ନାବାଳିକା ଦୁଷ୍କର୍ମକାରୀକୁ କାରାଦଣ୍ଡାଦେଶ

ଅନୁଗୁଳ – ଘରେ କେହି ନଥିବା ବେଳେ ନାବାଳିକାକୁ ଦୁଷ୍କର୍ମ କରିବା ଅପରାଧରେ ଜଣଙ୍କୁ ୬ ବର୍ଷ ସଶ୍ରମ କାରାଦଣ୍ଡରେ ଅନୁଗୁଳ ଅତିରିକ୍ତ ଦୌରା ଜଜ (ଫାଷ୍ଟଟ୍ରାକ)…

ଶୈଳଶ୍ରୀକ୍ଷେତ୍ର ଠାକୁରଙ୍କ ମଥାରୁ ଚିତା ଚୋରି କରିନେଲେ ଚୋର

ଅନୁଗୁଳ – ଅନୁଗୁଳ ଶୈଳଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିରରୁ ଚୋରି । ହୁଣ୍ଡି ଭାଙ୍ଗି ଚୋରି ହୋଇଥିବା ବେଳେ ଶ୍ରୀ ଜୀଉଙ୍କ ତିନୋଟି ଚିତା ବା ମଥାମଣି ଦୁର୍ବୃତ୍ତ…

ପ୍ରଦୂଷଣ ସମସ୍ଯା ସମାଧାନ ପାଇଁ ସାଇକେଲରେ ଭୁବନେଶ୍ୱର ଯାଇ ମନ୍ତ୍ରୀଙ୍କୁ ଭେଟିଲେ ସ୍ଵେଚ୍ଛାସେବୀ

ଅନୁଗୁଳ – ଶିଳ୍ପ ଅନୁଗୁଳ ଜିଲ୍ଲାରେ ପ୍ରଦୂଷଣର ମାତ୍ରା ବଢ଼ିବାରେ ଲାଗିଛି । ହେଲେ ଏହାର ପ୍ରତିକାର ପାଇଁ କୌଣସି ପ୍ରକାର ପଦକ୍ଷେପ ନିଆ ଯାଉ ନାହିଁ…

ଚାରି ଡକାୟତ ଗିରଫ – ହାତବୋମା ସହ ମାରଣାସ୍ତ୍ର ଜବତ

ଅନୁଗୁଳ – ଅନୁଗୁଳ ପୁଲିସ କବଜାରେ ଡକାୟତି ଯୋଜନା କରୁଥିବା ଗ୍ୟାଙ୍ଗର ୪ ସଦସ୍ୟ । ସୂଚନା ଅନୁଯାୟୀ ଗତକାଲି ରାତିରେ ଅନୁଗୁଳ ପୋଲିସ ପକ୍ଷରୁ ହୁଲୁରିସିଂହା…

୨୦୨୭ ମସିହା ସେପ୍ଟେମ୍ବର ମାସ ସୁଦ୍ଧା କାର୍ଯ୍ୟକ୍ଷମ ହେବ NTPC TTPS

ଅନୁଗୁଳ – ୨୦୨୭ ମସିହା ସେପ୍ଟେମ୍ବର ମାସ ସୁଦ୍ଧା କାର୍ଯ୍ୟକ୍ଷମ ହେବ ବନ୍ଦ ହୋଇ ଯାଇଥିବା NTPC TTPS ର ପ୍ରଥମ ୟୁନିଟ । ଏଥିପାଇଁ ପ୍ଲାଣ୍ଟର…

ପୁଣି ବନ୍ଧୁକ ଓ ଖଣ୍ଡା ମୁନରେ ଲୁଟ – ପୁଲିସ ପାଇଁ କଡା ଚାଲେଞ୍ଜ

ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେରରେ ଡ଼କାୟତଙ୍କ ଆତଙ୍କରାଜ। ପୁଲିସକୁ ଖୋଲା ଚାଲେଞ୍ଜ ଦେବା ଭଳି ପୁଣି ଖଣ୍ଡା ଏବଂ ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଲୁଟ…

ପୂର୍ବ ଶତ୍ରୁତା ପାଇଁ ଶୋଇଥିବା ବେଳେ ଭାଇ ଓ ଭଉଣୀକୁ କରା ଯାଇଥିଲା ଗୁଳି

ଅନୁଗୁଳ – ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଭାଗମୁଣ୍ଡା ଗାଁର ଭାଇ ଭଉଣୀକୁ ଗୁଳି ମାରିବା ଘଟଣାରେ ଗୁଳି ମାରିଥିବା ଅଭିଯୁକ୍ତ ପ୍ରଶାନ୍ତ ମିର୍ଧାକୁ ସମ୍ବଲପୁର ନାକଟିଦେଉଳ…

ସାତକୋଶିଆରେ କୁମ୍ଭୀର ଓ ପକ୍ଷୀ ଗଣନା ପାଇଁ ପର୍ଯ୍ୟଟକଙ୍କ ଉପରେ କଟକଣା

ଅନୁଗୁଳ – ସାତକୋଶିଆରେ କୁମ୍ଭୀର ଓ ପକ୍ଷୀ ଗଣନା ପାଇଁ ପର୍ଯ୍ୟଟକଙ୍କ ଉପରେ କଟକଣା କରାଯାଇଛି । କୁମ୍ଭୀର ଗଣନା ପାଇଁ ୫ତାରିଖ ଅପରାହ୍ନରୁ ୯ ତାରିଖ…

ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ

ଅନୁଗୁଳ – ଘରେ କେହି ନଥିବାର ସୁଯୋଗ ନେଇ ନାବାଳିକାକୁ ଦୁଷ୍କର୍ମ କରିଥିବା ଦୁଷ୍କର୍ମକାରୀକୁ ୨୦ ବର୍ଷ କାରାଦଣ୍ଡ । ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଅଞ୍ଚଳରେ…

ବନ୍ଧୁକ ଓ ଖଣ୍ଡା ଦେଖାଇ ୧୫ ଲକ୍ଷ ଟଙ୍କା ଲୁଟ

ପାଲଲହଡା – ଅନୁଗୁଳ ଜିଲ୍ଲା ପାଲଲହଡା ସଦରମହକୁମା ସ୍ଥିତ ଶିବମନ୍ଦିର ଛକ ନିକଟରୁ ଆଜି ଅପରାହ୍ନରେ ଖଣ୍ଡା ଏବଂ ବନ୍ଧୁକ ମୁନରେ ଜଣେ ବେପାରୀଙ୍କ ଠାରୁ ୧୫ …

କାରର କାଚ ଭାଙ୍ଗି ଏକ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଅନୁଗୁଳ – ଜନ ଗହଳିପୂର୍ଣ୍ଣ ସ୍ଥାନରୁ କାରର କାଚ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ। ଅନୁଗୁଳ ଜିଲ୍ଲାପାଳ ସମ୍ମୁଖରେ ଏହି ଘଟଣା ଘଟିଥିବା ବେଳେ କାରର ଝରକା…

You cannot copy content of this page