ବୈଠକ

ଅନୁଗୁଳ – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଅଞ୍ଚଳରେ ସିଂଘାରେଣୀ କୋଲ୍ ଲିଃର ନୟନି କୋଲ୍ ବ୍ଳକ୍ କାର୍ଯ୍ୟକାରୀ ନିମନ୍ତେ ଆଜି ଅପରାହ୍ନରେ ଜିଲ୍ଲା କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ…

ତିନି ସହରାଞ୍ଚଳରେ ୩୩ ୱାର୍ଡ ସଂରକ୍ଷିତ ୨୨ ୱାର୍ଡ ଅଣସଂରକ୍ଷିତ

ଭୁବନେଶ୍ଵର – ରାଜ୍ୟର ୧୦୭ଟି ପୌରସଂସ୍ଥାର ୧୭୫୬ କାଉନସିଲର ପଦବୀ ପାଇଁ ସଂରକ୍ଷଣ ତାଲିକା ଘୋଷଣା କରା ଯାଇଛି । ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ପ୍ରେସ୍‌ମିଟ୍‌ର ଜରିଆରେ…

ଷଣ୍ଢ ସହ ଧକ୍କା ହୋଇ ଯୁବକ ମୃତ

ଅନୁଗୁଳ – ଅନୁଗୁଳ ଗାନ୍ଧିମାର୍ଗ ହେମସୁରପଡ଼ା କବରଖାନା ନିକଟରେ ସୋମବାର ରାତି ପ୍ରାୟ ସାଢେ଼ ଦଶଟା ସମୟରେ ଷଣ୍ଢ ସହ ମୋଟରସାଇକେଲର ଧକ୍କା ହେବାରୁ ମୋଟରସାଇକେଲ ଆରୋହୀଙ୍କ…

ବ୍ଲକ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ – ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗ

ଅନୁଗୁଳ – ଆୟ ବର୍ହିଭୁତ  ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ଲକ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରା ଯାଇଛି । ଅନୁଗୁଳ ଜିଲ୍ଲା ତାଳଚେର ବ୍ଲକରେ କାର୍ଯ୍ୟରତ…

ଲୁଟେରାଙ୍କ ପିଛା କରି ଯୁବ ଓକିଲ ଫେରାଇ ଆଣିଲେ ଟଙ୍କା – ଡିକି ଭାଙ୍ଗି ଲୁଟ କରିଥିଲେ ଲୁଟେରା

ଅନୁଗୁଳ – ଡିକି ଭାଙ୍ଗି ୧ ଲକ୍ଷ ୬୦ ହଜାର ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ । ହେଲେ ଲୁଟେରାଙ୍କୁ ସାହସର ସହ ପିଛା କରି ଲୁଟେରାଙ୍କ…

ରାଜଧାନୀ ରାଜପଥରେ ଅନୁଗୁଳ କଳାକାରଙ୍କ ନୃତ୍ୟ ପରିବେଷଣ

ଅନୁଗୁଳ – ୭୩ତମ ଗଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀ ରାଜପଥରେ ଭାରତର ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ୍, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ହଜାର ହଜାର ଦର୍ଶକଙ୍କ…

ଲାଞ୍ଚ ମାଗିବାର ଅଡିଓ ଭାଇରାଲ – ଭୋଟର ତାଲିକାରେ ନାମ ଚଢେଇବା ପାଇଁ ଲାଞ୍ଚ ମାଗୁଛନ୍ତି ଜିପିଓ (Video)

ଅନୁଗୁଳ – ଅନୁଗୁଳ ଜିଲ୍ଲା ତାଳଚେର ବ୍ଲକରେ କାର୍ଯ୍ୟରତ ଜିପିଇଓ ଭାସ୍କର ବେହେରା ଭୋଟର ତାଳିକାରେ ଥିବା ତୃଟିକୁ ସୁଧାରିବାକୁ ନେଇ ଲାଞ୍ଚ ଦାବି କରୁଥିବା ଅଡ଼ିଓ…

ନଦୀରେ ଭାସିଗଲେ ଦୁଇ ସାଙ୍ଗ – ଜଣେ ଉଦ୍ଧାର , ଜଣେ ମୃତ

ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର କଙ୍କିଳି ଗାଁ ନିକଟ ଦେଇ ଯାଇଥିବା ବ୍ରାହ୍ମଣୀ ନଦୀରେ ଅଘଟଣ । ଭୋଜି କରିବାକୁ ନଦୀ ଘାଟକୁ  ଆସିଥିବା ବେଳେ …

You cannot copy content of this page