ମହିଳାଙ୍କ ବେକରୁ ଚେନ ଛିଣ୍ଡାଇ ପଳାଉଥିଲେ – ଗାଁ ଲୋକଙ୍କ ହାତରେ ଧରା ପଡି ଛେଚା ଖାଇଲେ

ଜରପଡା – (ANGUL ONLINE)- ଅନୁଗୁଳ ଜିଲ୍ଲା ଜରପଡା ଥାନା ଜରପଡା ଗାଁ ଭିତରୁ ଜଣେ ମହିଳାଙ୍କ ବେକରୁ ସୁନା ଚେନ ଛିଣ୍ଡାଇ ଦୁଇ ଜଣ ଦୁର୍ବୃତ୍ତ…

ବ୍ରାଣ୍ଡେଡ ଶୋରୁମରେ ନକଲି ଜିନ୍ସ – ଜିଲ୍ଲା ସାରା ବ୍ୟାପିଛି ନକଲି କାରବାର !!

ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ଏବେ ନକଲି ଜିନ୍ସ କାରବାର ବଢିଥିବା ଜଣା ପଡିଥିବା ବେଳେ ଗୋଟିଏ ପରେ ଗୋଟିଏ ବ୍ରାଣ୍ଡେଡ ଶୋରୁମ ଉପରେ କମ୍ପାନୀ ଓ…

ରେଳ ଯୋଗେ ଗଞ୍ଜେଇ ଚାଲାଣ ପାଇଁ ଜଗିଥିବା ବେଳେ କାବୁ କରିନେଲା ପୁଲିସ – ଦାମିକା ଗାଡି ଜବତ , ଜଣେ ଗିରଫ

ଅନୁଗୁଳ – ଦାମୀ ଗାଡ଼ିରେ ଗଞ୍ଜେଇ ରଖି ଟ୍ରେନ୍ ଯୋଗେ ବାହାରକୁ ଚାଲାଣ କରିବାକୁ ଚାହିଁ ରହି ଥିବା ବେଳେ କାବୁ କରିନେଲା ପୁଲିସ । ଆଉ…

ମୋବାଇଲ ଚୋର ଧରିବାକୁ ଯିବା ବେଳେ ପୁଲିସକୁ କାମୁଡି ଦେଲା – ୨ ଗିରଫ

ପାଲଲହଡ଼ା – ଏକ ଚୋରା ମୋବାଇଲ କିଣିଥିବା ଜଣେ ଯୁବକକୁ ଧରିବାକୁ ଯାଇ ପୁଲିସକୁ ହଟହଟା ହେବା ସହ ଉକ୍ତ ଯୁବକଙ୍କ ଆକ୍ରମଣରେ ଲହୁଲୁହାଣ ହେବାକୁ ପଡିଛି…

ଭଉଣୀକୁ ହତ୍ୟା ଘଟଣାରେ ଭାଇ ସମେତ ତିନି ଗିରଫ

ବଅଁରପାଳ – ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ଲଙ୍ଗୁଳିଆବେଡ଼ା ଗ୍ରାମରେ ଘର ସମ୍ପତ୍ତିରେ ଭାଗକୁ ନେଇ ଭଉଣୀକୁ ହତ୍ୟା ଘଟଣାରେ ପୁଲିସ ଅଭିଯୁକ୍ତ ଭାଇ ସମେତ…

ଗୁଳିମାଡରେ ଯୁବକ ଆହତ ଘଟଣା – ଗୁଳି କରିଥିବା ଯୁବକ ଗିରଫ

ଅନୁଗୁଳ – ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ବଡକନ୍ତକୁଳ ଗାଁରେ ବୁଧବାର ବିଳମ୍ବିତ ରାତିରେ ଘଟିଥିବା ଗୁଳିକାଣ୍ଡ ଘଟଣାରେ ଜଣଙ୍କୁ ପୁଲିସ ଗିରଫ କରିଛି । ତାଙ୍କ…

ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଘଟଣା – ଅଭିଯୁକ୍ତକୁ କୋର୍ଟ ଚାଲାଣ

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅଞ୍ଚଳର ଜଣେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ କରିବା ଘଟଣାରେ ପୁଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଅଭିଯୋଗ – ଯୁବକ ଅଟକ

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅଞ୍ଚଳରେ ଏକ ଲଜ୍ୟାଜନକ ଘଟଣା ଘଟି ଯାଇଛି । ଅଞ୍ଚଳର ଜଣେ ମହିଳା ଡାକ୍ତରଙ୍କୁ ଜଣେ ଯୁବକ ଦୁଷ୍କର୍ମ…

୩ ବର୍ଷ ପରେ ହତ୍ୟାକାଣ୍ଡର ପର୍ଦାଫାସ – ୩ ଗିରଫ

ଛେଣ୍ଡିପଦା – ବିଳମ୍ବ ହେଲେ ମଧ୍ୟ ଦୀର୍ଘ ୩ ବର୍ଷ ପରେ ଜରପଡା ପୁଲିସକୁ ଏକ ହତ୍ୟାକାଣ୍ଡ ପର୍ଦାଫାସ କରିବା ସହ ଅଭିଯୁକ୍ତ ମାଙ୍କୁ ଧରିବାର ସଫଳତା…

ସିମ ବ୍ଲକ ହୋଇଯିବ କହି ଠକିନେଲେ ଏକ ଲକ୍ଷ ୨୫ ହଜାର

ଅନୁଗୁଳ  – କେୱାଇସିରେ ତୁଟି ଯୋଗୁଁ ସିମ୍ ବ୍ଳକ୍ ହୋଇଯିବ କହି ଅନୁଗୁଳ ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ଜଣେ କର୍ମଚାରୀଙ୍କୁ ଟାର୍ଗେଟ କରିଥିଲେ ସାଇବର ଠକ ।…

ଗଛରେ ଝୁଲୁଛି ମହିଳାଙ୍କ ମୃତଦେହ – ହତ୍ୟା ଅଭିଯୋଗ

ଅନୁଗୁଳ – ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ ଗଡସନ୍ତ୍ରୀ ଶିବ ମନ୍ଦିର ପ୍ରାଙ୍ଗଣ ସ୍ଥିତ ଏକ ଚମ୍ପା ଗଛରେ ସକାଳେ ଜଣେ ମହିଳାଙ୍କ ମୃତଦେହ ଝୁଲୁଥିବା ଦେଖିବାକୁ…

ଜଙ୍ଗଲ ମଝିରେ ଲୁଟିନେଲେ ଟଙ୍କା ମୋବାଇଲ

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା କିସିଣ୍ଡା ଶନି ମନ୍ଦିର ନିକଟସ୍ଥ ଜଙ୍ଗଲରୁ ଗୁରୁବାର ସଂଧ୍ୟାରେ ଜଣେ ମୋଟରସାଇକେଲ ଆରୋହି ଲୁଟର ଶିକାର ହୋଇଥିବା ଜଣା…

You cannot copy content of this page