ମହିଳା ଏବଂ ବାଳିକାମାନଙ୍କର ଶିକ୍ଷା ଏବଂ ଦକ୍ଷତା ବିକାଶ ପାଇଁ ଜିନ୍ଦଲ ସ୍ଵୟଂସମ୍ପର୍ଣ୍ଣା ନାରୀ କାର୍ଯ୍ୟକ୍ରମ ଆରମ୍ଭ
ଆର୍ଥିକ ଦୁର୍ବଳ ବର୍ଗର ମହିଳା ଏବଂ ଯୁବତୀ ମାନଙ୍କ ଦକ୍ଷତା ବିକାଶ ଓ ଶିକ୍ଷା ନିମନ୍ତେ ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ସହାୟତା ପ୍ରଦାନ କରାଯିବ ସହାୟତା ପାଇଁ ଇଚ୍ଚୁକ ମହିଳା ଏବଂ ଯୁବତୀ ମାନେ ଫାଉଣ୍ଡେସନର ୱେବସାଇଟ୍ ଯାଇ ଆବେଦନ କରିପାରିବେ ଭୁବନେଶ୍ୱର – ଆନ୍ତର୍ଜାତୀୟ…
